ଯିରିମୀୟ 18:8 - ଓଡିଆ ବାଇବେଲ8 ସେତେବେଳେ ଯେଉଁ ଗୋଷ୍ଠୀ ବିଷୟରେ ଆମ୍ଭେ କହିଅଛୁ, ସେମାନେ ଯଦି ଆପଣା ଆପଣା ଦୁଷ୍କର୍ମରୁ ଫେରନ୍ତି, ତେବେ ସେମାନଙ୍କ ପ୍ରତି ଯେଉଁ ଅମଙ୍ଗଳ ଘଟାଇବାକୁ ଆମ୍ଭେ ମନରେ କଲୁ, ତହିଁରୁ ଆମ୍ଭେ କ୍ଷାନ୍ତ ହେବା। Faic an caibideilପବିତ୍ର ବାଇବଲ (Re-edited) - (BSI)8 ସେତେବେଳେ ଯେଉଁ ଗୋଷ୍ଠୀ ବିଷୟରେ ଆମ୍ଭେ କହିଅଛୁ, ସେମାନେ ଯେବେ ଆପଣା ଆପଣା ଦୁଷ୍କର୍ମରୁ ଫେରନ୍ତି, ତେବେ ସେମାନଙ୍କ ପ୍ରତି ଯେଉଁ ଅମଙ୍ଗଳ ଘଟାଇବାକୁ ଆମ୍ଭେ ମନରେ କଲୁ, ତହିଁରୁ ଆମ୍ଭେ କ୍ଷା; ହେବା। Faic an caibideilଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT8 ସେତେବେଳେ ଯେଉଁ ଗୋଷ୍ଠୀ ବିଷୟରେ ଆମ୍ଭେ କହିଅଛୁ, ସେମାନେ ଯଦି ଆପଣା ଆପଣା ଦୁଷ୍କର୍ମରୁ ଫେରନ୍ତି, ତେବେ ସେମାନଙ୍କ ପ୍ରତି ଯେଉଁ ଅମଙ୍ଗଳ ଘଟାଇବାକୁ ଆମ୍ଭେ ମନରେ କଲୁ, ତହିଁରୁ ଆମ୍ଭେ କ୍ଷାନ୍ତ ହେବା। Faic an caibideilପବିତ୍ର ବାଇବଲ8 ମାତ୍ର ଯଦି ସେହି ଗୋଷ୍ଠୀ ଆପଣା ଆପଣା ଦୁଷ୍କର୍ମରୁ ଫେରନ୍ତି ତେବେ ଆମ୍ଭେ ସେମାନଙ୍କ ପ୍ରତି ଯେଉଁ ଅମଙ୍ଗଳ ଘଟାଇବାକୁ ମନରେ ସ୍ଥିର କରିଥିଲୁ, ସେଥିରୁ ଆମ୍ଭେ କ୍ଷାନ୍ତ ହେବା। Faic an caibideil |
ଯିହୁଦାର ରାଜା ହିଜକୀୟ ଓ ଯିହୁଦାର ଲୋକ ସମସ୍ତେ କ’ଣ ତାହାଙ୍କୁ କୌଣସିମତେ ବଧ କରିଥିଲେ ? ହିଜକୀୟ କ’ଣ ସଦାପ୍ରଭୁଙ୍କୁ ଭୟ କରି ସଦାପ୍ରଭୁଙ୍କର ଅନୁଗ୍ରହ ପ୍ରାର୍ଥନା କଲେ ନାହିଁ ? ତହିଁରେ ସଦାପ୍ରଭୁ ସେମାନଙ୍କ ବିରୁଦ୍ଧରେ ଯେଉଁ ଅମଙ୍ଗଳର କଥା କହିଥିଲେ, ତାହା କରିବାରୁ କ’ଣ କ୍ଷାନ୍ତ ନୋହିଲେ ? ଆମ୍ଭେମାନେ ଆପଣା ଆପଣା ପ୍ରାଣର ପ୍ରତିକୂଳରେ ଭାରୀ ଅମଙ୍ଗଳ କରୁଅଛୁ।
ପୁଣି, ହେ ମନୁଷ୍ୟ-ସନ୍ତାନ, ତୁମ୍ଭେ ଆପଣା ଲୋକଙ୍କ ସନ୍ତାନଗଣକୁ କୁହ, ଧାର୍ମିକର ଧାର୍ମିକତା ତାହାର ଆଜ୍ଞା ଲଘଂନ କରିବା ଦିନ ତାହାକୁ ରକ୍ଷା କରିବ ନାହିଁ ଓ ଯେଉଁ ଦିନ ଦୁଷ୍ଟ ଲୋକ ଆପଣା ଦୁଷ୍ଟତାରୁ ଫେରେ, ସେହି ଦିନ ସେ ଆପଣା ଦୁଷ୍ଟତା ଦ୍ୱାରା ପତିତ ହେବ ନାହିଁ; କିଅବା ଧାର୍ମିକ ଲୋକ ଯେଉଁ ଦିନ ପାପ କରେ, ସେହି ଦିନ ସେ ଆପଣା ଧାର୍ମିକତା ଦ୍ୱାରା ବଞ୍ଚି ପାରିବ ନାହିଁ।