ଯିରିମୀୟ 44:2 - ଓଡିଆ ବାଇବେଲ2 “ସୈନ୍ୟାଧିପତି ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର ଏହି କଥା କହନ୍ତି, ‘ଆମ୍ଭେ ଯିରୂଶାଲମ ଉପରେ ଓ ଯିହୁଦାର ସବୁ ନଗର ଉପରେ ଯେଉଁସବୁ ଅମଙ୍ଗଳ ଘଟାଇଅଛୁ, ତାହା ତୁମ୍ଭେମାନେ ଦେଖିଅଛ; ଆଉ ଦେଖ, ସେସବୁ ଆଜି ଉତ୍ସନ୍ନ ସ୍ଥାନ ହୋଇ ରହିଅଛି, ସେଠାରେ କୌଣସି ମନୁଷ୍ୟ ବାସ କରେ ନାହିଁ; Faic an caibideilପବିତ୍ର ବାଇବଲ (Re-edited) - (BSI)2 ସୈନ୍ୟାଧିପତି ସଦାପ୍ରଭୁ ଇସ୍ରାଏଲର ପରମେଶ୍ଵର ଏହି କଥା କହନ୍ତି, ଆମ୍ଭେ ଯିରୂଶାଲମ ଉପରେ ଓ ଯିହୁଦାର ସବୁ ନଗର ଉପରେ ଯେଉଁସବୁ ଅମଙ୍ଗଳ ଘଟାଇଅଛୁ, ତାହା ତୁମ୍ଭେମାନେ ଦେଖିଅଛ; ଆଉ ଦେଖ, ସେସବୁ ଆଜି ଉତ୍ସନ୍ନ ସ୍ଥାନ ହୋଇ ରହିଅଛି, ସେଠାରେ କୌଣସି ମନୁଷ୍ୟ ବାସ କରେ ନାହିଁ; Faic an caibideilଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT2 “ସୈନ୍ୟାଧିପତି ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର ଏହି କଥା କହନ୍ତି, ଆମ୍ଭେ ଯିରୂଶାଲମ ଉପରେ ଓ ଯିହୁଦାର ସବୁ ନଗର ଉପରେ ଯେଉଁସବୁ ଅମଙ୍ଗଳ ଘଟାଇଅଛୁ, ତାହା ତୁମ୍ଭେମାନେ ଦେଖିଅଛ; ଆଉ ଦେଖ, ସେସବୁ ଆଜି ଉତ୍ସନ୍ନ ସ୍ଥାନ ହୋଇ ରହିଅଛି, ସେଠାରେ କୌଣସି ମନୁଷ୍ୟ ବାସ କରେ ନାହିଁ; Faic an caibideilପବିତ୍ର ବାଇବଲ2 “ସୈନ୍ୟାଧିପତି ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର ଏହି କଥା କହନ୍ତି, ‘ଆମ୍ଭେ ଯିରୁଶାଲମ ଉପରେ ଓ ଯିହୁଦାର ସବୁ ନଗର ଉପରେ ଯେଉଁସବୁ ଅମଙ୍ଗଳ ଘଟାଇଅଛୁ ତାହା ତୁମ୍ଭେମାନେ ଦେଖିଅଛ। ଆଉ ସେଗୁଡ଼ିକ ଜନମାନବ ଶୂନ୍ୟ ପ୍ରସ୍ତର ଗଦାରେ ଆଜି ପରିଣତ ହୋଇଅଛି। Faic an caibideil |
ମାତ୍ର ଆମ୍ଭେ ଆପଣା ଦାସ ଭବିଷ୍ୟଦ୍ବକ୍ତାଗଣକୁ ଯେଉଁ ଯେଉଁ ବାକ୍ୟ ଓ ବିଧି ଆଜ୍ଞା କଲୁ, ସେହିସବୁ କି ତୁମ୍ଭମାନଙ୍କ ପୂର୍ବପୁରୁଷଗଣକୁ ସ୍ପର୍ଶ କଲା ନାହିଁ ? ତେବେ ସେମାନେ ଫେରି କହିଲେ, “ସୈନ୍ୟାଧିପତି ସଦାପ୍ରଭୁ ଆମ୍ଭମାନଙ୍କ ଆଚରଣ ଓ କ୍ରିୟାନୁସାରେ ଆମ୍ଭମାନଙ୍କ ପ୍ରତି ଯେରୂପ କରିବେ ବୋଲି ମନସ୍ଥ କଲେ, ସେହିପରି ବ୍ୟବହାର ଆମ୍ଭମାନଙ୍କ ପ୍ରତି ସେ କରିଅଛନ୍ତି।”