ଯିରିମୀୟ 22:10 - ଓଡିଆ ବାଇବେଲ10 ତୁମ୍ଭେମାନେ ମୃତ ଲୋକ ସକାଶେ ରୋଦନ କର ନାହିଁ, କିଅବା ତାହା ସକାଶେ ବିଳାପ କର ନାହିଁ; ମାତ୍ର ପ୍ରସ୍ଥାନ କରିବା ଲୋକ ନିମନ୍ତେ ଅତିଶୟ କ୍ରନ୍ଦନ କର; କାରଣ ସେ ଆଉ ଫେରି ଆସିବ ନାହିଁ, କିଅବା ଆପଣା ଜନ୍ମଦେଶ ଆଉ ଦେଖିବ ନାହିଁ। Faic an caibideilପବିତ୍ର ବାଇବଲ (Re-edited) - (BSI)10 ତୁମ୍ଭେମାନେ ମୃତ ଲୋକ ସକାଶେ ରୋଦନ କର ନାହିଁ, କିଅବା ତାହା ସକାଶେ ବିଳାପ କର ନାହିଁ; ମାତ୍ର ପ୍ରସ୍ଥାନ କରିବା ଲୋକ ନିମନ୍ତେ ଅତିଶୟ କ୍ରନ୍ଦନ କର; କାରଣ ସେ ଆଉ ଫେରି ଆସିବ ନାହିଁ, କିଅବା ଆପଣା ଜନ୍ମଦେଶ ଆଉ ଦେଖିବ ନାହିଁ। Faic an caibideilଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT10 ତୁମ୍ଭେମାନେ ମୃତ ଲୋକ ସକାଶେ ରୋଦନ କର ନାହିଁ, କିଅବା ତାହା ସକାଶେ ବିଳାପ କର ନାହିଁ; ମାତ୍ର ପ୍ରସ୍ଥାନ କରିବା ଲୋକ ନିମନ୍ତେ ଅତିଶୟ କ୍ରନ୍ଦନ କର; କାରଣ ସେ ଆଉ ଫେରି ଆସିବ ନାହିଁ, କିଅବା ଆପଣା ଜନ୍ମ ଦେଶ ଆଉ ଦେଖିବ ନାହିଁ। Faic an caibideilପବିତ୍ର ବାଇବଲ10 ତୁମ୍ଭେମାନେ ମୃତ ରାଜାଙ୍କ ସକାଶେ ରୋଦନ କର ନାହିଁ। କିଅବା ତାହା ପାଇଁ ବିଳାପ କର ନାହିଁ। ମାତ୍ର ପ୍ରସ୍ଥାନ କରିବା ରାଜା ନିମନ୍ତେ ଅତିଶୟ କ୍ରନ୍ଦନ କର। କାରଣ ସେ ଆଉ ଫେରିବ ନାହିଁ କି ଆପଣା ଜନ୍ମଭୂମି ଆଉ ଦେଖିବ ନାହିଁ। Faic an caibideil |
କାରଣ ସୈନ୍ୟାଧିପତି ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର ଏହି କଥା କହନ୍ତି, ‘ଯିରୂଶାଲମ ନିବାସୀମାନଙ୍କ ଉପରେ ଯେପରି ଆମ୍ଭର କ୍ରୋଧ ଓ ପ୍ରଚଣ୍ଡ କୋପ ଢଳା ଯାଇଅଛି, ସେପରି ତୁମ୍ଭେମାନେ ଯେତେବେଳେ ମିସରରେ ପ୍ରବେଶ କରିବ, ସେତେବେଳେ ତୁମ୍ଭମାନଙ୍କ ଉପରେ ଆମ୍ଭର ପ୍ରଚଣ୍ଡ କୋପ ଢଳାଯିବ; ପୁଣି, ତୁମ୍ଭେମାନେ ଅଭିଶାପ, ବିସ୍ମୟ, ଶ୍ରାପ ଓ ନିନ୍ଦାର ପାତ୍ର ହେବ ଓ ତୁମ୍ଭେମାନେ ଏହି ସ୍ଥାନ ଆଉ ଦେଖିବ ନାହିଁ।’