ଯିରିମୀୟ 7:7 - ଓଡିଆ ବାଇବେଲ7 ତେବେ ଆମ୍ଭେ ତୁମ୍ଭମାନଙ୍କୁ ଏହି ସ୍ଥାନରେ, ପୁରାତନ କାଳରୁ ଅନନ୍ତ କାଳ ପର୍ଯ୍ୟନ୍ତ ତୁମ୍ଭମାନଙ୍କର ପୂର୍ବପୁରୁଷମାନଙ୍କୁ ଆମ୍ଭର ଦତ୍ତ ଏହି ଦେଶରେ ବାସ କରାଇବା। Faic an caibideilପବିତ୍ର ବାଇବଲ (Re-edited) - (BSI)7 ତେବେ ଆମ୍ଭେ ତୁମ୍ଭମାନଙ୍କୁ ଏହି ସ୍ଥାନରେ, ପୁରାତନ କାଳରୁ ଅନ; କାଳ ପର୍ଯ୍ୟନ୍ତ ତୁମ୍ଭମାନଙ୍କର ପୂର୍ବପୁରୁଷମାନଙ୍କୁ ଆମ୍ଭର ଦତ୍ତ ଏହି ଦେଶରେ ବାସ କରାଇବା। Faic an caibideilଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT7 ତେବେ ଆମ୍ଭେ ତୁମ୍ଭମାନଙ୍କୁ ଏହି ସ୍ଥାନରେ, ପୁରାତନ କାଳରୁ ଅନନ୍ତକାଳ ପର୍ଯ୍ୟନ୍ତ ତୁମ୍ଭମାନଙ୍କର ପୂର୍ବପୁରୁଷମାନଙ୍କୁ ଆମ୍ଭର ଦତ୍ତ ଏହି ଦେଶରେ ବାସ କରାଇବା। Faic an caibideilପବିତ୍ର ବାଇବଲ7 ତେବେ ଆମ୍ଭେ ତୁମ୍ଭମାନଙ୍କୁ ଓ ତୁମ୍ଭ ପୂର୍ବପୁରୁଷମାନଙ୍କୁ ଆମ୍ଭ ଦତ୍ତ ଦେଶ ଅନନ୍ତକାଳ ପର୍ଯ୍ୟନ୍ତ ଉପଭୋଗ କରିବାକୁ ଦେବା। Faic an caibideil |
ମଧ୍ୟ ଆମ୍ଭେ ଆପଣାର ସମସ୍ତ ଦାସ ଭବିଷ୍ୟଦ୍ବକ୍ତାଗଣଙ୍କୁ ତୁମ୍ଭମାନଙ୍କ ନିକଟକୁ ପଠାଇଅଛୁ, ପ୍ରଭାତରେ ଉଠି ସେମାନଙ୍କୁ ପଠାଇ ତୁମ୍ଭମାନଙ୍କୁ କହିଅଛୁ, ତୁମ୍ଭେମାନେ ପ୍ରତ୍ୟେକେ ଏବେ ଆପଣା ଆପଣା କୁପଥରୁ ଫେର, ଆପଣମାନଙ୍କର ଆଚରଣ ସୁଧରାଅ ଓ ଅନ୍ୟ ଦେବଗଣର ସେବା କରିବା ନିମନ୍ତେ ସେମାନଙ୍କର ପଶ୍ଚାଦ୍ଗାମୀ ହୁଅ ନାହିଁ, ତହିଁରେ ତୁମ୍ଭମାନଙ୍କୁ ଓ ତୁମ୍ଭମାନଙ୍କର ପିତୃପୁରୁଷମାନଙ୍କୁ ଆମ୍ଭର ଦତ୍ତ ଦେଶରେ ତୁମ୍ଭେମାନେ ବାସ କରିବ; ମାତ୍ର ତୁମ୍ଭେମାନେ କର୍ଣ୍ଣପାତ କରି ନାହଁ, କିଅବା ଆମ୍ଭ ବାକ୍ୟରେ ମନୋଯୋଗ କରି ନାହଁ।