ଯିରିମୀୟ 42:16 - ଓଡିଆ ବାଇବେଲ16 ତେବେ ଏହା ଘଟିବ ଯେ, ଯେଉଁ ଖଡ୍ଗକୁ ତୁମ୍ଭେମାନେ ଭୟ କରୁଅଛ, ତାହା ତୁମ୍ଭମାନଙ୍କର ପଛେ ଗୋଡ଼ାଇ ମିସରରେ ତୁମ୍ଭମାନଙ୍କୁ ଧରିବ ଓ ଯେଉଁ ଦୁର୍ଭିକ୍ଷ ବିଷୟରେ ତୁମ୍ଭେମାନେ ଭୀତ ହେଉଅଛ, ତାହା ମିସର ଦେଶରେ ତୁମ୍ଭମାନଙ୍କର ପଛେ ପଛେ ଲାଗି ରହିବ ଓ ସେଠାରେ ତୁମ୍ଭେମାନେ ମରିବ।’ Faic an caibideilପବିତ୍ର ବାଇବଲ (Re-edited) - (BSI)16 ତେବେ ଏହା ଘଟିବ ଯେ, ଯେଉଁ ଖଡ଼୍ଗକୁ ତୁମ୍ଭେମାନେ ଭୟ କରୁଅଛ, ତାହା ତୁମ୍ଭମାନଙ୍କର ପଛେ ଗୋଡ଼ାଇ ମିସରରେ ତୁମ୍ଭମାନଙ୍କୁ ଧରିବ ଓ ଯେଉଁ ଦୁର୍ଭିକ୍ଷ ବିଷୟରେ ତୁମ୍ଭେମାନେ ଭୀତ ହେଉଅଛ, ତାହା ମିସର ଦେଶରେ ତୁମ୍ଭମାନଙ୍କର ପଛେ ପଛେ ଲାଗି ରହିବ ଓ ସେଠାରେ ତୁମ୍ଭେମାନେ ମରିବ। Faic an caibideilଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT16 ତେବେ ଏହା ଘଟିବ ଯେ, ଯେଉଁ ଖଡ୍ଗକୁ ତୁମ୍ଭେମାନେ ଭୟ କରୁଅଛ, ତାହା ତୁମ୍ଭମାନଙ୍କର ପଛେ ଗୋଡ଼ାଇ ମିସରରେ ତୁମ୍ଭମାନଙ୍କୁ ଧରିବ ଓ ଯେଉଁ ଦୁର୍ଭିକ୍ଷ ବିଷୟରେ ତୁମ୍ଭେମାନେ ଭୀତ ହେଉଅଛ, ତାହା ମିସର ଦେଶରେ ତୁମ୍ଭମାନଙ୍କର ପଛେ ପଛେ ଲାଗି ରହିବ ଓ ସେଠାରେ ତୁମ୍ଭେମାନେ ମରିବ। Faic an caibideilପବିତ୍ର ବାଇବଲ16 ତୁମ୍ଭେମାନେ ଯେଉଁ ଖଡ଼୍ଗକୁ ଭୟ କରୁଛ ତାହା ତୁମ୍ଭମାନଙ୍କ ପଛେ ପଛେ ଯାଇ ମିଶରରେ ତୁମ୍ଭମାନଙ୍କୁ ଧରିବ ଓ ଯେଉଁ ଦୁର୍ଭିକ୍ଷ ବିଷୟରେ ତୁମ୍ଭେମାନେ ଭୟଭୀତ, ତାହା ମିଶର ଦେଶରେ ତୁମ୍ଭମାନଙ୍କ ପଛେ ପଛେ ଲାଗି ରହିବ ଓ ସେହିଠାରେ ତୁମ୍ଭେମାନେ ମରିବ। Faic an caibideil |
ମାତ୍ର ଆମ୍ଭେ ଆପଣା ଦାସ ଭବିଷ୍ୟଦ୍ବକ୍ତାଗଣକୁ ଯେଉଁ ଯେଉଁ ବାକ୍ୟ ଓ ବିଧି ଆଜ୍ଞା କଲୁ, ସେହିସବୁ କି ତୁମ୍ଭମାନଙ୍କ ପୂର୍ବପୁରୁଷଗଣକୁ ସ୍ପର୍ଶ କଲା ନାହିଁ ? ତେବେ ସେମାନେ ଫେରି କହିଲେ, “ସୈନ୍ୟାଧିପତି ସଦାପ୍ରଭୁ ଆମ୍ଭମାନଙ୍କ ଆଚରଣ ଓ କ୍ରିୟାନୁସାରେ ଆମ୍ଭମାନଙ୍କ ପ୍ରତି ଯେରୂପ କରିବେ ବୋଲି ମନସ୍ଥ କଲେ, ସେହିପରି ବ୍ୟବହାର ଆମ୍ଭମାନଙ୍କ ପ୍ରତି ସେ କରିଅଛନ୍ତି।”