ଯିରିମୀୟ 28:4 - ଓଡିଆ ବାଇବେଲ4 ପୁଣି, ଯିହୋୟାକୀମ୍ର ପୁତ୍ର ଯିହୁଦାର ରାଜା ଯିହୋୟାଖୀନ୍କୁ, ଯିହୁଦାରୁ ବାବିଲକୁ ବନ୍ଦୀ ହୋଇ ଯାଇଥିବା ସମସ୍ତ ଲୋକ ସହିତ ଏହି ସ୍ଥାନକୁ ଫେରାଇ ଆଣିବା,” ଏହା ସଦାପ୍ରଭୁ କହନ୍ତି; “କାରଣ ଆମ୍ଭେ ବାବିଲ ରାଜାର ଯୁଆଳି ଭାଙ୍ଗି ପକାଇବା।” Faic an caibideilପବିତ୍ର ବାଇବଲ (Re-edited) - (BSI)4 ପୁଣି, ଯିହୋୟାକୀମ୍ର ପୁତ୍ର ଯିହୁଦାର ରାଜା ଯିହୋୟାଖୀନ୍କୁ, ଯିହୁଦାରୁ ବାବିଲକୁ ବନ୍ଦୀ ହୋଇ ଯାଇଥିବା ସମସ୍ତ ଲୋକ ସହିତ ଏସ୍ଥାନକୁ ଫେରାଇ ଆଣିବା, ଏହା ସଦାପ୍ରଭୁ କହନ୍ତି; କାରଣ ଆମ୍ଭେ ବାବିଲ ରାଜାର ଯୁଆଳି ଭାଙ୍ଗି ପକାଇବା। Faic an caibideilଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT4 ପୁଣି, ଯିହୋୟାକୀମ୍ର ପୁତ୍ର ଯିହୁଦାର ରାଜା ଯିହୋୟାଖୀନ୍କୁ, ଯିହୁଦାରୁ ବାବିଲକୁ ବନ୍ଦୀ ହୋଇ ଯାଇଥିବା ସମସ୍ତ ଲୋକ ସହିତ ଏହି ସ୍ଥାନକୁ ଫେରାଇ ଆଣିବା, ଏହା ସଦାପ୍ରଭୁ କହନ୍ତି; କାରଣ ଆମ୍ଭେ ବାବିଲ ରାଜାର ଯୁଆଳି ଭାଙ୍ଗି ପକାଇବା।” Faic an caibideilପବିତ୍ର ବାଇବଲ4 ପୁଣି ଯିହୋୟାକୀମ୍ର ପୁତ୍ର ଯିହୁଦାର ରାଜା ଯିହୋୟାଖୀନ୍କୁ ଓ ଯିହୁଦାର ବାବିଲକୁ ବନ୍ଦୀ ହୋଇ ଯାଇଥିବା ସମସ୍ତ ଲୋକ ସହିତ ଏହି ସ୍ଥାନକୁ ଫେରାଇ ଆଣିବା।’ ଏହା ସଦାପ୍ରଭୁ କହନ୍ତି, ‘କାରଣ ଆମ୍ଭେ ବାବିଲ ରାଜାର ଯୁଆଳି ଭାଙ୍ଗି ପକାଇବା।’” Faic an caibideil |