ଯିରିମୀୟ 1:10 - ଓଡିଆ ବାଇବେଲ10 ଦେଖ, ଉତ୍ପାଟନ, ଭଗ୍ନ, ବିନାଶ ଓ ନିପାତ କରିବା ନିମନ୍ତେ; ପତ୍ତନ ଓ ରୋପଣ କରିବା ନିମନ୍ତେ ଆମ୍ଭେ ନାନା ଦେଶ ଓ ରାଜ୍ୟ ଉପରେ ଆଜି ତୁମ୍ଭକୁ ନିଯୁକ୍ତ କଲୁ।” Faic an caibideilପବିତ୍ର ବାଇବଲ (Re-edited) - (BSI)10 ଦେଖ, ଉତ୍ପାଟନ ଓ ଭଗ୍ନ ଓ ବିନାଶ ଓ ନିପାତ କରିବା ନିମନ୍ତେ; ପତ୍ତନ ଓ ରୋପଣ କରିବା ନିମନ୍ତେ ଆମ୍ଭେ ନାନା ଦେଶ ଓ ରାଜ୍ୟ ଉପରେ ଆଜି ତୁମ୍ଭକୁ ନିଯୁକ୍ତ କଲୁ। Faic an caibideilଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT10 ଦେଖ, ଉତ୍ପାଟନ, ଭଗ୍ନ, ବିନାଶ ଓ ନିପାତ କରିବା ନିମନ୍ତେ; ପତ୍ତନ ଓ ରୋପଣ କରିବା ନିମନ୍ତେ ଆମ୍ଭେ ନାନା ଦେଶ ଓ ରାଜ୍ୟ ଉପରେ ଆଜି ତୁମ୍ଭକୁ ନିଯୁକ୍ତ କଲୁ।” Faic an caibideilପବିତ୍ର ବାଇବଲ10 ଆଜି ଆମ୍ଭେ ତୁମ୍ଭକୁ ନାନା ଦେଶ ଓ ରାଜ୍ୟଗୁଡ଼ିକର ଦାୟିତ୍ୱରେ ନିଯୁକ୍ତ କଲୁ। ତୁମ୍ଭେ ସେସବୁକୁ ଉତ୍ପାଟନ, ଭଗ୍ନ, ବିନାଶ ଓ ନିପାତ କରିବ। କିନ୍ତୁ ତୁମ୍ଭେ ନିର୍ମାଣ ଓ ରୋପଣ ମଧ୍ୟ କରିବ।” Faic an caibideil |
ମାତ୍ର ଆମ୍ଭେ ଆପଣା ଦାସ ଭବିଷ୍ୟଦ୍ବକ୍ତାଗଣକୁ ଯେଉଁ ଯେଉଁ ବାକ୍ୟ ଓ ବିଧି ଆଜ୍ଞା କଲୁ, ସେହିସବୁ କି ତୁମ୍ଭମାନଙ୍କ ପୂର୍ବପୁରୁଷଗଣକୁ ସ୍ପର୍ଶ କଲା ନାହିଁ ? ତେବେ ସେମାନେ ଫେରି କହିଲେ, “ସୈନ୍ୟାଧିପତି ସଦାପ୍ରଭୁ ଆମ୍ଭମାନଙ୍କ ଆଚରଣ ଓ କ୍ରିୟାନୁସାରେ ଆମ୍ଭମାନଙ୍କ ପ୍ରତି ଯେରୂପ କରିବେ ବୋଲି ମନସ୍ଥ କଲେ, ସେହିପରି ବ୍ୟବହାର ଆମ୍ଭମାନଙ୍କ ପ୍ରତି ସେ କରିଅଛନ୍ତି।”