ଯିରିମୀୟ 21:10 - ଓଡିଆ ବାଇବେଲ10 କାରଣ ସଦାପ୍ରଭୁ କହନ୍ତି, ‘ମଙ୍ଗଳର ନିମନ୍ତେ ନୁହେଁ, ପୁଣି ଅମଙ୍ଗଳର ନିମନ୍ତେ ଏହି ନଗର ପ୍ରତି ଆମ୍ଭେ ଆପଣା ମୁଖ ରଖିଅଛୁ; ତାହା ବାବିଲ ରାଜାର ହସ୍ତଗତ କରାଯିବ ଓ ସେ ଅଗ୍ନିରେ ତାହା ଦଗ୍ଧ କରିବ।’” Faic an caibideilପବିତ୍ର ବାଇବଲ (Re-edited) - (BSI)10 କାରଣ ସଦାପ୍ରଭୁ କହନ୍ତି, ମଙ୍ଗଳର ନିମନ୍ତେ ନୁହେଁ, ପୁଣି ଅମଙ୍ଗଳର ନିମନ୍ତେ ଏହି ନଗର ପ୍ରତି ଆମ୍ଭେ ଆପଣା ମୁଖ ରଖିଅଛୁ; ତାହା ବାବିଲ ରାଜାର ହସ୍ତଗତ କରାଯିବ ଓ ସେ ଅଗ୍ନିରେ ତାହା ଦଗ୍ଧ କରିବ। Faic an caibideilଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT10 କାରଣ ସଦାପ୍ରଭୁ କହନ୍ତି, ମଙ୍ଗଳର ନିମନ୍ତେ ନୁହେଁ, ପୁଣି ଅମଙ୍ଗଳର ନିମନ୍ତେ ଏହି ନଗର ପ୍ରତି ଆମ୍ଭେ ଆପଣା ମୁଖ ରଖିଅଛୁ; ତାହା ବାବିଲ ରାଜାର ହସ୍ତଗତ କରାଯିବ ଓ ସେ ଅଗ୍ନିରେ ତାହା ଦଗ୍ଧ କରିବ। Faic an caibideilପବିତ୍ର ବାଇବଲ10 ପୁଣି ସଦାପ୍ରଭୁ କହନ୍ତି “‘ମଙ୍ଗଳ ପାଇଁ ନୁହେଁ, ଅମଙ୍ଗଳ ଘଟାଇବା ପାଇଁ ଆମ୍ଭେ ସ୍ଥିର କରିଅଛୁ। ଏହି ନଗରକୁ ଆମ୍ଭେ ବାବିଲ ରାଜା ହସ୍ତରେ ଅର୍ପଣ କରିବା ଓ ସେ ଏହାକୁ ଅଗ୍ନିରେ ଦଗ୍ଧ କରିବ।’” Faic an caibideil |
ମାତ୍ର ଆମ୍ଭେ ଆପଣା ଦାସ ଭବିଷ୍ୟଦ୍ବକ୍ତାଗଣକୁ ଯେଉଁ ଯେଉଁ ବାକ୍ୟ ଓ ବିଧି ଆଜ୍ଞା କଲୁ, ସେହିସବୁ କି ତୁମ୍ଭମାନଙ୍କ ପୂର୍ବପୁରୁଷଗଣକୁ ସ୍ପର୍ଶ କଲା ନାହିଁ ? ତେବେ ସେମାନେ ଫେରି କହିଲେ, “ସୈନ୍ୟାଧିପତି ସଦାପ୍ରଭୁ ଆମ୍ଭମାନଙ୍କ ଆଚରଣ ଓ କ୍ରିୟାନୁସାରେ ଆମ୍ଭମାନଙ୍କ ପ୍ରତି ଯେରୂପ କରିବେ ବୋଲି ମନସ୍ଥ କଲେ, ସେହିପରି ବ୍ୟବହାର ଆମ୍ଭମାନଙ୍କ ପ୍ରତି ସେ କରିଅଛନ୍ତି।”