ଯିରିମୀୟ 41:8 - ଓଡିଆ ବାଇବେଲ8 ମାତ୍ର ସେମାନଙ୍କ ମଧ୍ୟରୁ ଦଶ ଜଣ ଇଶ୍ମାୟେଲକୁ କହିଲେ, “ଆମ୍ଭମାନଙ୍କୁ ବଧ କର ନାହିଁ; କାରଣ ଆମ୍ଭେମାନେ କ୍ଷେତ୍ରରେ ଗହମ, ଯବ, ତୈଳ ଓ ମଧୁ ସଞ୍ଚୟ କରି ପୋତି ଲୁଚାଇ ରଖିଅଛୁ।” ତହିଁରେ ସେ କ୍ଷାନ୍ତ ହୋଇ ସେମାନଙ୍କ ଭ୍ରାତୃଗଣ ମଧ୍ୟରେ ସେମାନଙ୍କୁ ବଧ କଲା ନାହିଁ। Faic an caibideilପବିତ୍ର ବାଇବଲ (Re-edited) - (BSI)8 ମାତ୍ର ସେମାନଙ୍କ ମଧ୍ୟରୁ ଦଶ ଜଣ ଇଶ୍ମାୟେଲକୁ କହିଲେ, ଆମ୍ଭମାନଙ୍କୁ ବଧ କର ନାହିଁ; କାରଣ ଆମ୍ଭେମାନେ କ୍ଷେତ୍ରରେ ଗହମ ଓ ଯବ ଓ ତୈଳ ଓ ମଧୁ ସଞ୍ଚୟ କରି ପୋତି ଲୁଚାଇ ରଖିଅଛୁ। ତହିଁରେ ସେ କ୍ଷା; ହୋଇ ସେମାନଙ୍କ ଭ୍ରାତୃଗଣ ମଧ୍ୟରେ ସେମାନଙ୍କୁ ବଧ କଲା ନାହିଁ। Faic an caibideilଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT8 ମାତ୍ର ସେମାନଙ୍କ ମଧ୍ୟରୁ ଦଶ ଜଣ ଇଶ୍ମାୟେଲକୁ କହିଲେ, “ଆମ୍ଭମାନଙ୍କୁ ବଧ କର ନାହିଁ; କାରଣ ଆମ୍ଭେମାନେ କ୍ଷେତ୍ରରେ ଗହମ, ଯବ, ତୈଳ ଓ ମଧୁ ସଞ୍ଚୟ କରି ପୋତି ଲୁଚାଇ ରଖିଅଛୁ।” ତହିଁରେ ସେ କ୍ଷାନ୍ତ ହୋଇ ସେମାନଙ୍କ ଭ୍ରାତୃଗଣ ମଧ୍ୟରେ ସେମାନଙ୍କୁ ବଧ କଲା ନାହିଁ। Faic an caibideilପବିତ୍ର ବାଇବଲ8 ମାତ୍ର ସେମାନଙ୍କ ମଧ୍ୟରୁ ଦଶ ଜଣ ଇଶ୍ମାୟେଲକୁ କହିଲେ, “ଆମ୍ଭମାନଙ୍କୁ ବଧ କର ନାହିଁ, କାରଣ ଆମ୍ଭମାନଙ୍କର ଗହମ, ଯବ, ତୈଳ ଓ ମଧୁର ଗୁପ୍ତ ଭଣ୍ଡାର କ୍ଷେତରେ ଲୁଗ୍ଭଇ ରଖିଛୁ ଏବଂ ଆମ୍ଭେ ସେସବୁ ତୁମ୍ଭକୁ ଦେବୁ।” ତେଣୁ ଇଶ୍ମାୟେଲ ସେମାନଙ୍କୁ ମାରିବାରୁ ବିରତ ହେଲେ। Faic an caibideil |