ଯିରିମୀୟ 11:10 - ଓଡିଆ ବାଇବେଲ10 ଆମ୍ଭର ବାକ୍ୟ ଶୁଣିବାକୁ ଅସମ୍ମତ ସେମାନଙ୍କର ପୂର୍ବପୁରୁଷଗଣର ଅଧର୍ମ ପ୍ରତି ସେମାନେ ଫେରିଅଛନ୍ତି ଓ ସେମାନେ ଅନ୍ୟ ଦେବଗଣର ସେବା କରିବା ପାଇଁ ସେମାନଙ୍କର ପଶ୍ଚାଦ୍ଗାମୀ ହୋଇଅଛନ୍ତି; ଇସ୍ରାଏଲ ବଂଶ ଓ ଯିହୁଦା ବଂଶ, ସେମାନଙ୍କ ପୂର୍ବପୁରୁଷଗଣର ସହିତ ଆମ୍ଭର କୃତ ନିୟମ ଲଙ୍ଘନ କରିଅଛନ୍ତି।” Faic an caibideilପବିତ୍ର ବାଇବଲ (Re-edited) - (BSI)10 ଆମ୍ଭର ବାକ୍ୟ ଶୁଣିବାକୁ ଅସମ୍ମତ ସେମାନଙ୍କର ପୂର୍ବପୁରୁଷଗଣର ଅଧର୍ମ ପ୍ରତି ସେମାନେ ଫେରିଅଛନ୍ତି ଓ ସେମାନେ ଅନ୍ୟ ଦେବଗଣର ସେବା କରିବା ପାଇଁ ସେମାନଙ୍କର ପଶ୍ଚାଦ୍ଗାମୀ ହୋଇଅଛନ୍ତିନ୍ତ ଇସ୍ରାଏଲ-ବଂଶ ଓ ଯିହୁଦା-ବଂଶ, ସେମାନଙ୍କ ପୂର୍ବପୁରୁଷଗଣର ସହିତ ଆମ୍ଭର କୃତ ନିୟମ ଲଙ୍ଘନ କରିଅଛନ୍ତି। Faic an caibideilଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT10 ଆମ୍ଭର ବାକ୍ୟ ଶୁଣିବାକୁ ଅସମ୍ମତ ସେମାନଙ୍କର ପୂର୍ବପୁରୁଷଗଣର ଅଧର୍ମ ପ୍ରତି ସେମାନେ ଫେରିଅଛନ୍ତି ଓ ସେମାନେ ଅନ୍ୟ ଦେବଗଣର ସେବା କରିବା ପାଇଁ ସେମାନଙ୍କର ପଶ୍ଚାଦ୍ଗାମୀ ହୋଇଅଛନ୍ତି; ଇସ୍ରାଏଲ ବଂଶ ଓ ଯିହୁଦା ବଂଶ, ସେମାନଙ୍କ ପୂର୍ବପୁରୁଷଗଣର ସହିତ ଆମ୍ଭର କୃତ ନିୟମ ଲଙ୍ଘନ କରିଅଛନ୍ତି। Faic an caibideilପବିତ୍ର ବାଇବଲ10 ସେମାନଙ୍କର ପୂର୍ବପୁରୁଷମାନଙ୍କ ପରି ସେମାନେ ଅଧର୍ମ ଆଚରଣ କରିଛନ୍ତି। ସେମାନଙ୍କର ପୂର୍ବପୁରୁଷଗଣ ଆମ୍ଭର ବାକ୍ୟ ଅଗ୍ରାହ୍ୟ କଲେ ଓ ଅନ୍ୟ ଦେବଗଣଙ୍କୁ ସେବା କଲେ। ଇସ୍ରାଏଲ ବଂଶ ଓ ଯିହୁଦା ବଂଶ ସେମାନଙ୍କର ପୂର୍ବପୁରୁଷମାନଙ୍କ ସହିତ ଆମ୍ଭର କୃତ ନିୟମ ଲଙ୍ଘନ କରିଅଛନ୍ତି।” Faic an caibideil |
ତୁମ୍ଭେମାନେ ଆପଣାମାନଙ୍କର ପୂର୍ବପୁରୁଷଗଣର ତୁଲ୍ୟ ହୁଅ ନାହିଁ, ଯେଉଁମାନଙ୍କୁ ଡାକି ପୂର୍ବକାଳର ଭବିଷ୍ୟଦ୍ବକ୍ତାମାନେ ଉଚ୍ଚୈଃସ୍ୱରରେ କହିଲେ, “ସୈନ୍ୟାଧିପତି ସଦାପ୍ରଭୁ ଏହି କଥା କହନ୍ତି, ‘ତୁମ୍ଭେମାନେ ଆପଣା ଆପଣା କୁପଥରୁ ଓ ଆପଣା ଆପଣା କୁକ୍ରିୟାରୁ ଏବେ ଫେର। ମାତ୍ର ସେମାନେ ଶୁଣିଲେ ନାହିଁ, କିଅବା ଆମ୍ଭ ପ୍ରତି କର୍ଣ୍ଣପାତ କଲେ ନାହିଁ,’” ଏହା ସଦାପ୍ରଭୁ କହନ୍ତି।