ଯିରିମୀୟ 20:10 - ଓଡିଆ ବାଇବେଲ10 କାରଣ ମୁଁ ଅନେକଙ୍କର ଅପବାଦ ଶୁଣିଅଛି, ଚତୁର୍ଦ୍ଦିଗରେ ଆଶଙ୍କା ଅଛି। ମୋର ଝୁଣ୍ଟିବାର ଅପେକ୍ଷାକାରୀ ଆତ୍ମୀୟ ମିତ୍ର ସମସ୍ତେ କହନ୍ତି, ତୁମ୍ଭେମାନେ ଅଭିଯୋଗ କର, ଆମ୍ଭେମାନେ ହିଁ ତାହାର ଅଭିଯୋଗ କରିବା; କେଜାଣି ସେ ଭୁଲିଯିବ, ତହିଁରେ ଆମ୍ଭେମାନେ ତାହାକୁ ପରାସ୍ତ କରି ତାହାଠାରୁ ପରିଶୋଧ ନେବା। Faic an caibideilପବିତ୍ର ବାଇବଲ (Re-edited) - (BSI)10 କାରଣ ମୁଁ ଅନେକଙ୍କର ଅପବାଦ ଶୁଣିଅଛି, ଚତୁର୍ଦ୍ଦିଗରେ ଆଶଙ୍କା ଅଛି। ମୋର ଝୁଣ୍ଟିବାର ଅପେକ୍ଷାକାରୀ ଆତ୍ମୀୟ ମିତ୍ରସମସ୍ତେ କହନ୍ତି, ତୁମ୍ଭେମାନେ ଅଭିଯୋଗ କର, ଆମ୍ଭେମାନେ ହିଁ ତାହାର ଅଭିଯୋଗ କରିବା; କେଜାଣି ସେ ଭୁଲିଯିବ, ତହିଁରେ ଆମ୍ଭେମାନେ ତାହାକୁ ପରାସ୍ତ କରି ତାହାଠାରୁ ପରିଶୋଧ ନେବା। Faic an caibideilଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT10 କାରଣ ମୁଁ ଅନେକଙ୍କର ଅପବାଦ ଶୁଣିଅଛି, ଚତୁର୍ଦ୍ଦିଗରେ ଆଶଙ୍କା ଅଛି। ମୋର ଝୁଣ୍ଟିବାର ଅପେକ୍ଷାକାରୀ ଆତ୍ମୀୟ ମିତ୍ର ସମସ୍ତେ କହନ୍ତି, “ତୁମ୍ଭେମାନେ ଅଭିଯୋଗ କର, ଆମ୍ଭେମାନେ ହିଁ ତାହାର ଅଭିଯୋଗ କରିବା; କେଜାଣି ସେ ଭୁଲିଯିବ, ତହିଁରେ ଆମ୍ଭେମାନେ ତାହାକୁ ପରାସ୍ତ କରି ତାହାଠାରୁ ପରିଶୋଧ ନେବା।” Faic an caibideilପବିତ୍ର ବାଇବଲ10 ମୁଁ ବହୁବାର ଅପବାଦ ଶୁଣିଅଛି। ମୋର ଚତୁର୍ଦ୍ଦିଗରେ ଆଶଙ୍କା ଅଛି। ଏପରିକି ମୋର ମିତ୍ରମାନେ ମଧ୍ୟ ମୋର ଦୋଷ ଦେଖନ୍ତି ଓ ଲୋକମାନେ ମୋର ତ୍ରୁଟିକୁ ଅପେକ୍ଷା କରନ୍ତି। ସେମାନେ ଅଭିଯୋଗ କରି କହନ୍ତି, “ଆମ୍ଭେମାନେ ଯିରିମିୟଙ୍କ ବିରୁଦ୍ଧରେ ମିଥ୍ୟା ଓ ମନ୍ଦକଥା କହିବା, ତୁମ୍ଭେମାନେ ମଧ୍ୟ ତାହା କହିବ। ତାହାହେଲେ ଆମ୍ଭେମାନେ ତାକୁ ପରାସ୍ତ କରିବା ଓ ତା’ ଉପରେ ପ୍ରତିଶୋଧ ନେଇପାରିବା।” Faic an caibideil |