ଯିରିମୀୟ 5:2 - ଓଡିଆ ବାଇବେଲ2 ସେମାନେ ଜୀବିତ ସଦାପ୍ରଭୁ ବୋଲି କହିଲେ ହେଁ ନିତାନ୍ତ ମିଥ୍ୟାରେ ଶପଥ କରନ୍ତି। Faic an caibideilପବିତ୍ର ବାଇବଲ (Re-edited) - (BSI)2 ସେମାନେ ଜୀବିତ ସଦାପ୍ରଭୁ ବୋଲି କହିଲେ ହେଁ ନିତା; ମିଥ୍ୟାରେ ଶପଥ କରନ୍ତି। Faic an caibideilଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT2 ସେମାନେ ଜୀବିତ ସଦାପ୍ରଭୁ ବୋଲି କହିଲେ ହେଁ ନିତାନ୍ତ ମିଥ୍ୟାରେ ଶପଥ କରନ୍ତି। Faic an caibideilପବିତ୍ର ବାଇବଲ2 ସେମାନେ, ‘ଜୀବତ୍ ସଦାପ୍ରଭୁ’ କହିଲେ ହେଁ ନିତାନ୍ତ ମିଥ୍ୟାରେ ଶପଥ କରନ୍ତି।” Faic an caibideil |
“ପୁଣି, ଆମ୍ଭେ ବିଚାର କରିବା ପାଇଁ ତୁମ୍ଭମାନଙ୍କ ନିକଟକୁ ଆସିବା ଆଉ, ତାନ୍ତ୍ରିକ ଓ ବ୍ୟଭିଚାରୀ ଓ ମିଥ୍ୟା ଶପଥକାରୀମାନଙ୍କ ବିରୁଦ୍ଧରେ ଓ ଯେଉଁମାନେ ବେତନଜୀବୀର ବେତନ ବିଷୟରେ, ବିଧବା ଓ ପିତୃହୀନ ପ୍ରତି ଅତ୍ୟାଚାର କରନ୍ତି, ଆଉ ବିଦେଶୀର ପ୍ରତି ଅନ୍ୟାୟ କରନ୍ତି ଓ ଆମ୍ଭଙ୍କୁ ଭୟ ନ କରନ୍ତି, ସେମାନଙ୍କ ବିରୁଦ୍ଧରେ ଆମ୍ଭେ ଶୀଘ୍ର ସାକ୍ଷୀ ହେବା,” ଏହା ସୈନ୍ୟାଧିପତି ସଦାପ୍ରଭୁ କହନ୍ତି।