ଯିରିମୀୟ 6:10 - ଓଡିଆ ବାଇବେଲ10 ସେମାନେ ଯେପରି ଶୁଣିବେ, ଏଥିପାଇଁ ମୁଁ କାହାକୁ କହିବି ଓ କାହାକୁ ସାକ୍ଷ୍ୟ ଦେବି ? ଦେଖ, ସେମାନଙ୍କର କର୍ଣ୍ଣ ବନ୍ଦ ଅଛି ଓ ସେମାନେ ଶୁଣି ପାରନ୍ତି ନାହିଁ; ଦେଖ, ସଦାପ୍ରଭୁଙ୍କର ବାକ୍ୟ ସେମାନଙ୍କ ନିକଟରେ ତୁଚ୍ଛନୀୟ ହୋଇଅଛି; ତହିଁରେ ସେମାନଙ୍କର କିଛି ଆହ୍ଲାଦ ନାହିଁ। Faic an caibideilପବିତ୍ର ବାଇବଲ (Re-edited) - (BSI)10 ସେମାନେ ଯେପରି ଶୁଣିବେ, ଏଥିପାଇଁ ମୁଁ କାହାକୁ କହିବି ଓ କାହାକୁ ସାକ୍ଷ୍ୟ ଦେବି? ଦେଖ, ସେମାନଙ୍କର କର୍ଣ୍ଣ ଅସୁନ୍ନତ ଓ ସେମାନେ ଶୁଣି ପାରନ୍ତି ନାହିଁ; ଦେଖ, ସଦାପ୍ରଭୁଙ୍କର ବାକ୍ୟ ସେମାନଙ୍କ ନିକଟରେ ତୁଚ୍ଛନୀୟ ହୋଇଅଛି ; ତହିଁରେ ସେମାନଙ୍କର କିଛି ଆହ୍ଲାଦ ନାହିଁ। Faic an caibideilଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT10 ସେମାନେ ଯେପରି ଶୁଣିବେ, ଏଥିପାଇଁ ମୁଁ କାହାକୁ କହିବି ଓ କାହାକୁ ସାକ୍ଷ୍ୟ ଦେବି? ଦେଖ, ସେମାନଙ୍କର କର୍ଣ୍ଣ ବନ୍ଦ ଅଛି ଓ ସେମାନେ ଶୁଣି ପାରନ୍ତି ନାହିଁ; ଦେଖ, ସଦାପ୍ରଭୁଙ୍କର ବାକ୍ୟ ସେମାନଙ୍କ ନିକଟରେ ତୁଚ୍ଛନୀୟ ହୋଇଅଛି; ତହିଁରେ ସେମାନଙ୍କର କିଛି ଆହ୍ଲାଦ ନାହିଁ। Faic an caibideilପବିତ୍ର ବାଇବଲ10 ମୁଁ କାହାକୁ କହିବି? କାହାକୁ ମୁଁ ସତର୍କ କରିବି? କିଏ ବା ମୋ’ କଥା ଶୁଣିବ? ଇସ୍ରାଏଲର ଲୋକମାନେ ସେମାନଙ୍କର କର୍ଣ୍ଣ ବନ୍ଦ କରିଛନ୍ତି, ତେଣୁ ସେମାନେ ମୋ’ କଥା ଶୁଣି ପାରନ୍ତି ନାହିଁ। ସେମାନେ ସଦାପ୍ରଭୁଙ୍କ ବାକ୍ୟ ଶୁଣିବାକୁ ଆଗ୍ରହ କରନ୍ତି ନାହିଁ। ତାଙ୍କର ବାର୍ତ୍ତା ଶୁଣିବାକୁ ଇଚ୍ଛା କରନ୍ତି ନାହିଁ। Faic an caibideil |