ଯିରିମୀୟ 8:3 - ଓଡିଆ ବାଇବେଲ3 ପୁଣି, ସୈନ୍ୟାଧିପତି ସଦାପ୍ରଭୁ କହନ୍ତି, “ଏହି ଦୁଷ୍ଟ ବଂଶକୁ ଆମ୍ଭେ ଯେଉଁ ଯେଉଁ ସ୍ଥାନକୁ ତଡ଼ି ଦେଇଅଛୁ, ସେସବୁ ସ୍ଥାନରେ ସେମାନଙ୍କର ଅବଶିଷ୍ଟ ଥିବା ସମସ୍ତଙ୍କ ପ୍ରତି ଜୀବନ ଅପେକ୍ଷା ବରଞ୍ଚ ମୃତ୍ୟୁୁ ବାଞ୍ଛନୀୟ ହେବ। Faic an caibideilପବିତ୍ର ବାଇବଲ (Re-edited) - (BSI)3 ପୁଣି, ସୈନ୍ୟାଧିପତି ସଦାପ୍ରଭୁ କହନ୍ତି, ଏହି ଦୁଷ୍ଟ ବଂଶକୁ ଆମ୍ଭେ ଯେଉଁ ଯେଉଁ ସ୍ଥାନକୁ ତଡ଼ି ଦେଇଅଛୁ, ସେସବୁ ସ୍ଥାନରେ ସେମାନଙ୍କର ଅବଶିଷ୍ଟ ଥିବା ସମସ୍ତଙ୍କ ପ୍ରତି ଜୀବନ ଅପେକ୍ଷା ବରଞ୍ଚ ମୃତ୍ୟୁ ବାଞ୍ଛନୀୟ ହେବ। Faic an caibideilଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT3 ପୁଣି, ସୈନ୍ୟାଧିପତି ସଦାପ୍ରଭୁ କହନ୍ତି, ଏହି ଦୁଷ୍ଟ ବଂଶକୁ ଆମ୍ଭେ ଯେଉଁ ଯେଉଁ ସ୍ଥାନକୁ ତଡ଼ି ଦେଇଅଛୁ, ସେସବୁ ସ୍ଥାନରେ ସେମାନଙ୍କର ଅବଶିଷ୍ଟ ଥିବା ସମସ୍ତଙ୍କ ପ୍ରତି ଜୀବନ ଅପେକ୍ଷା ବରଞ୍ଚ ମୃତ୍ୟୁୁ ବାଞ୍ଛନୀୟ ହେବ। Faic an caibideilପବିତ୍ର ବାଇବଲ3 ପୁଣି ସଦାପ୍ରଭୁ କହନ୍ତି, “ଏହି ଦୁଷ୍ଟ ବଂଶକୁ ଆମ୍ଭେ ଯେଉଁ ଯେଉଁ ସ୍ଥାନକୁ ତଡ଼ି ଦେଇଅଛୁ, ସେସବୁ ସ୍ଥାନରେ ସେମାନଙ୍କର ଅବଶିଷ୍ଟ ଲୋକମାନେ ବଞ୍ଚିବା ଅପେକ୍ଷା ବରଂ ମରିବାକୁ ପସନ୍ଦ କରିବେ।” Faic an caibideil |
ସଦାପ୍ରଭୁ କହନ୍ତି, “ଆମ୍ଭେ ତୁମ୍ଭମାନଙ୍କୁ ଆମ୍ଭର ଉଦ୍ଦେଶ୍ୟ ପାଇବାକୁ ଦେବା, ପୁଣି, ଆମ୍ଭେ ତୁମ୍ଭମାନଙ୍କର ବନ୍ଦୀତ୍ୱାବସ୍ଥା ପରିବର୍ତ୍ତନ କରିବା ଓ ଯେଉଁ ସକଳ ଜାତିମାନଙ୍କ ମଧ୍ୟକୁ, ଯେସକଳ ସ୍ଥାନକୁ ଆମ୍ଭେ ତୁମ୍ଭମାନଙ୍କୁ ତଡ଼ି ଦେଇଅଛୁ, ସେହିସବୁ ସ୍ଥାନରୁ ଆମ୍ଭେ ତୁମ୍ଭମାନଙ୍କୁ ସଂଗ୍ରହ କରିବା,” ଏହା ସଦାପ୍ରଭୁ କହନ୍ତି; “ଆଉ, ଆମ୍ଭେ ଯେଉଁ ସ୍ଥାନରୁ ତୁମ୍ଭମାନଙ୍କୁ ନିର୍ବାସିତ କରାଇଅଛୁ, ସେହି ସ୍ଥାନକୁ ପୁନର୍ବାର ଆଣିବା।”