Biblia Todo Logo
Bìoball air-loidhne

- Sanasan -




ଯିରିମୀୟ 3:15 - ଓଡିଆ ବାଇବେଲ

15 ଆଉ, ଆମ୍ଭେ ଆପଣା ମନ ଅନୁଯାୟୀ ପାଳକଗଣ ତୁମ୍ଭମାନଙ୍କୁ ଦେବା, ସେମାନେ ଜ୍ଞାନ ଓ ବୁଦ୍ଧିରେ ତୁମ୍ଭମାନଙ୍କୁ ଚରାଇବେ।’

Faic an caibideil Dèan lethbhreac

ପବିତ୍ର ବାଇବଲ (Re-edited) - (BSI)

15 ଆଉ, ଆମ୍ଭେ ଆପଣା ମନ ଅନୁଯାୟୀ ପାଳକଗଣ ତୁମ୍ଭମାନଙ୍କୁ ଦେବା, ସେମାନେ ଜ୍ଞାନ ଓ ବୁଦ୍ଧିରେ ତୁମ୍ଭମାନଙ୍କୁ ଚରାଇବେ।

Faic an caibideil Dèan lethbhreac

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

15 ଆଉ, ଆମ୍ଭେ ଆପଣା ମନ ଅନୁଯାୟୀ ପାଳକଗଣ ତୁମ୍ଭମାନଙ୍କୁ ଦେବା, ସେମାନେ ଜ୍ଞାନ ଓ ବୁଦ୍ଧିରେ ତୁମ୍ଭମାନଙ୍କୁ ଚରାଇବେ।

Faic an caibideil Dèan lethbhreac

ପବିତ୍ର ବାଇବଲ

15 ତା'ପରେ ଆମ୍ଭେ ତୁମ୍ଭମାନଙ୍କ ପାଇଁ ନୂତନ ପାଳକଗଣ ଦେବା, ଯେଉଁମାନେ କି ଆମ୍ଭ ପ୍ରତି ଅତ୍ୟନ୍ତ ବିଶ୍ୱସ୍ତ ହେବେ। ସେମାନେ ଜ୍ଞାନ ଓ ବୁଦ୍ଧିରେ ତୁମ୍ଭମାନଙ୍କୁ ଚଲାଇବେ।

Faic an caibideil Dèan lethbhreac




ଯିରିମୀୟ 3:15
20 Iomraidhean Croise  

ଧାର୍ମିକର ଓଷ୍ଠାଧର ଅନେକଙ୍କୁ ପ୍ରତିପାଳନ କରେ, ମାତ୍ର ଅଜ୍ଞାନମାନେ ନିର୍ବୋଧତା ସକାଶୁ ମରନ୍ତି।


ଆଉ, ଆମ୍ଭେ ସେମାନଙ୍କ ଉପରେ ପାଳକଗଣ ନିଯୁକ୍ତ କରିବା,ସେମାନେ ସେମାନଙ୍କୁ ଚରାଇବେ; ପୁଣି, ସେମାନେ ଆଉ ଭୀତ କି ନିରାଶ ହେବେ ନାହିଁ, କିଅବା ସେମାନଙ୍କର କେହି ଅନୁପସ୍ଥିତ ହେବେ ନାହିଁ,” ଏହା ସଦାପ୍ରଭୁ କହନ୍ତି।


ହେ ଗୋଷ୍ଠୀବର୍ଗ, ତୁମ୍ଭେମାନେ ସଦାପ୍ରଭୁଙ୍କର ବାକ୍ୟ ଶୁଣ ଓ ଦୂରସ୍ଥ ଦ୍ୱୀପସମୂହରେ ତାହା ପ୍ରଚାର କରି କୁହ, “ଯେ ଇସ୍ରାଏଲକୁ ଛିନ୍ନଭିନ୍ନ କଲେ, ସେ ତାହାକୁ ସଂଗ୍ରହ କରିବେ, ଆଉ ପାଳକ ଯେପରି ଆପଣା ପଲ ରକ୍ଷା କରେ, ସେପରି ସେ ତାହାକୁ ରକ୍ଷା କରିବେ।”


“ହେ ମନୁଷ୍ୟ-ସନ୍ତାନ, ତୁମ୍ଭେ ଇସ୍ରାଏଲର ପାଳକମାନଙ୍କ ବିରୁଦ୍ଧରେ ଭବିଷ୍ୟଦ୍‍ବାକ୍ୟ ପ୍ରଚାର କର, ଭବିଷ୍ୟଦ୍‍ବାକ୍ୟ ପ୍ରଚାର କର ଓ ସେହି ପାଳକମାନଙ୍କୁ କୁହ, ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି; “ଇସ୍ରାଏଲର ଯେଉଁ ପାଳକମାନେ ଆପଣାମାନଙ୍କୁ ପାଳନ କରୁଅଛନ୍ତି, ସେମାନେ ସନ୍ତାପର ପାତ୍ର ! ମେଷଗଣକୁ ପାଳନ କରିବାର କି ପାଳକମାନଙ୍କର କର୍ତ୍ତବ୍ୟ ନୁହେଁ ?


ଆଉ, ଆମ୍ଭେ ସେମାନଙ୍କ ଉପରେ ଏକ ପାଳକ, ଅର୍ଥାତ୍‍, ଆମ୍ଭର ଦାସ ଦାଉଦକୁ ନିଯୁକ୍ତ କରିବା, ତହିଁରେ ସେ ସେମାନଙ୍କୁ ଚରାଇବ ଓ ସେ ସେମାନଙ୍କର ପାଳକ ହେବ।


ପୁଣି, ଆମ୍ଭର ଦାସ ଦାଉଦ ସେମାନଙ୍କ ଉପରେ ରାଜା ହେବେ ଓ ସେହି ସମସ୍ତଙ୍କର ଏକ ପାଳକ ହେବେ; ସେମାନେ ମଧ୍ୟ ଆମ୍ଭର ଶାସନ ପଥରେ ଚାଲିବେ ଓ ଆମ୍ଭର ବିଧିସକଳ ରକ୍ଷା କରି ପାଳନ କରିବେ।


ପ୍ରଭୁ କହିଲେ, ଏଣୁ ଆପଣା ପରିଜନମାନଙ୍କୁ ଯଥା ସମୟରେ ନିରୂପିତ ଭାଗ ଦେବା ନିମନ୍ତେ ପ୍ରଭୁ ଯାହାକୁ ସେମାନଙ୍କ ଉପରେ ନିଯୁକ୍ତ କରିବେ, ଏପରି ବିଶ୍ୱସ୍ତ ଓ ବୁଦ୍ଧିମାନ ବେବର୍ତ୍ତା କିଏ ?


ତୁମ୍ଭେମାନେ ନିଜ ନିଜ ବିଷୟରେ, ଆଉ ଯେଉଁ ମଣ୍ଡଳୀକୁ ଈଶ୍ୱର ଆପଣା ନିଜ ରକ୍ତରେ କିଣିଛନ୍ତି, ତାହାଙ୍କର ସେହି ମଣ୍ଡଳୀକୁ ପ୍ରତିପାଳନ କରିବା ନିମନ୍ତେ, ପବିତ୍ର ଆତ୍ମା ଯେ ତୁମ୍ଭମାନଙ୍କୁ ସମସ୍ତ ପଲମଧ୍ୟରେ ଅଧ୍ୟକ୍ଷ ସ୍ୱରୂପ ନିଯୁକ୍ତ କରିଅଛନ୍ତି, ସେମାନଙ୍କ ବିଷୟରେ ସାବଧାନ ହୋଇଥାଅ ।


ତଥାପି ଆମ୍ଭେମାନେ ପରିପକ୍ୱ ଲୋକମାନଙ୍କ ମଧ୍ୟରେ ଜ୍ଞାନର କଥା କହୁ, କିନ୍ତୁ ତାହା ଏହି ଯୁଗର ଜ୍ଞାନ ନୁହେଁ କିମ୍ବା ଏହି ଯୁଗର ନଷ୍ଟକଳ୍ପ ନେତାମାନଙ୍କ ଜ୍ଞାନ ନୁହେଁ,


ତାହାହେଲେ ସମସ୍ତ ପ୍ରକାର ଦୁଷ୍ଟତା, ଛଳ, କପଟ, ଈର୍ଷା ଓ ପରନିନ୍ଦା ପରିତ୍ୟାଗ କରି


ମାତ୍ର ଏବେ ତୁମ୍ଭର ରାଜତ୍ୱ ସ୍ଥିର ହେବ ନାହିଁ; ସଦାପ୍ରଭୁ ନିଜ ମନର ମତ ଏକ ଜଣ ଆପଣା ପାଇଁ ଅନ୍ୱେଷଣ କରିଅଛନ୍ତି, ସଦାପ୍ରଭୁ ଆପଣା ଲୋକମାନଙ୍କ ଉପରେ ତାହାକୁ ଅଗ୍ରଣୀ ନିରୂପଣ କରିଅଛନ୍ତି, କାରଣ ସଦାପ୍ରଭୁ ତୁମ୍ଭକୁ ଯାହା ଆଜ୍ଞା କରିଥିଲେ, ତୁମ୍ଭେ ତାହା ପାଳନ କଲ ନାହିଁ।


Lean sinn:

Sanasan


Sanasan