ଯିରିମୀୟ 9:22 - ଓଡିଆ ବାଇବେଲ
22 କୁହ, ସଦାପ୍ରଭୁ ଏହି କଥା କହନ୍ତି, “ମନୁଷ୍ୟମାନଙ୍କର ଶବ ଖତ ପରି ଓ ଶସ୍ୟଚ୍ଛେଦକର ପଶ୍ଚାତ୍ ପଡ଼ିଥିବା ଅଳ୍ପ ଅଳ୍ପ ଶସ୍ୟ ପରି କ୍ଷେତ୍ରରେ ପଡ଼ି ରହିବ, କେହି ସେସବୁକୁ ସଂଗ୍ରହ କରିବେ ନାହିଁ।”
Faic an caibideil Dèan lethbhreac
22 କୁହ, ସଦାପ୍ରଭୁ ଏହି କଥା କହନ୍ତି, ମନୁଷ୍ୟ-ମାନଙ୍କର ଶବ ଖତ ପରି ଓ ଶସ୍ୟଚ୍ଛେଦକର ପଶ୍ଚାତ୍ ପଡ଼ିଥିବା ଅଳ୍ପ ଅଳ୍ପ ଶସ୍ୟ ପରି କ୍ଷେତ୍ରରେ ପଡ଼ି ରହିବ, କେହି ସେସବୁକୁ ସଂଗ୍ରହ କରିବେ ନାହିଁ।
Faic an caibideil Dèan lethbhreac
22 କୁହ, “ସଦାପ୍ରଭୁ ଏହି କଥା କହନ୍ତି, ‘ମନୁଷ୍ୟମାନଙ୍କର ଶବ ଖତ ପରି ଓ ଶସ୍ୟଚ୍ଛେଦକର ପଶ୍ଚାତ୍ ପଡ଼ିଥିବା ଅଳ୍ପ ଅଳ୍ପ ଶସ୍ୟ ପରି କ୍ଷେତ୍ରରେ ପଡ଼ି ରହିବ, କେହି ସେସବୁକୁ ସଂଗ୍ରହ କରିବେ ନାହିଁ।’”
Faic an caibideil Dèan lethbhreac
22 ଯିରିମିୟ ଏହା କହନ୍ତି, “ସଦାପ୍ରଭୁଙ୍କ ବାକ୍ୟାନୁସାରେ ‘ମନୁଷ୍ୟମାନଙ୍କର ଶବ ଖତପରି କ୍ଷେତ୍ରରେ ପଡ଼ି ରହିବ ଆଉ ଶସ୍ୟ ଚ୍ଛେଦନକାରୀର ଶସ୍ୟ ପଛରେ ପଡ଼ିଲା ପରି ସେମାନେ କ୍ଷେତ୍ରରେ ପଡ଼ି ରହିବେ। କେହି ସେମାନଙ୍କୁ ସଂଗ୍ରହ କରିବାକୁ ନ ଥିବେ।’”
Faic an caibideil Dèan lethbhreac