ଯିରିମୀୟ 17:11 - ଓଡିଆ ବାଇବେଲ11 ଯେଉଁ ତିତ୍ତିର ପକ୍ଷୀ ଆପଣାର ଅପ୍ରସୂତ ଛୁଆମାନଙ୍କୁ ସଂଗ୍ରହ କରେ, ଅନ୍ୟାୟରେ ଧନ ସଞ୍ଚୟକାରୀ ଲୋକ ତାହାରି ତୁଲ୍ୟ; ତାହାର ପରମାୟୁ ମଧ୍ୟରେ ସେ ଧନ ତାହାକୁ ଛାଡ଼ି ଯିବ ଓ ଆପଣାର ଅନ୍ତିମ କାଳରେ ସେ ମୂଢ଼ ହେବ। Faic an caibideilପବିତ୍ର ବାଇବଲ (Re-edited) - (BSI)11 ଯେଉଁ ତିତ୍ତିର ପକ୍ଷୀ ଆପଣାର ଅପ୍ରସୂତ ଛୁଆମାନଙ୍କୁ ସଂଗ୍ରହ କରେ, ଅନ୍ୟାୟରେ ଧନ ସଞ୍ଚୟକାରୀ ଲୋକ ତାହାରି ତୁଲ୍ୟ; ତାହାର ପରମାୟୁ ମଧ୍ୟରେ ସେ ଧନ ତାହାକୁ ଛାଡ଼ିଯିବ ଓ ଆପଣାର ଅନ୍ତିମ କାଳରେ ସେ ମୂଢ଼ ହେବ। Faic an caibideilଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT11 ଯେଉଁ ତିତ୍ତିର ପକ୍ଷୀ ଆପଣାର ଅପ୍ରସୂତ ଛୁଆମାନଙ୍କୁ ସଂଗ୍ରହ କରେ, ଅନ୍ୟାୟରେ ଧନ ସଞ୍ଚୟକାରୀ ଲୋକ ତାହାରି ତୁଲ୍ୟ; ତାହାର ପରମାୟୁ ମଧ୍ୟରେ ସେ ଧନ ତାହାକୁ ଛାଡ଼ିଯିବ ଓ ଆପଣାର ଅନ୍ତିମ କାଳରେ ସେ ମୂଢ଼ ହେବ। Faic an caibideilପବିତ୍ର ବାଇବଲ11 ଏକା ତିତ୍ତିରି ପକ୍ଷୀ ଯିଏ ଅଣ୍ଡା ଉଷୁମାଏ କିନ୍ତୁ ଅଣ୍ଡାରୁ ଛୁଆ ଫୁଟାଏ ନାହିଁ। ଜଣେ ବ୍ୟକ୍ତି ଯିଏ ଅନ୍ୟାୟରେ ଧନ ସଂଗ୍ରହ କରେ ତାହାରି ତୁଲ୍ୟ ହେବ। ସେ ନିଜ ଜୀବନ କାଳ ଅଧାରେ ଏହିସବୁ ହରାଇବ ଓ ଆପଣା ଅନ୍ତିମ ଜୀବନ କାଳରେ ସେ ନିର୍ବୋଧ ହେବ।” Faic an caibideil |
“ପୁଣି, ଆମ୍ଭେ ବିଚାର କରିବା ପାଇଁ ତୁମ୍ଭମାନଙ୍କ ନିକଟକୁ ଆସିବା ଆଉ, ତାନ୍ତ୍ରିକ ଓ ବ୍ୟଭିଚାରୀ ଓ ମିଥ୍ୟା ଶପଥକାରୀମାନଙ୍କ ବିରୁଦ୍ଧରେ ଓ ଯେଉଁମାନେ ବେତନଜୀବୀର ବେତନ ବିଷୟରେ, ବିଧବା ଓ ପିତୃହୀନ ପ୍ରତି ଅତ୍ୟାଚାର କରନ୍ତି, ଆଉ ବିଦେଶୀର ପ୍ରତି ଅନ୍ୟାୟ କରନ୍ତି ଓ ଆମ୍ଭଙ୍କୁ ଭୟ ନ କରନ୍ତି, ସେମାନଙ୍କ ବିରୁଦ୍ଧରେ ଆମ୍ଭେ ଶୀଘ୍ର ସାକ୍ଷୀ ହେବା,” ଏହା ସୈନ୍ୟାଧିପତି ସଦାପ୍ରଭୁ କହନ୍ତି।