ଯିରିମୀୟ 29:3 - ଓଡିଆ ବାଇବେଲ3 ଯିହୁଦାର ରାଜା ସିଦିକୀୟ ଦ୍ୱାରା ବାବିଲର ରାଜା ନବୂଖଦ୍ନିତ୍ସର ନିକଟକୁ ବାବିଲକୁ ପ୍ରେରିତ ଶାଫନ୍ର ପୁତ୍ର ଇଲୀୟାସା ହିଲ୍କିୟର ପୁତ୍ର ଗମରୀୟର ହସ୍ତ ଦ୍ୱାରା ଯିରୂଶାଲମଠାରୁ ପଠାଇଥିଲେ, ସେହି ପତ୍ରରେ ଏହିସବୁ କଥା ଥିଲା, ଯଥା, Faic an caibideilପବିତ୍ର ବାଇବଲ (Re-edited) - (BSI)3 ଯିହୁଦାର ରାଜା ସିଦିକୀୟ ଦ୍ଵାରା ବାବିଲର ରାଜା ନବୂଖଦ୍ନିତ୍ସର ନିକଟକୁ ବାବିଲକୁ ପ୍ରେରିତ ଶାଫନର ପୁତ୍ର ଇଲୀୟାସା ହିଲ୍କୀୟର ପୁତ୍ର ଗମରୀୟର ହସ୍ତ ଦ୍ଵାରା ଯିରୂଶାଲମଠାରୁ ପଠାଇଥିଲେ, ସେହି ପତ୍ରରେ ଏହିସବୁ କଥା ଥିଲା, ଯଥା, Faic an caibideilଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT3 ଯିହୁଦାର ରାଜା ସିଦିକୀୟ ଦ୍ୱାରା ବାବିଲର ରାଜା ନବୂଖଦ୍ନିତ୍ସର ନିକଟକୁ ବାବିଲକୁ ପ୍ରେରିତ ଶାଫନ୍ର ପୁତ୍ର ଇଲୀୟାସା ହିଲ୍କୀୟର ପୁତ୍ର ଗମରୀୟର ହସ୍ତ ଦ୍ୱାରା ଯିରୂଶାଲମଠାରୁ ପଠାଇଥିଲେ, ସେହି ପତ୍ରରେ ଏହିସବୁ କଥା ଥିଲା, ଯଥା, Faic an caibideilପବିତ୍ର ବାଇବଲ3 ଯିହୁଦାର ରାଜା ସିଦିକିୟ ବାବିଲର ରାଜା ନବୂଖଦ୍ନିତ୍ସର ନିକଟକୁ ଶାଫନର ପୁତ୍ର ଇଲିୟାସା ଓ ହିଲ୍କିୟର ପୁତ୍ର ଗମରିୟକୁ ପଠାଇଲେ। ଯିରିମିୟ ସେହିମାନଙ୍କ ହସ୍ତରେ ପତ୍ର ଦେଲେ। ସେହି ପତ୍ରଟି ଏହିପରି ପାଠ କରାଗଲା। Faic an caibideil |