ଯିରିମୀୟ 32:5 - ଓଡିଆ ବାଇବେଲ5 ପୁଣି, ସେ ସିଦିକୀୟକୁ ବାବିଲକୁ ଘେନି ଯିବ, ପୁଣି ଆମ୍ଭେ ଯେପର୍ଯ୍ୟନ୍ତ ତାହାର ତତ୍ତ୍ୱାନୁସନ୍ଧାନ ନ କରୁ, ସେପର୍ଯ୍ୟନ୍ତ ସେ ସେଠାରେ ରହିବ; ତୁମ୍ଭେମାନେ କଲ୍ଦୀୟମାନଙ୍କ ସହିତ ଯୁଦ୍ଧ କଲେ ହେଁ କୃତକାର୍ଯ୍ୟ ହେବ ନାହିଁ।’” Faic an caibideilପବିତ୍ର ବାଇବଲ (Re-edited) - (BSI)5 ପୁଣି, ସେ ସିଦିକୀୟକୁ ବାବିଲକୁ ଘେନି ଯିବ, ପୁଣି ଆମ୍ଭେ ଯେପର୍ଯ୍ୟନ୍ତ ତାହାର ତତ୍ତ୍ଵାନୁସନ୍ଧାନ ନ କରୁ, ସେପର୍ଯ୍ୟନ୍ତ ସେ ସେଠାରେ ରହିବ; ତୁମ୍ଭେମାନେ କଲ୍ଦୀୟମାନଙ୍କ ସହିତ ଯୁଦ୍ଧ କଲେ ହଁ କୃତକାର୍ଯ୍ୟ ହେବ ନାହିଁ। Faic an caibideilଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT5 ପୁଣି, ସେ ସିଦିକୀୟକୁ ବାବିଲକୁ ଘେନିଯିବ, ପୁଣି ଆମ୍ଭେ ଯେପର୍ଯ୍ୟନ୍ତ ତାହାର ତତ୍ତ୍ୱାନୁସନ୍ଧାନ ନ କରୁ, ସେପର୍ଯ୍ୟନ୍ତ ସେ ସେଠାରେ ରହିବ; ତୁମ୍ଭେମାନେ କଲ୍ଦୀୟମାନଙ୍କ ସହିତ ଯୁଦ୍ଧ କଲେ ହେଁ କୃତକାର୍ଯ୍ୟ ହେବ ନାହିଁ।’” Faic an caibideilପବିତ୍ର ବାଇବଲ5 ପୁଣି ସେ ସିଦିକିୟକୁ ବାବିଲକୁ ଘେନିଯିବ। ଆମ୍ଭେ ଯେପର୍ଯ୍ୟନ୍ତ ତାକୁ ଶାସ୍ତି ନ ଦେଇଛୁ ସେ ପର୍ଯ୍ୟନ୍ତ ସେ ସେଠାରେ ରହିବ।’ ଆଉ ସଦାପ୍ରଭୁ କହନ୍ତି, ‘ତୁମ୍ଭେମାନେ କଲ୍ଦୀୟମାନଙ୍କ ସହିତ ଯୁଦ୍ଧ କଲେ ହେଁ କୃତକାର୍ଯ୍ୟ ହେବ ନାହିଁ।’” Faic an caibideil |
ଏଉତ୍ତାରେ ପରମେଶ୍ୱରଙ୍କ ଆତ୍ମା ଯିହୋୟାଦା ଯାଜକର ପୁତ୍ର ଜିଖରୀୟ ଉପରେ ଅଧିଷ୍ଠାନ କଲେ, ତହିଁରେ ସେ ଲୋକମାନଙ୍କ ମଧ୍ୟରେ ଉଚ୍ଚ ସ୍ଥାନରେ ଠିଆ ହୋଇ ସେମାନଙ୍କୁ କହିଲା, ପରମେଶ୍ୱର ଏହି କଥା କହନ୍ତି, ତୁମ୍ଭେମାନେ କାହିଁକି ସଦାପ୍ରଭୁଙ୍କର ଆଜ୍ଞାସବୁ ଲଙ୍ଘନ କରୁଅଛ ? ଏଥିରେ କୃତକାର୍ଯ୍ୟ ନୋହିବ। ତୁମ୍ଭେମାନେ ସଦାପ୍ରଭୁଙ୍କୁ ପରିତ୍ୟାଗ କରିବାରୁ ସେ ମଧ୍ୟ ତୁମ୍ଭମାନଙ୍କୁ ପରିତ୍ୟାଗ କରିଅଛନ୍ତି।