ଯିରିମୀୟ 2:23 - ଓଡିଆ ବାଇବେଲ23 ଆମ୍ଭେ ଅଶୁଚି ନୋହୁଁ, ଆମ୍ଭେ ବାଲ୍ଦେବଗଣର ପଶ୍ଚାଦ୍ଗାମୀ ହୋଇ ନାହୁଁ ବୋଲି ତୁମ୍ଭେ କିପରି କହିପାର ? ଉପତ୍ୟକାରେ ତୁମ୍ଭ ଗତାୟାତ ପଥ ଦେଖ, ଯାହା ତୁମ୍ଭେ କରିଅଛ, ତାହା ଜ୍ଞାତ ହୁଅ; ତୁମ୍ଭେ ଆପଣା ପଥରେ ଭ୍ରମଣକାରିଣୀ ଦ୍ରୁତଗାମିନୀ ଉଷ୍ଟ୍ରୀ; Faic an caibideilପବିତ୍ର ବାଇବଲ (Re-edited) - (BSI)23 ଆମ୍ଭେ ଅଶୁଚି ନୋହୁଁ, ଆମ୍ଭେ ବାଲ୍ଦେବଗଣର ପଶ୍ଚାଦ୍ଗାମୀ ହୋଇ ନାହୁଁ ବୋଲି ତୁମ୍ଭେ କିପରି କହିପାର? ଉପତ୍ୟକାରେ ତୁମ୍ଭ ଗତାୟାତ ପଥ ଦେଖ, ଯାହା ତୁମ୍ଭେ କରିଅଛ, ତାହା ଜ୍ଞାତ ହୁଅ; ତୁମ୍ଭେ ଆପଣା ପଥରେ ଭ୍ରମଣକାରିଣୀ ଦ୍ରୁତଗାମିନୀ ଉଷ୍ଟ୍ରୀ; Faic an caibideilଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT23 ‘ଆମ୍ଭେ ଅଶୁଚି ନୋହୁଁ, ଆମ୍ଭେ ବାଲ୍ ଦେବଗଣର ପଶ୍ଚାଦ୍ଗାମୀ ହୋଇ ନାହୁଁ ବୋଲି’ ତୁମ୍ଭେ କିପରି କହିପାର? ଉପତ୍ୟକାରେ ତୁମ୍ଭ ଗତାୟାତ ପଥ ଦେଖ, ଯାହା ତୁମ୍ଭେ କରିଅଛ, ତାହା ଜ୍ଞାତ ହୁଅ; ତୁମ୍ଭେ ଆପଣା ପଥରେ ଭ୍ରମଣକାରିଣୀ ଦ୍ରୁତଗାମିନୀ ଉଷ୍ଟ୍ରୀ; Faic an caibideilପବିତ୍ର ବାଇବଲ23 “ପୁଣି ହେ ଯିହୁଦା, ତୁମ୍ଭେ କିପରି କହିପାରିବ ଯେ, ‘ଆମ୍ଭେ ଅଶୁଚି ହୋଇ ନାହୁଁ ଓ ବାଲ୍ଦେବଗଣର ପଶ୍ଚାଦ୍ଗାମୀ ହୋଇ ନାହୁଁ?’ ଉପତ୍ୟକାରେ ତୁମ୍ଭେ ଯାହାସବୁ କରିଅଛ ଚିନ୍ତାକର। ତୁମ୍ଭେ ଆପଣା ପଥରେ ଭ୍ରମଣକାରିଣୀ ଦ୍ରୁତଗାମିନୀ ଓଟ ସଦୃଶ। Faic an caibideil |