୧ ତୀମଥି 5:3 - ଓଡିଆ ବାଇବେଲ3 ନିରାଶ୍ରୟ ବିଧବାମାନଙ୍କୁ ସମ୍ମାନ କର । Faic an caibideilପବିତ୍ର ବାଇବଲ (Re-edited) - (BSI)3 ନିରାଶ୍ରୟ ବିଧବାମାନଙ୍କୁ ସମାଦର କର। Faic an caibideilପବିତ୍ର ବାଇବଲ (CL) NT (BSI)3 ଏକାକିନୀ ହୋଇ ନିଃସହାୟ ଭାବରେ ଚଳୁଥିବା ବିଧବାମାନଙ୍କୁ ମାନ୍ୟ କର। Faic an caibideilଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT3 ନିରାଶ୍ରୟ ବିଧବାମାନଙ୍କୁ ସମ୍ମାନ କର। Faic an caibideilପବିତ୍ର ବାଇବଲ3 ପ୍ରକୃତରେ ଏକୁଟିଆଥିବା ବିଧବାମାନଙ୍କର ଯତ୍ନ ନିଅ। Faic an caibideil |
ଆଉ, ସଦାପ୍ରଭୁ ତୁମ୍ଭ ପରମେଶ୍ୱର ଆପଣା ନାମ ପ୍ରତିଷ୍ଠା କରାଇବା ପାଇଁ ଯେଉଁ ସ୍ଥାନ ମନୋନୀତ କରିବେ; ସେହି ସ୍ଥାନରେ ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କ ସମ୍ମୁଖରେ ତୁମ୍ଭେ, ତୁମ୍ଭ ପୁତ୍ର, ତୁମ୍ଭ କନ୍ୟା, ତୁମ୍ଭ ଦାସ, ତୁମ୍ଭ ଦାସୀ ଓ ତୁମ୍ଭ ନଗରଦ୍ୱାରବର୍ତ୍ତୀ ଲେବୀୟ ଲୋକ ଓ ତୁମ୍ଭ ମଧ୍ୟରେ ଥିବା ବିଦେଶୀୟ ଲୋକ ଓ ପିତୃହୀନ ଓ ବିଧବା (ତୁମ୍ଭେ) ସମସ୍ତେ ଆନନ୍ଦ କରିବ।