ଯିରିମୀୟ 26:13 - ଓଡିଆ ବାଇବେଲ13 ଏହେତୁ ଏବେ ତୁମ୍ଭେମାନେ ଆପଣା ଆପଣା ଆଚରଣ ଓ କ୍ରିୟା ଶୁଧୁରାଅ, ଆଉ ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱରଙ୍କର ବାକ୍ୟ ମାନ; ତହିଁରେ ସଦାପ୍ରଭୁ ତୁମ୍ଭମାନଙ୍କ ବିରୁଦ୍ଧରେ ଯେଉଁ ଅମଙ୍ଗଳର କଥା କହିଅଛନ୍ତି, ତାହା କରିବାରୁ କ୍ଷାନ୍ତ ହେବେ। Faic an caibideilପବିତ୍ର ବାଇବଲ (Re-edited) - (BSI)13 ଏହେତୁ ଏବେ ତୁମ୍ଭେମାନେ ଆପଣା ଆପଣା ଆଚରଣ ଓ କ୍ରିୟା ଶୁଧୁରାଅ, ଆଉ ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ଵରଙ୍କର ବାକ୍ୟ ମାନ; ତହିଁରେ ସଦାପ୍ରଭୁ ତୁମ୍ଭମାନଙ୍କ ବିରୁଦ୍ଧରେ ଯେଉଁ ଅମଙ୍ଗଳର କଥା କହିଅଛନ୍ତି, ତାହା କରିବାରୁ କ୍ଷା; ହେବେ। Faic an caibideilଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT13 ଏହେତୁ ଏବେ ତୁମ୍ଭେମାନେ ଆପଣା ଆପଣା ଆଚରଣ ଓ କ୍ରିୟା ଶୁଧୁରାଅ, ଆଉ ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱରଙ୍କର ବାକ୍ୟ ମାନ; ତହିଁରେ ସଦାପ୍ରଭୁ ତୁମ୍ଭମାନଙ୍କ ବିରୁଦ୍ଧରେ ଯେଉଁ ଅମଙ୍ଗଳର କଥା କହିଅଛନ୍ତି, ତାହା କରିବାରୁ କ୍ଷାନ୍ତ ହେବେ। Faic an caibideilପବିତ୍ର ବାଇବଲ13 ତେଣୁ ତୁମ୍ଭେମାନେ ନିଜ ନିଜ ଆଚରଣ ଓ କ୍ରିୟା ବଦଳାଅ। ଆଉ ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ୱରଙ୍କର ଆଜ୍ଞା ପାଳନ କର। ତାହାହେଲେ ସଦାପ୍ରଭୁ ତୁମ୍ଭମାନଙ୍କ ବିରୁଦ୍ଧରେ ଯେଉଁ ଅମଙ୍ଗଳର କଥା କହିଛନ୍ତି, ତାହା କରିବାରୁ ସେ ନିବୃତ୍ତ ହେବେ। Faic an caibideil |
ଯିହୁଦାର ରାଜା ହିଜକୀୟ ଓ ଯିହୁଦାର ଲୋକ ସମସ୍ତେ କ’ଣ ତାହାଙ୍କୁ କୌଣସିମତେ ବଧ କରିଥିଲେ ? ହିଜକୀୟ କ’ଣ ସଦାପ୍ରଭୁଙ୍କୁ ଭୟ କରି ସଦାପ୍ରଭୁଙ୍କର ଅନୁଗ୍ରହ ପ୍ରାର୍ଥନା କଲେ ନାହିଁ ? ତହିଁରେ ସଦାପ୍ରଭୁ ସେମାନଙ୍କ ବିରୁଦ୍ଧରେ ଯେଉଁ ଅମଙ୍ଗଳର କଥା କହିଥିଲେ, ତାହା କରିବାରୁ କ’ଣ କ୍ଷାନ୍ତ ନୋହିଲେ ? ଆମ୍ଭେମାନେ ଆପଣା ଆପଣା ପ୍ରାଣର ପ୍ରତିକୂଳରେ ଭାରୀ ଅମଙ୍ଗଳ କରୁଅଛୁ।
ମଧ୍ୟ ଆମ୍ଭେ ଆପଣାର ସମସ୍ତ ଦାସ ଭବିଷ୍ୟଦ୍ବକ୍ତାଗଣଙ୍କୁ ତୁମ୍ଭମାନଙ୍କ ନିକଟକୁ ପଠାଇଅଛୁ, ପ୍ରଭାତରେ ଉଠି ସେମାନଙ୍କୁ ପଠାଇ ତୁମ୍ଭମାନଙ୍କୁ କହିଅଛୁ, ତୁମ୍ଭେମାନେ ପ୍ରତ୍ୟେକେ ଏବେ ଆପଣା ଆପଣା କୁପଥରୁ ଫେର, ଆପଣମାନଙ୍କର ଆଚରଣ ସୁଧରାଅ ଓ ଅନ୍ୟ ଦେବଗଣର ସେବା କରିବା ନିମନ୍ତେ ସେମାନଙ୍କର ପଶ୍ଚାଦ୍ଗାମୀ ହୁଅ ନାହିଁ, ତହିଁରେ ତୁମ୍ଭମାନଙ୍କୁ ଓ ତୁମ୍ଭମାନଙ୍କର ପିତୃପୁରୁଷମାନଙ୍କୁ ଆମ୍ଭର ଦତ୍ତ ଦେଶରେ ତୁମ୍ଭେମାନେ ବାସ କରିବ; ମାତ୍ର ତୁମ୍ଭେମାନେ କର୍ଣ୍ଣପାତ କରି ନାହଁ, କିଅବା ଆମ୍ଭ ବାକ୍ୟରେ ମନୋଯୋଗ କରି ନାହଁ।