ଯିରିମୀୟ 26:3 - ଓଡିଆ ବାଇବେଲ3 ହୋଇପାରେ, ସେମାନେ ମନୋଯୋଗ କରି ପ୍ରତ୍ୟେକେ ଆପଣା ଆପଣା କୁପଥରୁ ଫେରିବେ; ତାହାହେଲେ ସେମାନଙ୍କ ଆଚରଣର ଦୁଷ୍ଟତା ହେତୁ ଆମ୍ଭେ ସେମାନଙ୍କ ପ୍ରତି ଯେଉଁ ଅମଙ୍ଗଳ ଘଟାଇବାକୁ ମନସ୍ଥ କରିଅଛୁ, ତହିଁରୁ ନିବୃତ୍ତ ହେବା।’” Faic an caibideilପବିତ୍ର ବାଇବଲ (Re-edited) - (BSI)3 ହୋଇପାରେ, ସେମାନେ ମନୋଯୋଗ କରି ପ୍ରତ୍ୟେକେ ଆପଣା ଆପଣା କୁପଥରୁ ଫେରିବେ; ତାହାହେଲେ ସେମାନଙ୍କ ଆଚରଣର ଦୁଷ୍ଟତା ହେତୁ ଆମ୍ଭେ ସେମାନଙ୍କ ପ୍ରତି ଯେଉଁ ଅମଙ୍ଗଳ ଘଟାଇବାକୁ ମନସ୍ଥ କରିଅଛୁ, ତହିଁରୁ ନିବୃତ୍ତ ହେବା। Faic an caibideilଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT3 ହୋଇପାରେ, ସେମାନେ ମନୋଯୋଗ କରି ପ୍ରତ୍ୟେକେ ଆପଣା ଆପଣା କୁପଥରୁ ଫେରିବେ; ତାହାହେଲେ ସେମାନଙ୍କ ଆଚରଣର ଦୁଷ୍ଟତା ହେତୁ ଆମ୍ଭେ ସେମାନଙ୍କ ପ୍ରତି ଯେଉଁ ଅମଙ୍ଗଳ ଘଟାଇବାକୁ ମନସ୍ଥ କରିଅଛୁ, ତହିଁରୁ ନିବୃତ୍ତ ହେବା। Faic an caibideilପବିତ୍ର ବାଇବଲ3 ସେମାନେ ହୁଏତ ଆମ୍ଭର କଥାପ୍ରତି ଧ୍ୟାନ ଦେବେ ଓ ଆମ୍ଭର ଆଜ୍ଞା ପାଳନ କରିବେ। ହୋଇପାରେ ସେମାନେ କୁପଥରୁ ଫେରିବେ। ତାହାହେଲେ ଆମ୍ଭେ ସେମାନଙ୍କର ଦୁଷ୍ଟତା ଯୋଗୁଁ ସେମାନଙ୍କ ପ୍ରତି ଯେଉଁ ଦଣ୍ଡ ଦେବାକୁ ମନସ୍ଥ କରିଅଛୁ, ସେଥିରୁ ନିବୃତ୍ତ ହେବା। Faic an caibideil |
ଯିହୁଦାର ରାଜା ହିଜକୀୟ ଓ ଯିହୁଦାର ଲୋକ ସମସ୍ତେ କ’ଣ ତାହାଙ୍କୁ କୌଣସିମତେ ବଧ କରିଥିଲେ ? ହିଜକୀୟ କ’ଣ ସଦାପ୍ରଭୁଙ୍କୁ ଭୟ କରି ସଦାପ୍ରଭୁଙ୍କର ଅନୁଗ୍ରହ ପ୍ରାର୍ଥନା କଲେ ନାହିଁ ? ତହିଁରେ ସଦାପ୍ରଭୁ ସେମାନଙ୍କ ବିରୁଦ୍ଧରେ ଯେଉଁ ଅମଙ୍ଗଳର କଥା କହିଥିଲେ, ତାହା କରିବାରୁ କ’ଣ କ୍ଷାନ୍ତ ନୋହିଲେ ? ଆମ୍ଭେମାନେ ଆପଣା ଆପଣା ପ୍ରାଣର ପ୍ରତିକୂଳରେ ଭାରୀ ଅମଙ୍ଗଳ କରୁଅଛୁ।