ଯିରିମୀୟ 21:6 - ଓଡିଆ ବାଇବେଲ6 ଆଉ, ଆମ୍ଭେ ଏହି ନଗରବାସୀ ମନୁଷ୍ୟ ଓ ପଶୁ ସମସ୍ତଙ୍କୁ ସଂହାର କରିବା; ସେମାନେ ମହାମାରୀରେ ମରିବେ।’ Faic an caibideilପବିତ୍ର ବାଇବଲ (Re-edited) - (BSI)6 ଆଉ, ଆମ୍ଭେ ଏହି ନଗରବାସୀ ମନୁଷ୍ୟ ଓ ପଶୁ ସମସ୍ତଙ୍କୁ ସଂହାର କରିବା; ସେମାନେ ମହାମାରୀରେ ମରିବେ। Faic an caibideilଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT6 ଆଉ, ଆମ୍ଭେ ଏହି ନଗରବାସୀ ମନୁଷ୍ୟ ଓ ପଶୁ ସମସ୍ତଙ୍କୁ ସଂହାର କରିବା; ସେମାନେ ମହାମାରୀରେ ମରିବେ। Faic an caibideilପବିତ୍ର ବାଇବଲ6 ଆଉ ଆମ୍ଭେ ଏହି ନଗରବାସୀ ମନୁଷ୍ୟ ଓ ପଶୁ ସମସ୍ତଙ୍କୁ ସଂହାର କରିବା ଓ ସେମାନେ ମହାମାରୀରେ ମରିବେ। Faic an caibideil |
କାରଣ ସଦାପ୍ରଭୁ ଏହି କଥା କହନ୍ତି, “ଦେଖ, ଆମ୍ଭେ ତୁମ୍ଭକୁ, ତୁମ୍ଭ ପ୍ରତି ଓ ତୁମ୍ଭର ସମସ୍ତ ବନ୍ଧୁ ପ୍ରତି ଆଶଙ୍କାଜନକ କରିବା; ପୁଣି, ସେମାନେ ଆପଣାମାନଙ୍କ ଶତ୍ରୁଗଣର ଖଡ୍ଗ ଦ୍ୱାରା ହତ ହେବେ ଓ ତୁମ୍ଭର ଚକ୍ଷୁ ତାହା ଦେଖିବ; ଆଉ, ଆମ୍ଭେ ସମୁଦାୟ ଯିହୁଦାକୁ ବାବିଲର ରାଜା ହସ୍ତରେ ସମର୍ପଣ କରିବା, ତହିଁରେ ସେ ସେମାନଙ୍କୁ ବନ୍ଦୀ କରି ବାବିଲକୁ ଘେନିଯାଇ ଖଡ୍ଗରେ ବଧ କରିବ।
ଏହେତୁ ସଦାପ୍ରଭୁ ଏହି କଥା କହନ୍ତି, “ତୁମ୍ଭେମାନେ ପ୍ରତ୍ୟେକେ ଆପଣା ଆପଣା ପ୍ରତିବାସୀ ପ୍ରତି ମୁକ୍ତି ଘୋଷଣା କରିବା ପାଇଁ ଆମ୍ଭ ବାକ୍ୟରେ ମନୋଯୋଗ କରି ନାହଁ; ଏଣୁ ସଦାପ୍ରଭୁ କହନ୍ତି, ‘ଦେଖ, ଆମ୍ଭେ ତୁମ୍ଭମାନଙ୍କ ବିରୁଦ୍ଧରେ ଖଡ୍ଗ ପ୍ରତି, ମହାମାରୀ ପ୍ରତି ଓ ଦୁର୍ଭିକ୍ଷ ପ୍ରତି ମୁକ୍ତି ଘୋଷଣା କରୁଅଛୁ; ଆଉ, ଆମ୍ଭେ ପୃଥିବୀର ସମସ୍ତ ରାଜ୍ୟରେ ଏଣେତେଣେ ବିକ୍ଷିପ୍ତ ହେବା ପାଇଁ ତୁମ୍ଭମାନଙ୍କୁ ସମର୍ପଣ କରିବା।