ଯିରିମୀୟ 2:14 - ଓଡିଆ ବାଇବେଲ14 ଇସ୍ରାଏଲ କି ଦାସ ? ସେ କି ଗୃହଜାତ ଜନ୍ମରୁ ଦାସ ? ତେବେ ସେ କାହିଁକି ଲୁଟିତ ଦ୍ରବ୍ୟ ହୋଇଅଛି ? Faic an caibideilପବିତ୍ର ବାଇବଲ (Re-edited) - (BSI)14 ଇସ୍ରାଏଲ କି ଦାସ? ସେ କି ଗୃହଜାତ କିଙ୍କର? ସେ କାହିଁକି ଲୁଟଦ୍ରବ୍ୟ ହୋଇଅଛି? Faic an caibideilଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT14 ଇସ୍ରାଏଲ କି ଦାସ? ସେ କି ଗୃହଜାତ ଜନ୍ମରୁ ଦାସ? ତେବେ ସେ କାହିଁକି ଲୁଟିତ ଦ୍ରବ୍ୟ ହୋଇଅଛି? Faic an caibideilପବିତ୍ର ବାଇବଲ14 “ଇସ୍ରାଏଲୀୟମାନେ କ’ଣ କ୍ରୀତଦାସ? ସେମାନେ କ’ଣ ଆଜନ୍ମ କିଙ୍କର? ତେବେ ସେମାନେ କାହିଁକି ଲୁଣ୍ଠିତ ଦ୍ରବ୍ୟ ସ୍ୱରୂପ ହୋଇଅଛନ୍ତି? Faic an caibideil |