2 ଶାମୁୟେଲ 3:3 - ଓଡିଆ ବାଇବେଲ3 ପୁଣି ଦ୍ୱିତୀୟ ପୁତ୍ର କିଲାବ୍, ସେ କର୍ମିଲୀୟ ନାବଲର ଭାର୍ଯ୍ୟା ଅବୀଗଲଠାରୁ ଜାତ, ପୁଣି ତୃତୀୟ ଅବଶାଲୋମ, ସେ ଗଶୂରର ରାଜା ତଲ୍ମୟର କନ୍ୟା ମାଖାର ପୁତ୍ର। Faic an caibideilପବିତ୍ର ବାଇବଲ (Re-edited) - (BSI)3 ପୁଣି ଦ୍ଵିତୀୟ ପୁତ୍ର କିଲାବ୍, ସେ କର୍ମିଲୀୟ ନାବଲର ଭାର୍ଯ୍ୟା ଅବୀଗଲଠାରୁ ଜାତ, ପୁଣି ତୃତୀୟ ଅବଶାଲୋମ୍, ସେ ଗଶୂରର ରାଜା ତଲ୍ମୟର କନ୍ୟା ମାଖାର ପୁତ୍ର। Faic an caibideilଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT3 ପୁଣି ଦ୍ୱିତୀୟ ପୁତ୍ର କିଲାବ୍, ସେ କର୍ମିଲୀୟ ନାବଲର ଭାର୍ଯ୍ୟା ଅବୀଗଲଠାରୁ ଜାତ, ପୁଣି ତୃତୀୟ ଅବଶାଲୋମ, ସେ ଗଶୂରର ରାଜା ତଲ୍ମୟର କନ୍ୟା ମାଖାର ପୁତ୍ର। Faic an caibideilପବିତ୍ର ବାଇବଲ3 କର୍ମିଲୀୟ ନାବଲ୍ର ସ୍ତ୍ରୀ ଅବୀଗଲ୍ଙ୍କଠାରୁ ଜନ୍ମ ହେଲେ ଦ୍ୱିତୀୟ ପୁତ୍ର କିଲାବ୍ ଏବଂ ତୃତୀୟ ପୁତ୍ର ହେଲେ ଅବଶାଲୋମ, ସେ ଗଶୂରର ରାଜା ତଲ୍ମୟର କନ୍ୟା ମାଖାରର ପୁତ୍ର। Faic an caibideil |
ତହୁଁ ଅବଶାଲୋମ ଯୋୟାବଙ୍କୁ ଉତ୍ତର କଲା, “ଦେଖ ମୁଁ ତୁମ୍ଭ ନିକଟକୁ ଲୋକ ପଠାଇ କହିଲି, ‘ତୁମ୍ଭେ ଏଠାକୁ ଆସ, “ମୁଁ କାହିଁକି ଗଶୂରରୁ ଆସିଲି ? ଏକଥା ପଚାରିବା ପାଇଁ ମୁଁ ରାଜାଙ୍କ ନିକଟକୁ ତୁମ୍ଭକୁ ପଠାଇବି। ଆଜି ପର୍ଯ୍ୟନ୍ତ ସେଠାରେ ଥିଲେ, ମୋହର ଭଲ ହୋଇଥା’ନ୍ତା; ଏବେ ମୋତେ ରାଜାଙ୍କ ମୁଖ ଦେଖିବାକୁ ଦିଅ, ଯେବେ ମୋ’ଠାରେ ଅପରାଧ ଥାଏ, ତେବେ ସେ ମୋତେ ବଧ କରନ୍ତୁ।’”