ଯିରିମୀୟ 12:6 - ଓଡିଆ ବାଇବେଲ6 କାରଣ ତୁମ୍ଭର ଭାଇମାନେ ଓ ପିତୃବଂଶ ତୁମ୍ଭ ପ୍ରତି ବିଶ୍ୱାସଘାତକତା କରିଅଛନ୍ତି; ସେମାନେ ତୁମ୍ଭ ପଛେ ପଛେ ଉଚ୍ଚରେ ଡାକ ପକାଇ ଅଛନ୍ତି; ସେମାନେ ତୁମ୍ଭକୁ ମିଷ୍ଟ କଥା କହିଲେ ହେଁ ସେମାନଙ୍କୁ ବିଶ୍ୱାସ କର ନାହିଁ। Faic an caibideilପବିତ୍ର ବାଇବଲ (Re-edited) - (BSI)6 କାରଣ ତୁମ୍ଭର ଭାଇମାନେ ଓ ପିତୃବଂଶ ତୁମ୍ଭ ପ୍ରତି ବିଶ୍ଵାସଘାତକତା କରିଅଛନ୍ତି; ସେମାନେ ତୁମ୍ଭ ପଛେ ପଛେ ଉଚ୍ଚରେ ଡାକ ପକାଇ ଅଛନ୍ତି; ସେମାନେ ତୁମ୍ଭକୁ ମିଷ୍ଟ କଥା କହିଲେ ହେଁ ସେମାନଙ୍କୁ ବିଶ୍ଵାସ କର ନାହିଁ। Faic an caibideilଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT6 କାରଣ ତୁମ୍ଭର ଭାଇମାନେ ଓ ପିତୃବଂଶ ତୁମ୍ଭ ପ୍ରତି ବିଶ୍ୱାସଘାତକତା କରିଅଛନ୍ତି; ସେମାନେ ତୁମ୍ଭ ପଛେ ପଛେ ଉଚ୍ଚରେ ଡାକ ପକାଇଅଛନ୍ତି; ସେମାନେ ତୁମ୍ଭକୁ ମିଷ୍ଟ କଥା କହିଲେ ହେଁ ସେମାନଙ୍କୁ ବିଶ୍ୱାସ କର ନାହିଁ।” Faic an caibideilପବିତ୍ର ବାଇବଲ6 ଏହି ଲୋକମାନେ ତୁମ୍ଭର ଭ୍ରାତୃଗଣ ଓ ତୁମ୍ଭ ପରିବାରର ଲୋକ ସଦୃଶ। ସେହି ଲୋକ ତୁମ୍ଭ ପ୍ରତି ବିଶ୍ୱାସଘାତକତା କରିଅଛନ୍ତି। ସେମାନେ ତୁମ୍ଭ ପଶ୍ଚାତ୍ଧାବନ କରି ଉଚ୍ଚସ୍ୱରରେ ଡାକ ପକାଇଛନ୍ତି। ସେମାନେ ବନ୍ଧୁଭଳି ତୁମ୍ଭକୁ ମିଠା କଥା କହିଲେ ହେଁ ସେମାନଙ୍କୁ ବିଶ୍ୱାସ କର ନାହିଁ। Faic an caibideil |
କାରଣ ସଦାପ୍ରଭୁ ଆମ୍ଭକୁ ଏହି କଥା କହନ୍ତି, “ଯେପରି ସିଂହ ଓ ଯୁବା ସିଂହ ଆପଣା ଶିକାର ଉପରେ ଗର୍ଜ୍ଜନ କରେ, ଅନେକ ଅନେକ ମେଷପାଳକ ତାହା ବିରୁଦ୍ଧରେ ଡକା ଗଲେ ହେଁ ସେ ସେମାନଙ୍କ ରବରେ ଉଦ୍ବିଗ୍ନ ହୁଏ ନାହିଁ, କିଅବା ସେମାନଙ୍କ କୋଳାହଳରେ ଆପଣାକୁ ଅବନତ କରେ ନାହିଁ, ସେହିପରି ସୈନ୍ୟାଧିପତି ସଦାପ୍ରଭୁ ସିୟୋନ ପର୍ବତରେ ଓ ତହିଁର ଉପପର୍ବତରେ ଯୁଦ୍ଧ କରିବା ପାଇଁ ଓହ୍ଲାଇ ଆସିବେ।