Biblia Todo Logo
Bìoball air-loidhne

- Sanasan -




ଯିହୋଶୂୟ 1:16 - ଓଡିଆ ବାଇବେଲ

16 ଏଥିରେ ସେମାନେ ଯିହୋଶୂୟଙ୍କୁ ଉତ୍ତର ଦେଇ କହିଲେ, ତୁମ୍ଭେ ଆମ୍ଭମାନଙ୍କୁ ଯାହା ଯାହା ଆଜ୍ଞା କରିଅଛ, ତାହାସବୁ ଆମ୍ଭେମାନେ କରିବୁ ଓ ତୁମ୍ଭେ ଆମ୍ଭମାନଙ୍କୁ ଯେକୌଣସି ସ୍ଥାନକୁ ପଠାଇବ; ଆମ୍ଭେମାନେ ସେସ୍ଥାନକୁ ଯିବୁ।

Faic an caibideil Dèan lethbhreac

ପବିତ୍ର ବାଇବଲ (Re-edited) - (BSI)

16 ଏଥିରେ ସେମାନେ ଯିହୋଶୂୟଙ୍କୁ ଉତ୍ତର ଦେଇ କହିଲେ, ତୁମ୍ଭେ ଆମ୍ଭମାନଙ୍କୁ ଯାହା ଯାହା ଆଜ୍ଞା କରିଅଛ, ତାହାସବୁ ଆମ୍ଭେମାନେ କରିବୁ ଓ ତୁମ୍ଭେ ଆମ୍ଭମାନଙ୍କୁ ଯେକୌଣସି ସ୍ଥାନକୁ ପଠାଇବ; ଆମ୍ଭେମାନେ ସେସ୍ଥାନକୁ ଯିବୁ।

Faic an caibideil Dèan lethbhreac

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

16 ଏଥିରେ ସେମାନେ ଯିହୋଶୂୟଙ୍କୁ ଉତ୍ତର ଦେଇ କହିଲେ, “ତୁମ୍ଭେ ଆମ୍ଭମାନଙ୍କୁ ଯାହା ଯାହା ଆଜ୍ଞା କରିଅଛ, ତାହାସବୁ ଆମ୍ଭେମାନେ କରିବୁ ଓ ତୁମ୍ଭେ ଆମ୍ଭମାନଙ୍କୁ ଯେକୌଣସି ସ୍ଥାନକୁ ପଠାଇବ; ଆମ୍ଭେମାନେ ସେସ୍ଥାନକୁ ଯିବୁ।

Faic an caibideil Dèan lethbhreac

ପବିତ୍ର ବାଇବଲ

16 ତା'ପରେ ଯିହୋଶୂୟଙ୍କୁ ଉତ୍ତର ଦେଇ ଲୋକମାନେ କହିଲେ, “ତୁମ୍ଭେ ଆମ୍ଭକୁ ଯେଉଁ ଆଦେଶ ଦେଇଅଛ, ଆମ୍ଭେ ତାହା ପାଳନ କରିବୁ। ତୁମ୍ଭେ ଯେଉଁଠାକୁ କହିବ, ଆମ୍ଭେ ଯିବୁ।

Faic an caibideil Dèan lethbhreac




ଯିହୋଶୂୟ 1:16
10 Iomraidhean Croise  

ଉଠନ୍ତୁ, କାରଣ ଆପଣଙ୍କ ଉପରେ ଏହି କାର୍ଯ୍ୟର ଭାର ଅଛି ଓ ଆମ୍ଭେମାନେ ଆପଣଙ୍କର ସହକାରୀ ଅଛୁ; ସାହସିକ ହୋଇ ଏହି କାର୍ଯ୍ୟ କରନ୍ତୁ।”


ତେବେ ଗାଦ୍‍-ସନ୍ତାନଗଣ ଓ ରୁବେନ୍‍-ସନ୍ତାନଗଣ ମୋଶାଙ୍କୁ କହିଲେ, “ଆମ୍ଭମାନଙ୍କର ପ୍ରଭୁ ଯାହା ଆଜ୍ଞା କଲେ, ତଦନୁସାରେ ତୁମ୍ଭର ଦାସମାନେ କର୍ମ କରିବେ।


ତହିଁରେ ଗାଦ୍‍-ସନ୍ତାନଗଣ ଓ ରୁବେନ୍‍-ସନ୍ତାନଗଣ ଉତ୍ତର ଦେଇ କହିଲେ, “ସଦାପ୍ରଭୁ ଆପଣା ଦାସମାନଙ୍କୁ ଯାହା କହିଅଛନ୍ତି, ତଦନୁସାରେ ଆମ୍ଭେମାନେ କର୍ମ କରିବୁ।


ମୋଶା ନୂନର ପୁତ୍ର ଯିହୋଶୂୟଙ୍କର ମସ୍ତକରେ ହସ୍ତାର୍ପଣ କରିଥିବାରୁ ସେ ଜ୍ଞାନଦାୟକ ଆତ୍ମାରେ ପରିପୂର୍ଣ୍ଣ ଥିଲେ; ପୁଣି ଇସ୍ରାଏଲ ସନ୍ତାନଗଣ ତାଙ୍କର କଥା ଶୁଣି ମୋଶାଙ୍କ ପ୍ରତି ସଦାପ୍ରଭୁଙ୍କ ଆଜ୍ଞାନୁସାରେ କର୍ମ କରିବାକୁ ଲାଗିଲେ।


ସଦାପ୍ରଭୁ ଆମ୍ଭମାନଙ୍କ ପରମେଶ୍ୱର ଯାହା କହିବେ, ତୁମ୍ଭେ ନିକଟକୁ ଯାଇ ତାହା ଶୁଣ; ପୁଣି ସଦାପ୍ରଭୁ ଆମ୍ଭମାନଙ୍କ ପରମେଶ୍ୱର ତୁମ୍ଭକୁ ଯାହା କହିବେ, ସେସମସ୍ତ କଥା ତୁମ୍ଭେ ଆମ୍ଭମାନଙ୍କୁ କୁହ; ଆମ୍ଭେମାନେ ତାହା ଶୁଣି ପାଳନ କରିବା।


କର୍ତ୍ତୃପକ୍ଷ ଓ କ୍ଷମତା ପ୍ରାପ୍ତ ବ୍ୟକ୍ତିମାନଙ୍କର ବଶୀଭୂତ ଓ ବାଧ୍ୟ ହେବାକୁ ପୁଣି, ସମସ୍ତ ପ୍ରକାର ସତ୍କର୍ମ କରିବା ନିମନ୍ତେ ପ୍ରସ୍ତୁତ ହେବାକୁ,


ପୁଣି ସଦାପ୍ରଭୁ ତୁମ୍ଭମାନଙ୍କୁ ଯେପରି ବିଶ୍ରାମ ଦେଇଅଛନ୍ତି, ସେପରି ତୁମ୍ଭମାନଙ୍କ ଭାଇମାନଙ୍କୁ ବିଶ୍ରାମ ଦେବା ଯାଏ, ମଧ୍ୟ ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱର ସେମାନଙ୍କୁ ଯେଉଁ ଦେଶ ଦେବାକୁ ଉଦ୍ୟତ ଅଛନ୍ତି, ତାହା ସେମାନେ ଅଧିକାର କରିବାଯାଏ ତୁମ୍ଭେମାନେ ସେମାନଙ୍କର ଉପକାର କରିବ; ତହିଁ ଉତ୍ତାରେ ଯର୍ଦ୍ଦନର ପୂର୍ବ ପାରିରେ ସୂର୍ଯ୍ୟୋଦୟ ଦିଗରେ ସଦାପ୍ରଭୁଙ୍କ ସେବକ ମୋଶା ତୁମ୍ଭମାନଙ୍କୁ ଯେଉଁ ଦେଶ ଦେଇଅଛନ୍ତି, ତୁମ୍ଭେମାନେ ଆପଣାମାନଙ୍କ ସେହି ଅଧିକୃତ ଦେଶକୁ ଫେରି ଆସି ତାହା ଅଧିକାର କରିବ।


ଆମ୍ଭେମାନେ ସବୁ ବିଷୟରେ ଯେପରି ମୋଶାଙ୍କର କଥା ଶୁଣୁଥିଲୁ, ସେପରି ଆମ୍ଭେମାନେ ତୁମ୍ଭ କଥା ଶୁଣିବୁ। ମାତ୍ର ସଦାପ୍ରଭୁ ତୁମ୍ଭ ପରମେଶ୍ୱର ଯେପରି ମୋଶାଙ୍କ ସଙ୍ଗରେ ଥିଲେ, ସେପରି ସେ ତୁମ୍ଭ ସଙ୍ଗରେ ହେଉନ୍ତୁ।


Lean sinn:

Sanasan


Sanasan