ଯିରିମୀୟ 3:17 - ଓଡିଆ ବାଇବେଲ17 ସେସମୟରେ ଲୋକମାନେ ଯିରୂଶାଲମକୁ ସଦାପ୍ରଭୁଙ୍କର ସିଂହାସନ ବୋଲି କହିବେ; ଆଉ, ସବୁ ଦେଶୀୟ ଲୋକମାନେ ତହିଁ ନିକଟରେ, ସଦାପ୍ରଭୁଙ୍କ ନାମ ଉଦ୍ଦେଶ୍ୟରେ ଯିରୂଶାଲମରେ ସଂଗୃହୀତ ହେବେ; ପୁଣି, ସେମାନେ ଆପଣା ଆପଣା ଦୁଷ୍ଟ ଅନ୍ତଃକରଣର ଅବାଧ୍ୟତା ଅନୁସାରେ ଆଉ ଗମନ କରିବେ ନାହିଁ। Faic an caibideilପବିତ୍ର ବାଇବଲ (Re-edited) - (BSI)17 ସେସମୟରେ ଲୋକମାନେ ଯିରୂଶାଲମକୁ ସଦାପ୍ରଭୁଙ୍କର ସିଂହାସନ ବୋଲି କହିବେ; ଆଉ, ସବୁ ଦେଶୀୟ ଲୋକମାନେ ତହିଁ ନିକଟରେ, ସଦାପ୍ରଭୁଙ୍କ ନାମ ଉଦ୍ଦେଶ୍ୟରେ ଯିରୂଶାଲମରେ ସଂଗୃହୀତ ହେବେ; ପୁଣି, ସେମାନେ ଆପଣା ଆପଣା ଦୁଷ୍ଟ ଅନ୍ତଃକରଣର ଅବାଧ୍ୟତା ଅନୁସାରେ ଆଉ ଗମନ କରିବେ ନାହିଁ। Faic an caibideilଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT17 ସେସମୟରେ ଲୋକମାନେ ଯିରୂଶାଲମକୁ ସଦାପ୍ରଭୁଙ୍କର ସିଂହାସନ ବୋଲି କହିବେ; ଆଉ, ସବୁ ଦେଶୀୟ ଲୋକମାନେ ତହିଁ ନିକଟରେ, ସଦାପ୍ରଭୁଙ୍କ ନାମ ଉଦ୍ଦେଶ୍ୟରେ ଯିରୂଶାଲମରେ ସଂଗୃହୀତ ହେବେ; ପୁଣି, ସେମାନେ ଆପଣା ଆପଣା ଦୁଷ୍ଟ ଅନ୍ତଃକରଣର ଅବାଧ୍ୟତା ଅନୁସାରେ ଆଉ ଗମନ କରିବେ ନାହିଁ। Faic an caibideilପବିତ୍ର ବାଇବଲ17 ଆଉ ସେ ସମୟରେ ଲୋକମାନେ ଯିରୁଶାଲମକୁ ‘ସଦାପ୍ରଭୁଙ୍କ ସିଂହାସନ’ ବୋଲି କହିବେ। ସମଗ୍ର ଦେଶୀୟମାନେ ସଦାପ୍ରଭୁଙ୍କ ନାମରେ ସମ୍ମାନ ଜଣାଇବାକୁ ଯିରୁଶାଲମରେ ଏକତ୍ରିତ ହେବେ। ପୁଣି ସେମାନେ ନିଜର ଅନ୍ତଃକରଣରେ ଦୁଷ୍ଟାଗ୍ଭର ଅବାଧ୍ୟତା ଆଉ ଅନୁସରଣ କରିବେ ନାହିଁ। Faic an caibideil |