Biblia Todo Logo
Bìoball air-loidhne

- Sanasan -




ଯିରିମୀୟ 41:16 - ଓଡିଆ ବାଇବେଲ

16 ତହୁଁ ନଥନୀୟର ପୁତ୍ର ଇଶ୍ମାୟେଲ ଅହୀକାମ୍‍‍ର ପୁତ୍ର ଗଦଲୀୟଙ୍କୁ ବଧ କଲା ଉତ୍ତାରେ କାରେହର ପୁତ୍ର ଯୋହାନନ୍‍ ଆପଣା ସଙ୍ଗୀ ସେନାପତିଗଣ ସହିତ ଯେସମସ୍ତ ଅବଶିଷ୍ଟ ଲୋକଙ୍କୁ ତାହା ହସ୍ତରୁ ଉଦ୍ଧାର କରି ମିସ୍ପାରୁ ଆଣିଥିଲା, ସେମାନଙ୍କୁ, ଅର୍ଥାତ୍‍, ଗିବୀୟୋନ୍‍ରୁ ଆଣିଥିବା ଯୋଦ୍ଧା ପୁରୁଷମାନଙ୍କୁ ଓ ସ୍ତ୍ରୀଲୋକ, ବାଳକ ବାଳିକା ଓ ନପୁଂସକମାନଙ୍କୁ ସେ ସଙ୍ଗେ ନେଲା।

Faic an caibideil Dèan lethbhreac

ପବିତ୍ର ବାଇବଲ (Re-edited) - (BSI)

16 ତହୁଁ ନଥନୀୟର ପୁତ୍ର ଇଶ୍ମାୟେଲ ଅହୀକାମର ପୁତ୍ର ଗଦଲୀୟକୁ ବଧ କଲା ଉତ୍ତାରେ କାରେହର ପୁତ୍ର ଯୋହାନନ୍ ଆପଣା ସଙ୍ଗୀ ସେନାପତିଗଣ ସହିତ ଯେସମସ୍ତ ଅବଶିଷ୍ଟ ଲୋକଙ୍କୁ ତାହା ହସ୍ତରୁ ଉଦ୍ଧାର କରି ମିସ୍ପାରୁ ଆଣିଥିଲା, ସେମାନଙ୍କୁ, ଅର୍ଥାତ୍, ଗିବୀୟୋନରୁ ଆଣିଥିବା ଯୋଦ୍ଧା ପୁରୁଷମାନଙ୍କୁ ଓ ସ୍ତ୍ରୀଲୋକ, ବାଳକ ବାଳିକା ଓ ନପୁଂସକମାନଙ୍କୁ ସେ ସଙ୍ଗେ ନେଲା;

Faic an caibideil Dèan lethbhreac

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

16 ତହୁଁ ନଥନୀୟର ପୁତ୍ର ଇଶ୍ମାୟେଲ ଅହୀକାମ୍‍‍ର ପୁତ୍ର ଗଦଲୀୟଙ୍କୁ ବଧ କଲା ଉତ୍ତାରେ କାରେହର ପୁତ୍ର ଯୋହାନନ୍‍ ଆପଣା ସଙ୍ଗୀ ସେନାପତିଗଣ ସହିତ ଯେସମସ୍ତ ଅବଶିଷ୍ଟ ଲୋକଙ୍କୁ ତାହା ହସ୍ତରୁ ଉଦ୍ଧାର କରି ମିସ୍ପାରୁ ଆଣିଥିଲା, ସେମାନଙ୍କୁ, ଅର୍ଥାତ୍‍, ଗିବୀୟୋନ୍‍ରୁ ଆଣିଥିବା ଯୋଦ୍ଧା ପୁରୁଷମାନଙ୍କୁ ଓ ସ୍ତ୍ରୀଲୋକ, ବାଳକ ବାଳିକା ଓ ନପୁଂସକମାନଙ୍କୁ ସେ ସଙ୍ଗେ ନେଲା।

Faic an caibideil Dèan lethbhreac

ପବିତ୍ର ବାଇବଲ

16 ଯୋହାନନ୍ ଏବଂ ତାଙ୍କର ସୈନ୍ୟବାହିନୀର ସେନାପତିଗଣ ଗିବିୟୋନକୁ ଅବଶିଷ୍ଟ ଲୋକମାନଙ୍କୁ ଆଣିଲେ, ଯେଉଁମାନଙ୍କୁ ନଥନିୟର ପୁତ୍ର ଇ‌ଶ୍‌ମାୟେଲ, ଗଲିୟଦକୁ ହତ୍ୟା କଲା ପରେ, ମି‌‌ସ୍‌‌ପାକୁ ନେଇ ଯାଇଥିଲେ। ସେମାନଙ୍କ ମଧ୍ୟରେ ଯୋଦ୍ଧାଗଣ, ସ୍ତ୍ରୀଲୋକ, ବାଳକଗଣ, ବାଳିକାଗଣ ଓ ନପୁଂସକଗଣ ଥିଲେ।

Faic an caibideil Dèan lethbhreac




ଯିରିମୀୟ 41:16
4 Iomraidhean Croise  

ଏଥିଉତ୍ତାରେ ବାବିଲ ରାଜା ଗଦଲୀୟଙ୍କୁ ଶାସନକର୍ତ୍ତା କରିଅଛି ବୋଲି ଶୁଣି ସେନାପତିଗଣ ଓ ସେମାନଙ୍କ ଲୋକମାନେ, ଅର୍ଥାତ୍‍, ନଥନୀୟର ପୁତ୍ର ଇଶ୍ମାୟେଲ ଓ କାରେହର ପୁତ୍ର ଯୋହାନନ୍‍ ଓ ନଟୋଫାତୀୟ ତନ୍‍ହୂମତର ପୁତ୍ର ସରାୟ ଓ ମାଖାଥୀୟର ପୁତ୍ର ଯାସନୀୟ ଓ ସେମାନଙ୍କର ଲୋକମାନେ ମିସ୍ପାକୁ ଗଦଲୀୟଙ୍କ ନିକଟକୁ ଆସିଲେ।


ଏଥିଉତ୍ତାରେ ଇଶ୍ମାୟେଲ, ମିସ୍ପାରେ ଅବଶିଷ୍ଟ ଥିବା ସମସ୍ତ ଲୋକଙ୍କୁ, ଅର୍ଥାତ୍‍, ସମସ୍ତ ରାଜକନ୍ୟାଗଣକୁ ଓ ମିସ୍ପାରେ ଅବଶିଷ୍ଟ ଥିବା ଯେସମସ୍ତ ଲୋକଙ୍କୁ ପ୍ରହରୀବର୍ଗର ସେନାପତି ନବୂଷରଦନ୍‍ ଅହୀକାମ୍‍‍ର ପୁତ୍ର ଗଦଲୀୟ ହସ୍ତରେ ସମର୍ପଣ କରିଥିଲା, ସେମାନଙ୍କୁ ବନ୍ଦୀ କରି ନେଇ ଗଲା; ନଥନୀୟର ପୁତ୍ର ଇଶ୍ମାୟେଲ ସେମାନଙ୍କୁ ବନ୍ଦୀ କରି ଅମ୍ମୋନ ସନ୍ତାନଗଣର ନିକଟକୁ ଯିବା ପାଇଁ ପ୍ରସ୍ଥାନ କଲା।


ତହିଁରେ ସେ କାରେହର ପୁତ୍ର ଯୋହାନନ୍‍କୁ ଓ ତାହାର ସଙ୍ଗୀ ସେନାପତି ସମସ୍ତଙ୍କୁ ଓ କ୍ଷୁଦ୍ରଠାରୁ ମହାନ ଲୋକ ପର୍ଯ୍ୟନ୍ତ ସମସ୍ତଙ୍କୁ ଡାକି ସେମାନଙ୍କୁ କହିଲେ,


Lean sinn:

Sanasan


Sanasan