୨ ତୀମଥି 1:14 - ଓଡିଆ ବାଇବେଲ14 ତୁମ୍ଭ ହସ୍ତରେ ସମର୍ପିତ ଯେଉଁ ଉତ୍ତମ ବିଷୟ, ତାହା ଆମ୍ଭମାନଙ୍କଠାରେ ବାସ କରୁଥିବା ପବିତ୍ର ଆତ୍ମାଙ୍କ ଦ୍ୱାରା ସୁରକ୍ଷା କର, Faic an caibideilପବିତ୍ର ବାଇବଲ (Re-edited) - (BSI)14 ତୁମ୍ଭ ହସ୍ତରେ ସମର୍ପିତ ଯେଉଁ ଉତ୍ତମ ବିଷୟ, ତାହା ଆମ୍ଭମାନଙ୍କଠାରେ ବାସ କରୁଥିବା ପବିତ୍ର ଆତ୍ମାଙ୍କ ଦ୍ଵାରା ସୁରକ୍ଷା କର। Faic an caibideilପବିତ୍ର ବାଇବଲ (CL) NT (BSI)14 ଯେଉଁ ମହତ୍ ବିଷୟର ଦାୟିତ୍ୱ ତୁମ ଉପରେ ନ୍ୟସ୍ତ ହୋଇଛି, ଆମ୍ଭମାନଙ୍କ ମଧ୍ୟରେ ବାସ କରୁଥିବା ପବିତ୍ର ଆତ୍ମାଙ୍କ ଶକ୍ତିରେ ସେ ସବୁକୁ ଅକ୍ଷୁର୍ଣ୍ଣ ରଖ। Faic an caibideilଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT14 ତୁମ୍ଭ ହସ୍ତରେ ସମର୍ପିତ ଯେଉଁ ଉତ୍ତମ ବିଷୟ, ତାହା ଆମ୍ଭମାନଙ୍କଠାରେ ବାସ କରୁଥିବା ପବିତ୍ର ଆତ୍ମାଙ୍କ ଦ୍ୱାରା ସୁରକ୍ଷା କର, Faic an caibideilପବିତ୍ର ବାଇବଲ14 ତୁମ୍ଭକୁ ଯେଉଁ ସତ୍ୟ ପ୍ରଦାନ କରାଯାଇଛି, ତାହାକୁ ରକ୍ଷା କର। ପବିତ୍ରଆତ୍ମାର ସାହାଯ୍ୟରେ ସେଗୁଡ଼ିକୁ ରକ୍ଷା କର। ସେହି ପବିତ୍ରଆତ୍ମା ଆମ୍ଭ ଭିତରେ ରହନ୍ତି। Faic an caibideil |