ଯିରିମୀୟ 19:5 - ଓଡିଆ ବାଇବେଲ5 ପୁଣି, ଆପଣା ପୁତ୍ରଗଣକୁ ହୋମବଳି ରୂପେ ବାଲ୍ଦେବ ଉଦ୍ଦେଶ୍ୟରେ ଅଗ୍ନିରେ ଦଗ୍ଧ କରିବା ନିମନ୍ତେ ବାଲ୍ଦେବର ଉଚ୍ଚସ୍ଥଳୀ ନିର୍ମାଣ କରିଅଛନ୍ତି; ତାହା ଆମ୍ଭେ ଆଦେଶ କରି ନାହୁଁ, କି କହି ନାହୁଁ, କିଅବା ଆମ୍ଭ ମନରେ ତାହା ଉଦୟ ହୋଇ ନାହିଁ।’” Faic an caibideilପବିତ୍ର ବାଇବଲ (Re-edited) - (BSI)5 ପୁଣି, ଆପଣା ପୁତ୍ରଗଣକୁ ହୋମବଳି ରୂପେ ବାଲ୍ଦେବ ଉଦ୍ଦେଶ୍ୟରେ ଅଗ୍ନିରେ ଦଗ୍ଧ କରିବା ନିମନ୍ତେ ବାଲ୍ଦେବର ଉଚ୍ଚସ୍ଥଳୀ ନିର୍ମାଣ କରିଅଛନ୍ତି; ତାହା ଆମ୍ଭେ ଆଦେଶ କରି ନାହୁଁ, କି କହି ନାହୁଁ, କିଅବା ଆମ୍ଭ ମନରେ ତାହା ଉଦୟ ହୋଇ ନାହିଁ; Faic an caibideilଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT5 ପୁଣି, ଆପଣା ପୁତ୍ରଗଣକୁ ହୋମବଳି ରୂପେ ବାଲ୍ଦେବ ଉଦ୍ଦେଶ୍ୟରେ ଅଗ୍ନିରେ ଦଗ୍ଧ କରିବା ନିମନ୍ତେ ବାଲ୍ଦେବର ଉଚ୍ଚସ୍ଥଳୀ ନିର୍ମାଣ କରିଅଛନ୍ତି; ତାହା ଆମ୍ଭେ ଆଦେଶ କରି ନାହୁଁ, କି କହି ନାହୁଁ, କିଅବା ଆମ୍ଭ ମନରେ ତାହା ଉଦୟ ହୋଇ ନାହିଁ। Faic an caibideilପବିତ୍ର ବାଇବଲ5 ଯିହୁଦାର ରାଜାଗଣ ବାଲ୍ଦେବ ଉଦ୍ଦେଶ୍ୟରେ ଉଚ୍ଚସ୍ଥଳୀ ନିର୍ମାଣ କରିଛନ୍ତି। ସେମାନେ ନିଜର ସନ୍ତାନଗଣଙ୍କୁ ବାଲ୍ଦେବ ଉଦ୍ଦେଶ୍ୟରେ ହୋମବଳି ରୂପେ ଉତ୍ସର୍ଗ କରିଅଛନ୍ତି। ଆମ୍ଭେ କିନ୍ତୁ ସେମାନଙ୍କୁ ଏହା କହିବାକୁ ଆଦେଶ କରି ନାହୁଁ କି କହି ନାହୁଁ ଓ ଆମ୍ଭ ମନରେ ଏହା ଉଦୟ ହୋଇ ନାହିଁ। Faic an caibideil |
ପୁଣି, ଏହି ଯେଉଁ ଘୃଣାଯୋଗ୍ୟ କାର୍ଯ୍ୟ କରିବା ପାଇଁ ଆମ୍ଭେ ଆଜ୍ଞା କରି ନାହୁଁ, କିଅବା ଯାହା ଆମ୍ଭ ମନରେ ଉଦୟ ହୋଇ ନାହିଁ, ତାହା କରିବା ପାଇଁ, ଅର୍ଥାତ୍, ଯିହୁଦାକୁ ପାପ କରାଇବା ପାଇଁ ମୋଲକ୍ର ଉଦ୍ଦେଶ୍ୟରେ ଆପଣା ଆପଣା ପୁତ୍ର କନ୍ୟାଗଣଙ୍କୁ ଅଗ୍ନି ମଧ୍ୟ ଦେଇ ଗମନ କରାଇବା ପାଇଁ ସେମାନେ ହିନ୍ନୋମ ପୁତ୍ରର ଉପତ୍ୟକାରେ ବାଲ୍ଦେବର ଉଚ୍ଚସ୍ଥଳୀ ନିର୍ମାଣ କରିଅଛନ୍ତି।