Biblia Todo Logo
Bìoball air-loidhne

- Sanasan -




ଯିରିମୀୟ 13:6 - ଓଡିଆ ବାଇବେଲ

6 ପୁଣି, ଅନେକ ଦିନ ଉତ୍ତାରେ ସଦାପ୍ରଭୁ ମୋତେ କହିଲେ, “ତୁମ୍ଭେ ଉଠି ଫରାତ୍‍ ନଦୀ ନିକଟକୁ ଯାଅ ଓ ଯେଉଁ ପଟୁକା ସେଠାରେ ଲୁଚାଇ ରଖିବା ପାଇଁ ଆମ୍ଭେ ଆଜ୍ଞା କଲୁ, ତାହା ସେଠାରୁ ନିଅ।”

Faic an caibideil Dèan lethbhreac

ପବିତ୍ର ବାଇବଲ (Re-edited) - (BSI)

6 ପୁଣି, ଅନେକ ଦିନ ଉତ୍ତାରେ ସଦାପ୍ରଭୁ ମୋତେ କହିଲେ, ତୁମ୍ଭେ ଉଠି ଫରାତ୍ ନଦୀ ନିକଟକୁ ଯାଅ ଓ ଯେଉଁ ପଟୁକା ସେଠାରେ ଲୁଚାଇ ରଖିବା ପାଇଁ ଆମ୍ଭେ ଆଜ୍ଞା କଲୁ, ତାହା ସେଠାରୁ ନିଅ।

Faic an caibideil Dèan lethbhreac

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

6 ପୁଣି, ଅନେକ ଦିନ ଉତ୍ତାରେ ସଦାପ୍ରଭୁ ମୋତେ କହିଲେ, “ତୁମ୍ଭେ ଉଠି ଫରାତ୍‍ ନଦୀ ନିକଟକୁ ଯାଅ ଓ ଯେଉଁ ପଟୁକା ସେଠାରେ ଲୁଚାଇ ରଖିବା ପାଇଁ ଆମ୍ଭେ ଆଜ୍ଞା କଲୁ, ତାହା ସେଠାରୁ ନିଅ।”

Faic an caibideil Dèan lethbhreac

ପବିତ୍ର ବାଇବଲ

6 ପୁଣି ଅନେକ ଦିନପରେ ସଦାପ୍ରଭୁ ମୋତେ କହିଲେ, “ତୁମ୍ଭେ ଫରାତ୍ ନଦୀ ନିକଟକୁ ଯାଅ ଓ ଯେଉଁ ପଟୁକା ସେଠାରେ ଲୁଗ୍ଭଇ ରଖିବା ପାଇଁ ଆମ୍ଭେ ଆଜ୍ଞା କରିଥିଲୁ, ତାହା ସେଠାରୁ ନିଅ।”

Faic an caibideil Dèan lethbhreac




ଯିରିମୀୟ 13:6
5 Iomraidhean Croise  

ତହିଁରେ ସଦାପ୍ରଭୁଙ୍କ ଆଜ୍ଞାନୁସାରେ ମୁଁ ଯାଇ ଫରାତ୍‍ ନଦୀ ନିକଟରେ ତାହା ଲୁଚାଇ ରଖିଲି।


ତେବେ ମୁଁ ଫରାତ୍‍ ନଦୀ ନିକଟକୁ ଯାଇ ସେହି ପଟୁକା ଲୁଚାଇ ରଖିଥିବା ସ୍ଥାନ ଖୋଳି ତାହା ନେଲି; ଆଉ ଦେଖ, ସେ ପଟୁକା ନଷ୍ଟ ହୋଇଅଛି, ତାହା ଆଉ କୌଣସି କର୍ମର ଯୋଗ୍ୟ ନୁହେଁ।


ସେତେବେଳେ ମୁଁ ଅନାଇଲି, ଆଉ ଦେଖ, କିରୂବମାନଙ୍କର ମସ୍ତକର ଉପରିସ୍ଥ ଶୂନ୍ୟମଣ୍ଡଳରେ ନୀଳକାନ୍ତମଣି ସଦୃଶ ଏକ ସିଂହାସନର ତୁଲ୍ୟ ଆକୃତି ସେମାନଙ୍କ ଉପରେ ଦେଖାଗଲା।


ତାହା ତିମିର ଓ ଅନ୍ଧକାରମୟ ଦିନ, ତାହା ମେଘାଚ୍ଛନ୍ନ ଓ ନିବିଡ଼ ଅନ୍ଧକାରମୟ ଦିନ, ପର୍ବତଗଣର ଉପରେ ଅରୁଣ ତୁଲ୍ୟ ତାହା ବ୍ୟାପ୍ତ ହେଉଅଛି; ମହତୀ ଓ ବଳବତୀ ଏକ ଗୋଷ୍ଠୀ, ତାହାରି ସଦୃଶ ଗୋଷ୍ଠୀ କେବେ ହୋଇ ନାହିଁ, କିଅବା ସେମାନଙ୍କ ଉତ୍ତାରେ ଅନେକ ଅନେକ ପିଢ଼ିର ବର୍ଷ ପର୍ଯ୍ୟନ୍ତ ହେବ ନାହିଁ।


ସେତେବେଳେ ମନୁଷ୍ୟମାନେ ମହା ତାପରେ ଦଗ୍ଧ ହେଲେ, ଆଉ ଯେଉଁ ଈଶ୍ୱରଙ୍କର ଏହି ସମସ୍ତ କ୍ଲେଶ ଉପରେ ଅଧିକାର ଅଛି, ତାହାଙ୍କ ନାମର ନିନ୍ଦା କଲେ, ତାହାଙ୍କୁ ଗୌରବ ଦେବା ନିମନ୍ତେ ମନପରିବର୍ତ୍ତନ କଲେ ନାହିଁ ।


Lean sinn:

Sanasan


Sanasan