ଯିରିମୀୟ 5:3 - ଓଡିଆ ବାଇବେଲ3 ହେ ସଦାପ୍ରଭୁ, ତୁମ୍ଭର ଚକ୍ଷୁ କ’ଣ ସତ୍ୟତା ପ୍ରତି ଦୃଷ୍ଟି ନ କରେ ? ତୁମ୍ଭେ ସେମାନଙ୍କୁ ପ୍ରହାର କରିଅଛ, ମାତ୍ର ସେମାନେ ଦୁଃଖିତ ହେଲେ ନାହିଁ; ତୁମ୍ଭେ ସେମାନଙ୍କୁ ଜୀର୍ଣ୍ଣ କରିଅଛ, ମାତ୍ର ସେମାନେ ଶାସ୍ତି ଗ୍ରହଣ କରିବାକୁ ଅସ୍ୱୀକାର କରିଅଛନ୍ତି; ସେମାନେ ଆପଣା ଆପଣା ମୁଖ ପାଷାଣ ଅପେକ୍ଷା କଠିନ କରିଅଛନ୍ତି; ସେମାନେ ଫେରି ଆସିବାକୁ ଅସ୍ୱୀକାର କରିଅଛନ୍ତି। Faic an caibideilପବିତ୍ର ବାଇବଲ (Re-edited) - (BSI)3 ହେ ସଦାପ୍ରଭୁ, ତୁମ୍ଭର ଚକ୍ଷୁ କʼଣ ସତ୍ୟତା ପ୍ରତି ଦୃଷ୍ଟି ନ କରେ? ତୁମ୍ଭେ ସେମାନଙ୍କୁ ପ୍ରହାର କରିଅଛ, ମାତ୍ର ସେମାନେ ଦୁଃଖିତ ହେଲେ ନାହିଁ; ତୁମ୍ଭେ ସେମାନଙ୍କୁ ଜୀର୍ଣ୍ଣ କରିଅଛ, ମାତ୍ର ସେମାନେ ଶାସ୍ତି ଗ୍ରହଣ କରିବାକୁ ଅସ୍ଵୀକାର କରିଅଛନ୍ତି; ସେମାନେ ଆପଣା ଆପଣା ମୁଖ ପାଷାଣ ଅପେକ୍ଷା କଠିନ କରିଅଛନ୍ତି; ସେମାନେ ଫେରି ଆସିବାକୁ ଅସ୍ଵୀକାର କରିଅଛନ୍ତି । Faic an caibideilଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT3 ହେ ସଦାପ୍ରଭୁ, ତୁମ୍ଭର ଚକ୍ଷୁ କʼଣ ସତ୍ୟତା ପ୍ରତି ଦୃଷ୍ଟି ନ କରେ? ତୁମ୍ଭେ ସେମାନଙ୍କୁ ପ୍ରହାର କରିଅଛ, ମାତ୍ର ସେମାନେ ଦୁଃଖିତ ହେଲେ ନାହିଁ; ତୁମ୍ଭେ ସେମାନଙ୍କୁ ଜୀର୍ଣ୍ଣ କରିଅଛ, ମାତ୍ର ସେମାନେ ଶାସ୍ତି ଗ୍ରହଣ କରିବାକୁ ଅସ୍ୱୀକାର କରିଅଛନ୍ତି; ସେମାନେ ଆପଣା ଆପଣା ମୁଖ ପାଷାଣ ଅପେକ୍ଷା କଠିନ କରିଅଛନ୍ତି; ସେମାନେ ଫେରି ଆସିବାକୁ ଅସ୍ୱୀକାର କରିଅଛନ୍ତି। Faic an caibideilପବିତ୍ର ବାଇବଲ3 ହେ ସଦାପ୍ରଭୁ, ମୁଁ ଜାଣୁଛି, ତୁମ୍ଭେ ସେମାନଙ୍କୁ ସତ୍ୟ ଓ ବିଶ୍ୱସ୍ତ ହେବାକୁ ଗ୍ଭହଁ। ସେମାନଙ୍କୁ ପ୍ରହାର କରିଅଛ। ମାତ୍ର ସେମାନେ ଅନୁତପ୍ତ ନୁହନ୍ତି। ତୁମ୍ଭେ ସେମାନଙ୍କୁ ଜୀର୍ଣ୍ଣ କରିଅଛ। ମାତ୍ର ସେମାନେ ଶାସ୍ତି ଗ୍ରହଣ କରିବାକୁ ଅସ୍ୱୀକାର କରିଅଛନ୍ତି। ସେମାନେ ନିଜ ନିଜ ମୁଖ ପାଷାଣଠାରୁ ଅଧିକ କଠିନ କରିଅଛନ୍ତି। ସେମାନେ କୁପଥରୁ ଫେରିବାକୁ ଇଚ୍ଛା କରି ନାହାନ୍ତି। Faic an caibideil |
“ଆମ୍ଭେ ତୁମ୍ଭମାନଙ୍କ ମଧ୍ୟରୁ ମିସର ଦେଶର ମହାମାରୀ ତୁଲ୍ୟ ମହାମାରୀ ପଠାଇଅଛୁ; ତୁମ୍ଭମାନଙ୍କର ଯୁବାଗଣକୁ ଆମ୍ଭେ ଖଡ୍ଗରେ ସଂହାର କରିଅଛୁ ଓ ତୁମ୍ଭମାନଙ୍କର ଅଶ୍ୱଗଣକୁ ନେଇ ଯାଇଅଛୁ; ପୁଣି, ଆମ୍ଭେ ତୁମ୍ଭମାନଙ୍କର ଛାଉଣି ସ୍ଥାନର ଦୁର୍ଗନ୍ଧ ତୁମ୍ଭମାନଙ୍କର ନାସିକା ପର୍ଯ୍ୟନ୍ତ ହିଁ ପ୍ରବେଶ କରାଇଅଛୁ; ତଥାପି ତୁମ୍ଭେମାନେ ଆମ୍ଭ ପ୍ରତି ଫେରି ନାହଁ।” ଏହା ସଦାପ୍ରଭୁ କହନ୍ତି।