ଯିଶାଇୟ 10:3 - ଓଡିଆ ବାଇବେଲ3 ଏଣୁ ପ୍ରତିଫଳ ଦେବାର ଦିନରେ ଓ ଦୂରରୁ ଆସନ୍ତା ବିନାଶ ସମୟରେ ତୁମ୍ଭେମାନେ କଅଣ କରିବ ? ସାହାଯ୍ୟ ନିମନ୍ତେ ତୁମ୍ଭେମାନେ କାହା ନିକଟକୁ ପଳାଇବ ? ଓ ତୁମ୍ଭମାନଙ୍କର ପ୍ରତାପ କେଉଁଠାରେ ରଖିବ ? Faic an caibideilପବିତ୍ର ବାଇବଲ (Re-edited) - (BSI)3 ଏଣୁ ପ୍ରତିଫଳ ଦେବାର ଦିନରେ ଓ ଦୂରରୁ ଆସନ୍ତା ବିନାଶ ସମୟରେ ତୁମ୍ଭେମାନେ କଅଣ କରିବ? ସାହାଯ୍ୟ ନିମନ୍ତେ ତୁମ୍ଭେମାନେ କାହା ନିକଟକୁ ପଳାଇବ? ଓ ତୁମ୍ଭମାନଙ୍କର ପ୍ରତାପ କେଉଁଠାରେ ରଖିବ? Faic an caibideilଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT3 ଏଣୁ ପ୍ରତିଫଳ ଦେବାର ଦିନରେ ଓ ଦୂରରୁ ଆସନ୍ତା ବିନାଶ ସମୟରେ ତୁମ୍ଭେମାନେ କଅଣ କରିବ? ସାହାଯ୍ୟ ନିମନ୍ତେ ତୁମ୍ଭେମାନେ କାହା ନିକଟକୁ ପଳାଇବ? ଓ ତୁମ୍ଭମାନଙ୍କର ପ୍ରତାପ କେଉଁଠାରେ ରଖିବ? Faic an caibideilପବିତ୍ର ବାଇବଲ3 ହେ ବ୍ୟବସ୍ଥାକାରୀଗଣ, ପ୍ରତିଫଳ ଦେବାର ଦିନରେ ତୁମ୍ଭମାନଙ୍କୁ ତୁମ୍ଭର କାର୍ଯ୍ୟକଳାପ ସମ୍ବନ୍ଧରେ ବୁଝାଇବାକୁ ପଡ଼ିବ। ଦୂରଦେଶରୁ ତୁମ୍ଭର ବିନାଶ ଆସୁଛି। ତୁମ୍ଭେମାନେ ସେତେବେଳେ କ’ଣ କରି ପାରିବ, ସାହାଯ୍ୟ ପାଇଁ ତୁମ୍ଭେମାନେ କାହା ନିକଟକୁ ଦୌଡ଼ିବ? ତୁମ୍ଭର ଅର୍ଥ ଓ ସମ୍ପଦ ତୁମ୍ଭଙ୍କୁ ସାହାଯ୍ୟ କରିବ ନାହିଁ। Faic an caibideil |
ଆଉ, ତୁମ୍ଭେ ଯେତେବେଳେ ଉଚ୍ଛିନ୍ନ ହେବ, ସେତେବେଳେ ତୁମ୍ଭେ କଅଣ କରିବ ? ଯଦ୍ୟପି ତୁମ୍ଭେ ରକ୍ତବର୍ଣ୍ଣ ବସ୍ତ୍ର ପରିଧାନ କରୁଅଛ, ଯଦ୍ୟପି ତୁମ୍ଭେ ସୁବର୍ଣ୍ଣ ଅଳଙ୍କାରରେ ଆପଣାକୁ ଭୂଷିତା କରୁଅଛ, ଯଦ୍ୟପି ତୁମ୍ଭେ ଅଞ୍ଜନ ଦ୍ୱାରା ଆପଣା ଚକ୍ଷୁ ପ୍ରସାରୁଅଛ, ତଥାପି ତୁମ୍ଭେ ବ୍ୟର୍ଥରେ ଆପଣାକୁ ସୁନ୍ଦର କରୁଅଛ; ତୁମ୍ଭର ଜାରପୁରୁଷମାନେ ତୁମ୍ଭକୁ ଘୃଣା କରନ୍ତି, ସେମାନେ ତୁମ୍ଭ ପ୍ରାଣନାଶ କରିବାକୁ ଚେଷ୍ଟା କରନ୍ତି।