ଯିରିମୀୟ 22:12 - ଓଡିଆ ବାଇବେଲ12 “ସେ ଏହି ସ୍ଥାନକୁ ଆଉ ଫେରି ଆସିବ ନାହିଁ; ମାତ୍ର ସେ ଯେଉଁ ସ୍ଥାନକୁ ବନ୍ଦୀତ୍ୱ ଅବସ୍ଥାରେ ନୀତ ହୋଇଅଛି, ସେହି ସ୍ଥାନରେ ମରିବ ଓ ସେ ଏହି ଦେଶ ଆଉ ଦେଖିବ ନାହିଁ।” Faic an caibideilପବିତ୍ର ବାଇବଲ (Re-edited) - (BSI)12 ସେ ଏହି ସ୍ଥାନକୁ ଆଉ ଫେରି ଆସିବ ନାହିଁ; ମାତ୍ର ସେ ଯେଉଁ ସ୍ଥାନକୁ ବନ୍ଦୀତ୍ଵ ଅବସ୍ଥାରେ ନୀତ ହୋଇଅଛି, ସେହି ସ୍ଥାନରେ ମରିବ ଓ ସେ ଏହି ଦେଶ ଆଉ ଦେଖିବ ନାହିଁ। Faic an caibideilଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT12 “ସେ ଏହି ସ୍ଥାନକୁ ଆଉ ଫେରି ଆସିବ ନାହିଁ; ମାତ୍ର ସେ ଯେଉଁ ସ୍ଥାନକୁ ବନ୍ଦୀତ୍ୱ ଅବସ୍ଥାରେ ନୀତ ହୋଇଅଛି, ସେହି ସ୍ଥାନରେ ମରିବ ଓ ସେ ଏହି ଦେଶ ଆଉ ଦେଖିବ ନାହିଁ।” Faic an caibideilପବିତ୍ର ବାଇବଲ12 ଯିହୋୟାସ୍ (ଶଲ୍ଲମ୍) ବନ୍ଦୀତ୍ୱ ଅବସ୍ଥାରେ ଯେଉଁ ସ୍ଥାନକୁ ନୀତ ହୋଇଛି ସେ ସେହି ସ୍ଥାନରେ ମରିବ। ସେ ଆଉ ଏହି ଦେଶ ଦେଖି ପାରିବ ନାହିଁ।” Faic an caibideil |
କାରଣ ସୈନ୍ୟାଧିପତି ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର ଏହି କଥା କହନ୍ତି, ‘ଯିରୂଶାଲମ ନିବାସୀମାନଙ୍କ ଉପରେ ଯେପରି ଆମ୍ଭର କ୍ରୋଧ ଓ ପ୍ରଚଣ୍ଡ କୋପ ଢଳା ଯାଇଅଛି, ସେପରି ତୁମ୍ଭେମାନେ ଯେତେବେଳେ ମିସରରେ ପ୍ରବେଶ କରିବ, ସେତେବେଳେ ତୁମ୍ଭମାନଙ୍କ ଉପରେ ଆମ୍ଭର ପ୍ରଚଣ୍ଡ କୋପ ଢଳାଯିବ; ପୁଣି, ତୁମ୍ଭେମାନେ ଅଭିଶାପ, ବିସ୍ମୟ, ଶ୍ରାପ ଓ ନିନ୍ଦାର ପାତ୍ର ହେବ ଓ ତୁମ୍ଭେମାନେ ଏହି ସ୍ଥାନ ଆଉ ଦେଖିବ ନାହିଁ।’