ଯିରିମୀୟ 11:11 - ଓଡିଆ ବାଇବେଲ11 ଏହେତୁ ସଦାପ୍ରଭୁ ଏହି କଥା କହନ୍ତି, “ଦେଖ, ଆମ୍ଭେ ସେମାନଙ୍କ ପ୍ରତି ଅମଙ୍ଗଳ ଘଟାଇବା, ସେମାନେ ତହିଁରୁ ରକ୍ଷା ପାଇ ପାରିବେ ନାହିଁ; ପୁଣି, ସେମାନେ ଆମ୍ଭ ନିକଟରେ ଆର୍ତ୍ତସ୍ୱର କରିବେ, ମାତ୍ର ଆମ୍ଭେ ସେମାନଙ୍କର କଥା ଶୁଣିବା ନାହିଁ। Faic an caibideilପବିତ୍ର ବାଇବଲ (Re-edited) - (BSI)11 ଏହେତୁ ସଦାପ୍ରଭୁ ଏହି କଥା କହନ୍ତି, ଦେଖ, ଆମ୍ଭେ ସେମାନଙ୍କ ପ୍ରତି ଅମଙ୍ଗଳ ଘଟାଇବା, ସେମାନେ ତହିଁରୁ ରକ୍ଷା ପାଇ ପାରିବେ ନାହିଁ; ପୁଣି, ସେମାନେ ଆମ୍ଭ ନିକଟରେ ଆର୍ତ୍ତସ୍ଵର କରିବେ, ମାତ୍ର ଆମ୍ଭେ ସେମାନଙ୍କର କଥା ଶୁଣିବା ନାହିଁ। Faic an caibideilଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT11 ଏହେତୁ ସଦାପ୍ରଭୁ ଏହି କଥା କହନ୍ତି, ଦେଖ, ଆମ୍ଭେ ସେମାନଙ୍କ ପ୍ରତି ଅମଙ୍ଗଳ ଘଟାଇବା, ସେମାନେ ତହିଁରୁ ରକ୍ଷା ପାଇ ପାରିବେ ନାହିଁ; ପୁଣି, ସେମାନେ ଆମ୍ଭ ନିକଟରେ ଆର୍ତ୍ତସ୍ୱର କରିବେ, ମାତ୍ର ଆମ୍ଭେ ସେମାନଙ୍କର କଥା ଶୁଣିବା ନାହିଁ। Faic an caibideilପବିତ୍ର ବାଇବଲ11 ଏଣୁ ସଦାପ୍ରଭୁ ଏହି କଥା କହନ୍ତି, “ଦେଖ ଆମ୍ଭେ ସେମାନଙ୍କ ପ୍ରତି ଅମଙ୍ଗଳ ଘଟାଇବା। ସେମାନେ ସେଥିରୁ ରକ୍ଷା ପାଇପାରିବେ ନାହିଁ। ସେମାନେ ସାହାଯ୍ୟ ପାଇଁ ଆର୍ତ୍ତ ଚିତ୍କାର କଲେ ମଧ୍ୟ ଆମ୍ଭେ ସେମାନଙ୍କର କଥା ଶୁଣିବା ନାହିଁ। Faic an caibideil |
ଏହେତୁ ସଦାପ୍ରଭୁ, ସୈନ୍ୟାଧିପତି ପରମେଶ୍ୱର, ଇସ୍ରାଏଲର ପରମେଶ୍ୱର ଏହି କଥା କହନ୍ତି; “ଦେଖ, ଆମ୍ଭେ ଯିହୁଦାର ଓ ଯିରୂଶାଲମ ନିବାସୀ ସମସ୍ତଙ୍କ ବିରୁଦ୍ଧରେ ଯେଉଁ ଅମଙ୍ଗଳର କଥା କହିଅଛୁ, ତାହା ସବୁ ସେମାନଙ୍କ ପ୍ରତି ଘଟାଇବା; କାରଣ ଆମ୍ଭେ ସେମାନଙ୍କୁ କଥା କହିଅଛୁ, ମାତ୍ର ସେମାନେ ଶୁଣି ନାହାନ୍ତି ଓ ଆମ୍ଭେ ସେମାନଙ୍କୁ ଡାକିଅଛୁ, ମାତ୍ର ସେମାନେ ଉତ୍ତର ଦେଇ ନାହାନ୍ତି।”