ଯିରିମୀୟ 11:4 - ଓଡିଆ ବାଇବେଲ4 ଆମ୍ଭେ ତୁମ୍ଭମାନଙ୍କର ପିତୃପୁରୁଷମାନଙ୍କୁ ମିସର ଦେଶରୁ, ଲୌହ ଅଗ୍ନିକୁଣ୍ଡରୁ, ବାହାର କରି ଆଣିବା ଦିନ ସେମାନଙ୍କୁ ଯାହା ଆଦେଶ କରି କହିଲୁ, Faic an caibideilପବିତ୍ର ବାଇବଲ (Re-edited) - (BSI)4 ଆମ୍ଭେ ତୁମ୍ଭମାନଙ୍କର ପିତୃପୁରୁଷମାନଙ୍କୁ ମିସର ଦେଶରୁ, ଲୌହ ଅଗ୍ନିକୁଣ୍ତରୁ, ବାହାର କରି ଆଣିବା ଦିନ ସେମାନଙ୍କୁ ଯାହା ଆଦେଶ କରି କହିଲୁ, Faic an caibideilଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT4 ଆମ୍ଭେ ତୁମ୍ଭମାନଙ୍କର ପିତୃପୁରୁଷମାନଙ୍କୁ ମିସର ଦେଶରୁ, ଲୌହ ଅଗ୍ନିକୁଣ୍ଡରୁ, ବାହାର କରି ଆଣିବା ଦିନ ସେମାନଙ୍କୁ ଯାହା ଆଦେଶ କରି କହିଲୁ, Faic an caibideilପବିତ୍ର ବାଇବଲ4 ଆମ୍ଭେ ତୁମ୍ଭମାନଙ୍କ ପୂର୍ବପୁରୁଷମାନଙ୍କୁ ମିଶରରୁ ଯେତେବେଳେ ଆଣିଲୁ ତାହା ଏକ ଲୌହ ଅଗ୍ନିକୁଣ୍ଡ ସଦୃଶ ନାନା ଦୁଃଖ ଦୁର୍ବିପାକରେ ପୂର୍ଣ୍ଣ ଥିଲା।’ ସେତିକି ବେଳେ ସେମାନଙ୍କୁ ବାହାର କରି ଆଣି ଏହି ଆଦେଶ ଦେଇଥିଲୁ, ‘ତୁମ୍ଭେମାନେ ଆମ୍ଭର ଆଜ୍ଞା ପାଳନ କର। ତାହାହେଲେ ତୁମ୍ଭେମାନେ ଆମ୍ଭର ଲୋକ ହେବ ଓ ଆମ୍ଭେ ତୁମ୍ଭର ପରମେଶ୍ୱର ହେବା।’ Faic an caibideil |
ଦକ୍ଷିଣର ପଶୁଗଣ ବିଷୟକ ଭବିଷ୍ୟତ ବାଣୀ। ଯେଉଁ ସ୍ଥାନରୁ ଯୁବା ଓ ବୃଦ୍ଧ ସିଂହ, କାଳସର୍ପ ଓ ଉଡ୍ଡୀୟମାନ ଅଗ୍ନିମୟ ସର୍ପ ଆସନ୍ତି, ଏପରି ସଙ୍କଟ ଓ ଯନ୍ତ୍ରଣାମୟ ଦେଶ ଦେଇ ଯେଉଁମାନଙ୍କ ଦ୍ୱାରା ସେମାନଙ୍କର ଉପକାର ହେବ ନାହିଁ, ଏପରି ଏକ ଗୋଷ୍ଠୀ ନିକଟକୁ, ସେମାନେ ଯୁବା ଗର୍ଦ୍ଦଭଗଣର ସ୍କନ୍ଧରେ ଆପଣାମାନଙ୍କର ଧନ ଓ ଉଷ୍ଟ୍ରଗଣର କୁବ୍ଜା ଉପରେ ଆପଣାମାନଙ୍କର ସମ୍ପତ୍ତି ବହି ନିଅନ୍ତି।
ପୁଣି, ସେମାନେ ଆପଣାମାନଙ୍କର ପ୍ରତିମାଗଣ ଦ୍ୱାରା କିଅବା ଘୃଣାଯୋଗ୍ୟ ବସ୍ତୁ ଦ୍ୱାରା ଅଥବା ଆପଣାମାନଙ୍କର କୌଣସି ଆଜ୍ଞା-ଲଙ୍ଘନ ଦ୍ୱାରା ଆପଣାମାନଙ୍କୁ ଆଉ ଅଶୁଚି କରିବେ ନାହିଁ; ମାତ୍ର ସେମାନେ ଯେଉଁ ସକଳ ବାସସ୍ଥାନରେ ପାପ କରିଅଛନ୍ତି, ସେମାନଙ୍କର ସେହି ସକଳ ବାସସ୍ଥାନରୁ ଆମ୍ଭେ ସେମାନଙ୍କୁ ଉଦ୍ଧାର କରି ଶୁଚି କରିବା; ତହିଁରେ ସେମାନେ ଆମ୍ଭର ଲୋକ ହେବେ ଓ ଆମ୍ଭେ ସେମାନଙ୍କର ପରମେଶ୍ୱର ହେବା।
ଆଉ, ସେହି ତୃତୀୟାଂଶକୁ ଆମ୍ଭେ ଅଗ୍ନି ମଧ୍ୟଦେଇ ଆଣିବା ଓ ରୂପା ଯେପରି ପରିଷ୍କୃତ ହୁଏ, ତଦ୍ରୂପ ସେମାନଙ୍କୁ ପରିଷ୍କାର କରିବା, ଆଉ ସୁନା ଯେପରି ପରୀକ୍ଷିତ ହୁଏ, ସେପରି ସେମାନଙ୍କୁ ପରୀକ୍ଷା କରିବା। ସେମାନେ ଆମ୍ଭ ନାମରେ ପ୍ରାର୍ଥନା କରିବେ ଓ ଆମ୍ଭେ ସେମାନଙ୍କର ପ୍ରାର୍ଥନା ଶୁଣିବା। ଆମ୍ଭେ କହିବା, ‘ଏମାନେ ଆମ୍ଭର ଲୋକ’ ଆଉ, ସେମାନେ କହିବେ, ‘ସଦାପ୍ରଭୁ ଆମ୍ଭର ପରମେଶ୍ୱର ଅଟନ୍ତି।’”