Biblia Todo Logo
Bìoball air-loidhne

- Sanasan -




ଯିହୋଶୂୟ 24:3 - ଓଡିଆ ବାଇବେଲ

3 ତହିଁରେ ଆମ୍ଭେ ତୁମ୍ଭମାନଙ୍କ ପୂର୍ବପୁରୁଷ ଅବ୍ରହାମକୁ ସେହି ନଦୀ ସେପାରିରୁ ନେଇ କିଣାନ ଦେଶର ସର୍ବତ୍ର ଭ୍ରମଣ କରାଇଲୁ ଓ ତାହାର ବଂଶକୁ ବହୁପ୍ରଜ କଲୁ ଓ ତାହାକୁ ଇସ୍‍ହାକ ଦେଲୁ।

Faic an caibideil Dèan lethbhreac

ପବିତ୍ର ବାଇବଲ (Re-edited) - (BSI)

3 ତହିଁରେ ଆମ୍ଭେ ତୁମ୍ଭମାନଙ୍କ ପୂର୍ବପୁରୁଷ ଅବ୍ରହାମକୁ ସେହି ନଦୀ ସେପାରିରୁ ନେଇ କିଣାନ ଦେଶର ସର୍ବତ୍ର ଭ୍ରମଣ କରାଇଲୁ ଓ ତାହାର ବଂଶକୁ ବହୁପ୍ରଜ କଲୁ ଓ ତାହାକୁ ଇସ୍‍ହାକ ଦେଲୁ।

Faic an caibideil Dèan lethbhreac

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

3 ତହିଁରେ ଆମ୍ଭେ ତୁମ୍ଭମାନଙ୍କ ପୂର୍ବପୁରୁଷ ଅବ୍ରହାମଙ୍କୁ ସେହି ନଦୀ ସେପାରିରୁ ନେଇ କିଣାନ ଦେଶର ସର୍ବତ୍ର ଭ୍ରମଣ କରାଇଲୁ ଓ ତାହାର ବଂଶକୁ ବହୁପ୍ରଜ କଲୁ ଓ ତାହାକୁ ଇସ୍‌ହାକ ଦେଲୁ।

Faic an caibideil Dèan lethbhreac

ପବିତ୍ର ବାଇବଲ

3 କିନ୍ତୁ ମୁଁ ସଦାପ୍ରଭୁ ତୁମ୍ଭର ପୂର୍ବପୁରୁଷ ଅବ୍ରହାମଙ୍କୁ ସେ ଭୂମିରୁ ଆଣି ନଦୀ ଏପାରିରେ ରଖିଲି। ମୁଁ ତାଙ୍କୁ କିଣାନ ଦେଶର ସବୁଆଡ଼େ ଆଗେଇ ନେଲି, ଏବଂ ତା'ର ବଂଶକୁ ବହୁ ସନ୍ତାନ ଦେଲି। ଏବଂ ତାକୁ ମଧ୍ୟ ଏକ ପୁତ୍ର ଦେଲି ଯାହାର ନାମ ଇ‌‌ସ୍‌‌ହାକ।

Faic an caibideil Dèan lethbhreac




ଯିହୋଶୂୟ 24:3
7 Iomraidhean Croise  

ଏଥିଉତ୍ତାରେ ସଦାପ୍ରଭୁ ତାଙ୍କୁ ବାହାରକୁ ଆଣି କହିଲେ, “ତୁମ୍ଭେ ଆକାଶକୁ ଦୃଷ୍ଟି କରି ଯଦି ତାରାସମୂହ ଗଣିପାର, ତେବେ ଗଣି କୁହ।” ସେ ଆହୁରି କହିଲେ, “ଏହି ପ୍ରକାର ତୁମ୍ଭର ବଂଶ ହେବ।”


ଯେହେତୁ ଯେଉଁ ସ୍ୱର୍ଗର ସୃଷ୍ଟିକର୍ତ୍ତା ସଦାପ୍ରଭୁ ପରମେଶ୍ୱର ମୋତେ ପୈତୃକ ଗୃହ ଓ ଜନ୍ମ ଦେଶ ମଧ୍ୟରୁ ଆଣିଅଛନ୍ତି ଓ ମୋ’ ସଙ୍ଗେ ଆଳାପ କରିଅଛନ୍ତି, ପୁଣି, ଆମ୍ଭେ ତୁମ୍ଭ ବଂଶକୁ ଏହି ଦେଶ ଦେବା ବୋଲି ଶପଥ କରିଅଛନ୍ତି, ସେ ତୁମ୍ଭ ଅଗ୍ରତେ ଆପଣା ଦୂତ ପଠାଇବେ; ତହିଁରେ ତୁମ୍ଭେ ମୋ’ ପୁତ୍ରର ବିବାହ ନିମନ୍ତେ ସେହିଠାରୁ ଗୋଟିଏ କନ୍ୟା ଆଣିବ।


ଦେଖ, ସନ୍ତାନଗଣ ସଦାପ୍ରଭୁଙ୍କର ଦତ୍ତ ଅଧିକାର ଓ ଗର୍ଭଜାତ ଫଳ ତାହାଙ୍କ ଦତ୍ତ ପୁରସ୍କାର।


Lean sinn:

Sanasan


Sanasan