ଯିରିମୀୟ 28:1 - ଓଡିଆ ବାଇବେଲ1 ଏଥିଉତ୍ତାରେ ସେହି ବର୍ଷ, ଅର୍ଥାତ୍, ଯିହୁଦାର ରାଜା ସିଦିକୀୟର ରାଜତ୍ୱର ଆରମ୍ଭ ସମୟରେ, ଚତୁର୍ଥ ବର୍ଷର ପଞ୍ଚମ ମାସରେ ଗିବୀୟୋନ୍ ନିବାସୀ ଅସ୍ସୁରର ପୁତ୍ର ହନାନୀୟ ଭବିଷ୍ୟଦ୍ବକ୍ତା ସଦାପ୍ରଭୁଙ୍କ ଗୃହରେ ଯାଜକମାନଙ୍କର ଓ ଲୋକସମସ୍ତଙ୍କର ସାକ୍ଷାତରେ ମୋତେ ଏହି କଥା କହିଲା, Faic an caibideilପବିତ୍ର ବାଇବଲ (Re-edited) - (BSI)1 ଅନନ୍ତର ସେହି ବର୍ଷ, ଅର୍ଥାତ୍, ଯିହୁଦାର ରାଜା ସିଦିକୀୟର ରାଜତ୍ଵର ଆରମ୍ଭ ସମୟରେ, ଚତୁର୍ଥ ବର୍ଷର ପଞ୍ଚମ ମାସରେ ଗିବୀୟୋନ୍ ନିବାସୀ ଅସୂରର ପୁତ୍ର ହନାନୀୟ ଭବିଷ୍ୟଦ୍ବକ୍ତା ସଦାପ୍ରଭୁଙ୍କ ଗୃହରେ ଯାଜକମାନଙ୍କର ଓ ଲୋକ-ସମସ୍ତଙ୍କର ସାକ୍ଷାତରେ ମୋତେ ଏହି କଥା କହିଲା, Faic an caibideilଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT1 ଏଥିଉତ୍ତାରେ ସେହି ବର୍ଷ, ଅର୍ଥାତ୍, ଯିହୁଦାର ରାଜା ସିଦିକୀୟର ରାଜତ୍ଵର ଆରମ୍ଭ ସମୟରେ, ଚତୁର୍ଥ ବର୍ଷର ପଞ୍ଚମ ମାସରେ ଗିବୀୟୋନ୍ ନିବାସୀ ଅସୂରର ପୁତ୍ର ହନାନୀୟ ଭବିଷ୍ୟଦ୍ବକ୍ତା ସଦାପ୍ରଭୁଙ୍କ ଗୃହରେ ଯାଜକମାନଙ୍କର ଓ ଲୋକସମସ୍ତଙ୍କର ସାକ୍ଷାତରେ ମୋତେ ଏହି କଥା କହିଲା, Faic an caibideilପବିତ୍ର ବାଇବଲ1 ଅନନ୍ତର ଯିହୁଦାର ରାଜା ସିଦିକିୟର ରାଜତ୍ୱର ଚତୁର୍ଥବର୍ଷର ପଞ୍ଚମ ମାସରେ ଗିବିୟୋନ ନିବାସୀ ଅସୂରର ପୁତ୍ର ହନାନିୟ ଭବିଷ୍ୟଦ୍ବକ୍ତା ସଦାପ୍ରଭୁଙ୍କ ଗୃହରେ ଯାଜକମାନଙ୍କର ଓ ସମସ୍ତ ଲୋକଙ୍କର ସାକ୍ଷାତରେ ମୋତେ ଏହି କଥା କହିଲେ। Faic an caibideil |