Biblia Todo Logo
Bìoball air-loidhne

- Sanasan -




ଯିରିମୀୟ 38:12 - ଓଡିଆ ବାଇବେଲ

12 ପୁଣି, କୂଶୀୟ ଏବଦ୍‍-ମେଲକ ଯିରିମୀୟଙ୍କୁ କହିଲା, “ସେହି ପୁରୁଣା ତ୍ୟକ୍ତ ବସ୍ତ୍ର ଓ ଚିରାକନା ଆପଣା କକ୍ଷମୂଳରେ ରଜ୍ଜୁ ତଳେ ଦିଅ।”

Faic an caibideil Dèan lethbhreac

ପବିତ୍ର ବାଇବଲ (Re-edited) - (BSI)

12 ପୁଣି, କୁଶୀୟ ଏବଦ୍-ମେଲକ୍ ଯିରିମୀୟଙ୍କୁ କହିଲା, ସେହି ପୁରୁଣା ତ୍ୟକ୍ତ ବସ୍ତ୍ର ଓ ଚିରାକନା ଆପଣା କକ୍ଷମୂଳରେ ରଜ୍ଜୁ ତଳେ ଦିଅ।

Faic an caibideil Dèan lethbhreac

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

12 ପୁଣି, କୂଶୀୟ ଏବଦ୍‍-ମେଲକ ଯିରିମୀୟଙ୍କୁ କହିଲା, “ସେହି ପୁରୁଣା ତ୍ୟକ୍ତ ବସ୍ତ୍ର ଓ ଚିରାକନା ଆପଣା କକ୍ଷମୂଳରେ ରଜ୍ଜୁ ତଳେ ଦିଅ।”

Faic an caibideil Dèan lethbhreac

ପବିତ୍ର ବାଇବଲ

12 କୁଶୀୟ ଏବଦ୍-ମେଲକ ଯିରିମିୟଙ୍କୁ କହିଲା, “ତୁମ୍ଭେ ଏହି ଚିରାକନା ଓ ତ୍ୟକ୍ତ ବସ୍ତ୍ର ଆପଣା ବକ୍ଷ ମୂଳରେ ଦିଅ। ଆମ୍ଭେମାନେ ଯେତେବେଳେ ରଜ୍ଜୁରେ ତୁମ୍ଭକୁ ଉପରକୁ ଉଠାଇବୁ, ସେଥିରେ ତୁମ୍ଭକୁ କଷ୍ଟ ହେବ ନାହିଁ।” ତେଣୁ ଯିରିମିୟ ସେହିପରି କଲେ।

Faic an caibideil Dèan lethbhreac




ଯିରିମୀୟ 38:12
6 Iomraidhean Croise  

ତହିଁରେ ଏବଦ୍‍-ମେଲକ ଆପଣା ସଙ୍ଗେ ସେହି ଲୋକମାନଙ୍କୁ ନେଇ ରାଜଗୃହକୁ ଯାଇ ଭଣ୍ଡାରର ତଳରୁ କେତେଗୁଡ଼ିଏ ପୁରୁଣା ତ୍ୟକ୍ତ ବସ୍ତ୍ର ଓ ଚିରାକନା ନେଲା, ଆଉ ରଜ୍ଜୁ ଦ୍ୱାରା ସେସବୁ କୂପରେ ଯିରିମୀୟଙ୍କୁ ଦେଲା।


ତହିଁରେ ଯିରିମୀୟ ସେପରି କଲେ। ତହୁଁ ସେମାନେ ରଜ୍ଜୁ ଧରି ଟାଣି ଯିରିମୀୟଙ୍କୁ କୂପରୁ ବାହାର କରି ଆଣିଲେ। ପୁଣି, ଯିରିମୀୟ ପ୍ରହରୀ ପ୍ରାଙ୍ଗଣରେ ରହିଲେ।


ଏଥି ମଧ୍ୟରେ ସେମାନେ ଯିରିମୀୟଙ୍କୁ କୂପରେ ପକାଇ ଦେଇଅଛନ୍ତି ବୋଲି, ରାଜଗୃହସ୍ଥିତ ଏବଦ୍‍-ମେଲକ ନାମକ ଜଣେ କୂଶୀୟ ନପୁଂସକ ଲୋକ ଶୁଣିଲା; ସେସମୟରେ ରାଜା ବିନ୍ୟାମୀନ୍ ଦ୍ୱାରରେ ଉପବିଷ୍ଟ ଥିଲା।


ଭ୍ରାତୃପ୍ରେମରେ ପରସ୍ପର ପ୍ରତି ପ୍ରେମଶୀଳ ହୁଅ; ସମାଦରରେ ପରସ୍ପରକୁ ଶ୍ରେଷ୍ଠ ଜ୍ଞାନ କର;


ଯେଉଁମାନେ ଆନନ୍ଦ କରନ୍ତି, ସେମାନଙ୍କ ସହିତ ଆନନ୍ଦ କର; ଯେଉଁମାନେ ରୋଦନ କରନ୍ତି, ସେମାନଙ୍କ ସହିତ ରୋଦନ କର ।


ଆଉ ପରସ୍ପର ପ୍ରତି ସଦୟ ହୁଅ, କୋମଳ ହୃଦୟ ପୁଣି, ଈଶ୍ୱର ଖ୍ରୀଷ୍ଟଙ୍କଠାରେ ତୁମ୍ଭମାନଙ୍କୁ ଯେପରି କ୍ଷମା କଲେ, ସେହିପରି ପରସ୍ପରକୁ କ୍ଷମା କର ।


Lean sinn:

Sanasan


Sanasan