ଯିରିମୀୟ 24:9 - ଓଡିଆ ବାଇବେଲ9 ଆମ୍ଭେ ସେମାନଙ୍କର ଅମଙ୍ଗଳ ନିମନ୍ତେ ପୃଥିବୀର ସକଳ ରାଜ୍ୟ ମଧ୍ୟରେ ସେମାନଙ୍କୁ ଏଣେତେଣେ ନିକ୍ଷିପ୍ତ ହେବା ପାଇଁ, ପୁଣି ଯେସବୁ ସ୍ଥାନରେ ଆମ୍ଭେ ସେମାନଙ୍କୁ ତଡ଼ି ଦେବା, ସେହିସବୁ ସ୍ଥାନରେ ଦୁର୍ନାମ, ପ୍ରବାଦ, ଉପହାସ ଓ ଅଭିଶାପର ପାତ୍ର ହେବା ପାଇଁ ଆମ୍ଭେ ସେମାନଙ୍କୁ ସମର୍ପି ଦେବା। Faic an caibideilପବିତ୍ର ବାଇବଲ (Re-edited) - (BSI)9 ଆମ୍ଭେ ସେମାନଙ୍କର ଅମଙ୍ଗଳ ନିମନ୍ତେ ପୃଥିବୀର ସକଳ ରାଜ୍ୟ ମଧ୍ୟରେ ସେମାନଙ୍କୁ ଏଣେତେଣେ ନିକ୍ଷିପ୍ତ ହେବା ପାଇଁ, ପୁଣି ଯେସବୁ ସ୍ଥାନରେ ଆମ୍ଭେ ସେମାନଙ୍କୁ ତଡ଼ି ଦେବା, ସେହିସବୁ ସ୍ଥାନରେ ଦୁର୍ନାମ, ପ୍ରବାଦ ଓ ଉପହାସ ଓ ଅଭିଶାପର ପାତ୍ର ହେବା ପାଇଁ ଆମ୍ଭେ ସେମାନଙ୍କୁ ସମର୍ପି ଦେବା। Faic an caibideilଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT9 ଆମ୍ଭେ ସେମାନଙ୍କର ଅମଙ୍ଗଳ ନିମନ୍ତେ ପୃଥିବୀର ସକଳ ରାଜ୍ୟ ମଧ୍ୟରେ ସେମାନଙ୍କୁ ଏଣେତେଣେ ନିକ୍ଷିପ୍ତ ହେବା ପାଇଁ, ପୁଣି ଯେସବୁ ସ୍ଥାନରେ ଆମ୍ଭେ ସେମାନଙ୍କୁ ତଡ଼ିଦେବା, ସେହି ସବୁ ସ୍ଥାନରେ ଦୁର୍ନାମ, ପ୍ରବାଦ, ଉପହାସ ଓ ଅଭିଶାପର ପାତ୍ର ହେବା ପାଇଁ ଆମ୍ଭେ ସେମାନଙ୍କୁ ସମର୍ପି ଦେବା। Faic an caibideilପବିତ୍ର ବାଇବଲ9 ମୁଁ ସେମାନଙ୍କ ଉପରେ ଏମିତି ବିପର୍ଯ୍ୟୟ ଆଣିବି ଯେ ପୃଥିବୀର ସମସ୍ତ ରାଜ୍ୟ ଆତଙ୍କିତ ହେବେ। ସମସ୍ତେ ସେମାନଙ୍କୁ ଦୁର୍ନାମ ଓ ଉପହାସ କରିବେ। ଆମ୍ଭେ ଯେଉଁ ସ୍ଥାନରେ ସେମାନଙ୍କୁ ବିକ୍ଷିପ୍ତ କରିବା, ସେହି ସ୍ଥାନର ଲୋକମାନେ ସେମାନଙ୍କୁ ଅଭିଶାପ ଦେବେ। Faic an caibideil |
ଏହେତୁ ସଦାପ୍ରଭୁ ଏହି କଥା କହନ୍ତି, “ତୁମ୍ଭେମାନେ ପ୍ରତ୍ୟେକେ ଆପଣା ଆପଣା ପ୍ରତିବାସୀ ପ୍ରତି ମୁକ୍ତି ଘୋଷଣା କରିବା ପାଇଁ ଆମ୍ଭ ବାକ୍ୟରେ ମନୋଯୋଗ କରି ନାହଁ; ଏଣୁ ସଦାପ୍ରଭୁ କହନ୍ତି, ‘ଦେଖ, ଆମ୍ଭେ ତୁମ୍ଭମାନଙ୍କ ବିରୁଦ୍ଧରେ ଖଡ୍ଗ ପ୍ରତି, ମହାମାରୀ ପ୍ରତି ଓ ଦୁର୍ଭିକ୍ଷ ପ୍ରତି ମୁକ୍ତି ଘୋଷଣା କରୁଅଛୁ; ଆଉ, ଆମ୍ଭେ ପୃଥିବୀର ସମସ୍ତ ରାଜ୍ୟରେ ଏଣେତେଣେ ବିକ୍ଷିପ୍ତ ହେବା ପାଇଁ ତୁମ୍ଭମାନଙ୍କୁ ସମର୍ପଣ କରିବା।
କାରଣ ସୈନ୍ୟାଧିପତି ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର ଏହି କଥା କହନ୍ତି, ‘ଯିରୂଶାଲମ ନିବାସୀମାନଙ୍କ ଉପରେ ଯେପରି ଆମ୍ଭର କ୍ରୋଧ ଓ ପ୍ରଚଣ୍ଡ କୋପ ଢଳା ଯାଇଅଛି, ସେପରି ତୁମ୍ଭେମାନେ ଯେତେବେଳେ ମିସରରେ ପ୍ରବେଶ କରିବ, ସେତେବେଳେ ତୁମ୍ଭମାନଙ୍କ ଉପରେ ଆମ୍ଭର ପ୍ରଚଣ୍ଡ କୋପ ଢଳାଯିବ; ପୁଣି, ତୁମ୍ଭେମାନେ ଅଭିଶାପ, ବିସ୍ମୟ, ଶ୍ରାପ ଓ ନିନ୍ଦାର ପାତ୍ର ହେବ ଓ ତୁମ୍ଭେମାନେ ଏହି ସ୍ଥାନ ଆଉ ଦେଖିବ ନାହିଁ।’