ଯିରିମୀୟ 51:7 - ଓଡିଆ ବାଇବେଲ7 ବାବିଲ ସଦାପ୍ରଭୁଙ୍କ ହସ୍ତରେ ଏକ ସୁବର୍ଣ୍ଣ ପାତ୍ର ସ୍ୱରୂପ ହୋଇଅଛି, ତାହା ସମୁଦାୟ ପୃଥିବୀକୁ ମତ୍ତ କରିଅଛି; ଗୋଷ୍ଠୀୟମାନେ ତାହାର ଦ୍ରାକ୍ଷାରସ ପାନ କରିଅଛନ୍ତି; ଏହେତୁ ଗୋଷ୍ଠୀୟମାନେ ପାଗଳ ହୋଇଅଛନ୍ତି। Faic an caibideilପବିତ୍ର ବାଇବଲ (Re-edited) - (BSI)7 ବାବିଲ ସଦାପ୍ରଭୁଙ୍କ ହସ୍ତରେ ଏକ ସୁବର୍ଣ୍ଣ ପାତ୍ର ସ୍ଵରୂପ ହୋଇଅଛି, ତାହା ସମୁଦାୟ ପୃଥିବୀକି ମତ୍ତ କରିଅଛି; ଗୋଷ୍ଠୀୟମାନେ ତାହାର ଦ୍ରାକ୍ଷାରସ ପାନ କରିଅଛନ୍ତି; ଏହେତୁ ଗୋଷ୍ଠୀୟମାନେ ଉନ୍ମତ୍ତ ଅଟନ୍ତି। Faic an caibideilଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT7 ବାବିଲ ସଦାପ୍ରଭୁଙ୍କ ହସ୍ତରେ ଏକ ସୁବର୍ଣ୍ଣ ପାତ୍ର ସ୍ୱରୂପ ହୋଇଅଛି, ତାହା ସମୁଦାୟ ପୃଥିବୀକୁ ମତ୍ତ କରିଅଛି; ଗୋଷ୍ଠୀୟମାନେ ତାହାର ଦ୍ରାକ୍ଷାରସ ପାନ କରିଅଛନ୍ତି; ଏହେତୁ ଗୋଷ୍ଠୀୟମାନେ ପାଗଳ ହୋଇଅଛନ୍ତି। Faic an caibideilପବିତ୍ର ବାଇବଲ7 ବାବିଲ ସଦାପ୍ରଭୁଙ୍କ ହସ୍ତରେ ଏକ ସୁବର୍ଣ୍ଣ ପାତ୍ର ସ୍ୱରୂପ ହୋଇଅଛି। ତାହା ସମଗ୍ର ପୃଥିବୀକୁ ମତୁଆଳ କରିଅଛି। ଗୋଷ୍ଠୀମାନେ ତାହାର ଦ୍ରାକ୍ଷାରସ ପାନ କରିଅଛନ୍ତି। ତେଣୁ ସେମାନେ ଉନ୍ମତ୍ତ ହୋଇଅଛନ୍ତି। Faic an caibideil |
ଏଥିପାଇଁ ଦେଖ, ଆମ୍ଭେ ଲୋକ ପଠାଇ ଉତ୍ତର ଦିଗସ୍ଥିତ ସମସ୍ତ ଗୋଷ୍ଠୀଙ୍କୁ, ପୁଣି ଆମ୍ଭର ଦାସ ବାବିଲର ରାଜା ନବୂଖଦ୍ନିତ୍ସରକୁ ନେଇ ଏହି ଦେଶ ବିରୁଦ୍ଧରେ ଓ ତନ୍ନିବାସୀମାନଙ୍କ ବିରୁଦ୍ଧରେ ଓ ତହିଁର ଚତୁର୍ଦ୍ଦିଗସ୍ଥ ଏହିସବୁ ଗୋଷ୍ଠୀ ବିରୁଦ୍ଧରେ ଆଣିବା; ଆଉ, ଆମ୍ଭେ ସେମାନଙ୍କୁ ନିଃଶେଷ ରୂପେ ବିନାଶ କରିବା ଓ ସେମାନଙ୍କୁ ବିସ୍ମୟ ଓ ଶୀସ୍ ଶବ୍ଦର ବିଷୟ ଓ ଚିର କାଳର ଉତ୍ସନ୍ନ ସ୍ଥାନ କରିବା।