ଯିରିମୀୟ 27:12 - ଓଡିଆ ବାଇବେଲ12 ଏଥିଉତ୍ତାରେ ମୁଁ ସେହି ସମସ୍ତ ବାକ୍ୟାନୁସାରେ ଯିହୁଦାର ରାଜା ସିଦିକୀୟକୁ ଏହି କଥା କହିଲି, “ତୁମ୍ଭେମାନେ ଆପଣା ଆପଣା ବେକ ବାବିଲ ରାଜାର ଯୁଆଳି ତଳେ ଦେଇ ତାହାର ଓ ତାହାର ଲୋକମାନଙ୍କର ଦାସ୍ୟକର୍ମ କର, ତହିଁରେ ବଞ୍ଚିବ। Faic an caibideilପବିତ୍ର ବାଇବଲ (Re-edited) - (BSI)12 ଅନନ୍ତର ମୁଁ ସେହି ସମସ୍ତ ବାକ୍ୟାନୁସାରେ ଯିହୁଦାର ରାଜା ସିଦିକୀୟକୁ ଏହି କଥା କହିଲି, ତୁମ୍ଭେମାନେ ଆପଣା ଆପଣା ବେକ ବାବିଲ ରାଜାର ଯୁଆଳି ତଳେ ଦେଇ ତାହାର ଓ ତାହାର ଲୋକମାନଙ୍କର ଦାସ୍ୟକର୍ମ କର, ତହିଁରେ ବଞ୍ଚିବ। Faic an caibideilଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT12 ଏଥିଉତ୍ତାରେ ମୁଁ ସେହି ସମସ୍ତ ବାକ୍ୟାନୁସାରେ ଯିହୁଦାର ରାଜା ସିଦିକୀୟକୁ ଏହି କଥା କହିଲି, “ତୁମ୍ଭେମାନେ ଆପଣା ଆପଣା ବେକ ବାବିଲ ରାଜାର ଯୁଆଳି ତଳେ ଦେଇ ତାହାର ଓ ତାହାର ଲୋକମାନଙ୍କର ଦାସ୍ୟକର୍ମ କର, ତହିଁରେ ବଞ୍ଚିବ। Faic an caibideilପବିତ୍ର ବାଇବଲ12 ଅନନ୍ତର ମୁଁ ସେହି ସମସ୍ତ ବାକ୍ୟ ଯିହୁଦାର ରାଜା ସିଦିକିୟକୁ କହିଲି, “ତୁମ୍ଭେମାନେ ଆପଣା ଆପଣା ବେକ ବାବିଲ ରାଜାର ଯୁଆଳି ତଳେ ରଖ ଓ ତାହାର ଏବଂ ତାହାର ଲୋକମାନଙ୍କର ସେବା କର। ତହିଁରେ ତୁମ୍ଭେମାନେ ବଞ୍ଚିବ। Faic an caibideil |