ଯିରିମୀୟ 21:2 - ଓଡିଆ ବାଇବେଲ2 “ଯଥା, ବିନୟ କରୁଅଛୁ, ତୁମ୍ଭେ ଆମ୍ଭମାନଙ୍କ ପକ୍ଷରୁ ସଦାପ୍ରଭୁଙ୍କୁ ପଚାର; କାରଣ ବାବିଲର ରାଜା ନବୂଖଦ୍ନିତ୍ସର ଆମ୍ଭମାନଙ୍କ ବିରୁଦ୍ଧରେ ଯୁଦ୍ଧ କରୁଅଛି; କେଜାଣି ସଦାପ୍ରଭୁ ଆପଣାର ସକଳ ଆଶ୍ଚର୍ଯ୍ୟ କ୍ରିୟାନୁସାରେ ଆମ୍ଭମାନଙ୍କ ପ୍ରତି ବ୍ୟବହାର କରିବେ, ତାହାହେଲେ ସେ ଆମ୍ଭମାନଙ୍କ ନିକଟରୁ ଉଠି ପ୍ରସ୍ଥାନ କରିବ,” ସେସମୟରେ ଯିରିମୀୟଙ୍କ ନିକଟରେ ସଦାପ୍ରଭୁଙ୍କଠାରୁ ଏହି ବାକ୍ୟ ଉପସ୍ଥିତ ହେଲା। Faic an caibideilପବିତ୍ର ବାଇବଲ (Re-edited) - (BSI)2 ଯଥା, ବିନୟ କରୁଅଛୁ, ତୁମ୍ଭେ ଆମ୍ଭମାନଙ୍କ ପକ୍ଷରୁ ସଦାପ୍ରଭୁଙ୍କୁ ପଚାର; କାରଣ ବାବିଲର ରାଜା ନବୂଖଦ୍ନିତ୍ସର ଆମ୍ଭମାନଙ୍କ ବିରୁଦ୍ଧରେ ଯୁଦ୍ଧ କରୁଅଛି; କେଜାଣି ସଦାପ୍ରଭୁ ଆପଣାର ସକଳ ଆଶ୍ଚର୍ଯ୍ୟ କ୍ରିୟାନୁସାରେ ଆମ୍ଭମାନଙ୍କ ପ୍ରତି ବ୍ୟବହାର କରିବେ, ତାହାହେଲେ ସେ ଆମ୍ଭମାନଙ୍କ ନିକଟରୁ ଉଠି ପ୍ରସ୍ଥାନ କରିବ, ସେସମୟରେ ଯିରିମୀୟଙ୍କ ନିକଟରେ ସଦାପ୍ରଭୁଙ୍କଠାରୁ ଏହି ବାକ୍ୟ ଉପସ୍ଥିତ ହେଲା। Faic an caibideilଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT2 “ଯଥା, ବିନୟ କରୁଅଛୁ, ତୁମ୍ଭେ ଆମ୍ଭମାନଙ୍କ ପକ୍ଷରୁ ସଦାପ୍ରଭୁଙ୍କୁ ପଚାର; କାରଣ ବାବିଲର ରାଜା ନବୂଖଦ୍ନିତ୍ସର ଆମ୍ଭମାନଙ୍କ ବିରୁଦ୍ଧରେ ଯୁଦ୍ଧ କରୁଅଛି; କେଜାଣି ସଦାପ୍ରଭୁ ଆପଣାର ସକଳ ଆଶ୍ଚର୍ଯ୍ୟ କ୍ରିୟାନୁସାରେ ଆମ୍ଭମାନଙ୍କ ପ୍ରତି ବ୍ୟବହାର କରିବେ, ତାହାହେଲେ ସେ ଆମ୍ଭମାନଙ୍କ ନିକଟରୁ ଉଠି ପ୍ରସ୍ଥାନ କରିବ,” ସେସମୟରେ ଯିରିମୀୟଙ୍କ ନିକଟରେ ସଦାପ୍ରଭୁଙ୍କଠାରୁ ଏହି ବାକ୍ୟ ଉପସ୍ଥିତ ହେଲା। Faic an caibideilପବିତ୍ର ବାଇବଲ2 ପଶ୍ହୂର ଓ ସିଫନିୟ ଯିରିମିୟଙ୍କୁ କହିଲେ, “ତୁମ୍ଭେ ଆମ୍ଭମାନଙ୍କ ପାଇଁ ସଦାପ୍ରଭୁଙ୍କୁ ପ୍ରାର୍ଥନା କର, କାରଣ ବାବିଲର ରାଜା ନବୂଖଦ୍ନିତ୍ସର ଆମ୍ଭମାନଙ୍କ ବିରୁଦ୍ଧରେ ଯୁଦ୍ଧ କରୁଅଛି। ସଦାପ୍ରଭୁ ଆମ୍ଭମାନଙ୍କ ସପକ୍ଷରେ ସମସ୍ତ ଆଶ୍ଚର୍ଯ୍ୟ କ୍ରିୟା କରି ପାରନ୍ତି, ଯେପରି ସେ ଅତୀତରେ କରିଥିଲେ। ଆଉ ମଧ୍ୟ ସଦାପ୍ରଭୁ ତାଙ୍କୁ ଆକ୍ରମଣରୁ ବିରତ କରାଇବେ ଓ ସେ ପ୍ରସ୍ଥାନ କରିବ।” Faic an caibideil |
ତହିଁରେ ଶାମୁୟେଲ ଶାଉଲଙ୍କୁ କହିଲେ, ତୁମ୍ଭେ ମୋତେ ଉଠାଇ ଆଣି କାହିଁକି ବ୍ୟସ୍ତ କଲ ? ତହୁଁ ଶାଉଲ ଉତ୍ତର ଦେଲେ, ମୁଁ ଅତ୍ୟନ୍ତ ବିପଦଗ୍ରସ୍ତ ହୋଇଅଛି; କାରଣ ପଲେଷ୍ଟୀୟମାନେ ମୋ’ ସଙ୍ଗେ ଯୁଦ୍ଧ କରୁଅଛନ୍ତି ଓ ପରମେଶ୍ୱର ମୋତେ ତ୍ୟାଗ କରିଅଛନ୍ତି, ପୁଣି, ମୋତେ ଆଉ ଉତ୍ତର ଦେଉ ନାହାନ୍ତି, ନା ଭବିଷ୍ୟଦ୍ବକ୍ତାମାନଙ୍କ ହାତରେ, ନା ସ୍ୱପ୍ନରେ (ଉତ୍ତର ଦେଉ ନାହାନ୍ତି); ଏଥିପାଇଁ ମୁଁ କଅଣ କରିବି, ଏହା ମୋତେ ଜଣାଇବା ପାଇଁ ମୁଁ ତୁମ୍ଭକୁ ଡକାଇଲି।