ଯିରିମୀୟ 7:25 - ଓଡିଆ ବାଇବେଲ25 ତୁମ୍ଭମାନଙ୍କର ପୂର୍ବପୁରୁଷମାନେ ମିସର ଦେଶରୁ ବାହାର ହୋଇ ଆସିବା ଦିନଠାରୁ ଆଜି ପର୍ଯ୍ୟନ୍ତ ଆମ୍ଭେ ଆପଣାର ସମସ୍ତ ଦାସ ଭବିଷ୍ୟଦ୍ବକ୍ତାମାନଙ୍କୁ ପଠାଇବା ନିମନ୍ତେ ନିତ୍ୟ ନିତ୍ୟ ପ୍ରତ୍ୟୁଷରେ ଉଠି ତୁମ୍ଭମାନଙ୍କ ନିକଟକୁ ସେମାନଙ୍କୁ ପଠାଇଅଛୁ; Faic an caibideilପବିତ୍ର ବାଇବଲ (Re-edited) - (BSI)25 ତୁମ୍ଭମାନଙ୍କର ପୂର୍ବପୁରୁଷମାନେ ମିସର ଦେଶରୁ ବାହାର ହୋଇ ଆସିବା ଦିନଠାରୁ ଆଜି ପର୍ଯ୍ୟନ୍ତ ଆମ୍ଭେ ଆପଣାର ସମସ୍ତ ଦାସ ଭବିଷ୍ୟଦ୍ବକ୍ତାମାନଙ୍କୁ ପଠାଇବା ନିମନ୍ତେ ନିତ୍ୟ ନିତ୍ୟ ପ୍ରତ୍ୟୁଷରେ ଉଠି ତୁମ୍ଭମାନଙ୍କ ନିକଟକୁ ସେମାନଙ୍କୁ ପଠାଇଅଛୁ; Faic an caibideilଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT25 ତୁମ୍ଭମାନଙ୍କର ପୂର୍ବପୁରୁଷମାନେ ମିସର ଦେଶରୁ ବାହାର ହୋଇ ଆସିବା ଦିନଠାରୁ ଆଜି ପର୍ଯ୍ୟନ୍ତ ଆମ୍ଭେ ଆପଣାର ସମସ୍ତ ଦାସ ଭବିଷ୍ୟଦ୍ବକ୍ତାମାନଙ୍କୁ ପଠାଇବା ନିମନ୍ତେ ନିତ୍ୟ ନିତ୍ୟ ପ୍ରତ୍ୟୁଷରେ ଉଠି ତୁମ୍ଭମାନଙ୍କ ନିକଟକୁ ସେମାନଙ୍କୁ ପଠାଇଅଛୁ; Faic an caibideilପବିତ୍ର ବାଇବଲ25 ତୁମ୍ଭମାନଙ୍କର ପୂର୍ବପୁରୁଷମାନଙ୍କୁ ମିଶରରୁ ବାହାର କରି ଆଣିବା ଦିନଠାରୁ ଆଜି ପର୍ଯ୍ୟନ୍ତ ଆମ୍ଭେ ଆମ୍ଭର ସମସ୍ତ ଦାସ ଭବିଷ୍ୟଦ୍ବକ୍ତାମାନଙ୍କୁ ପଠାଇବା ନିମନ୍ତେ ଦିନେ ଛଡ଼ା ଦିନେ ଉଠି ତୁମ୍ଭମାନଙ୍କ ପାଖକୁ ସେମାନଙ୍କୁ ପାଇଅଛୁ। Faic an caibideil |
ରେଖବର ପୁତ୍ର ଯିହୋନାଦବ୍ ଆପଣା ସନ୍ତାନଗଣକୁ ଦ୍ରାକ୍ଷାରସ ପାନ ନ କରିବା ପାଇଁ ଯେଉଁ ଆଜ୍ଞା ଦେଇଥିଲା, ତାହାର ସେହି ବାକ୍ୟ ପ୍ରତିପାଳିତ ହେଉଅଛି ଓ ସେମାନେ ଆଜି ପର୍ଯ୍ୟନ୍ତ ଦ୍ରାକ୍ଷାରସ ପାନ କରନ୍ତି ନାହିଁ; କାରଣ ସେମାନେ ଆପଣା ପିତୃପୁରୁଷର ଆଜ୍ଞା ପାଳନ କରନ୍ତି, ମାତ୍ର ଆମ୍ଭେ ତୁମ୍ଭମାନଙ୍କୁ କହିଅଛୁ, ପ୍ରଭାତରେ ଉଠି କହିଅଛୁ; ଆଉ, ତୁମ୍ଭେମାନେ ଆମ୍ଭ କଥାରେ ମନୋଯୋଗ କରି ନାହଁ।
ମଧ୍ୟ ଆମ୍ଭେ ଆପଣାର ସମସ୍ତ ଦାସ ଭବିଷ୍ୟଦ୍ବକ୍ତାଗଣଙ୍କୁ ତୁମ୍ଭମାନଙ୍କ ନିକଟକୁ ପଠାଇଅଛୁ, ପ୍ରଭାତରେ ଉଠି ସେମାନଙ୍କୁ ପଠାଇ ତୁମ୍ଭମାନଙ୍କୁ କହିଅଛୁ, ତୁମ୍ଭେମାନେ ପ୍ରତ୍ୟେକେ ଏବେ ଆପଣା ଆପଣା କୁପଥରୁ ଫେର, ଆପଣମାନଙ୍କର ଆଚରଣ ସୁଧରାଅ ଓ ଅନ୍ୟ ଦେବଗଣର ସେବା କରିବା ନିମନ୍ତେ ସେମାନଙ୍କର ପଶ୍ଚାଦ୍ଗାମୀ ହୁଅ ନାହିଁ, ତହିଁରେ ତୁମ୍ଭମାନଙ୍କୁ ଓ ତୁମ୍ଭମାନଙ୍କର ପିତୃପୁରୁଷମାନଙ୍କୁ ଆମ୍ଭର ଦତ୍ତ ଦେଶରେ ତୁମ୍ଭେମାନେ ବାସ କରିବ; ମାତ୍ର ତୁମ୍ଭେମାନେ କର୍ଣ୍ଣପାତ କରି ନାହଁ, କିଅବା ଆମ୍ଭ ବାକ୍ୟରେ ମନୋଯୋଗ କରି ନାହଁ।