Biblia Todo Logo
Bìoball air-loidhne

- Sanasan -




ଯିହୋଶୂୟ 3:12 - ଓଡିଆ ବାଇବେଲ

12 ଏନିମନ୍ତେ ତୁମ୍ଭେମାନେ ଇସ୍ରାଏଲର ଏକ ବଂଶରୁ ଏକ ଏକ ଜଣ, ଏରୂପେ ବାର ବଂଶରୁ ବାର ଜଣ ଗ୍ରହଣ କର।

Faic an caibideil Dèan lethbhreac

ପବିତ୍ର ବାଇବଲ (Re-edited) - (BSI)

12 ଏନିମନ୍ତେ ତୁମ୍ଭେମାନେ ଇସ୍ରାଏଲର ଏକ ବଂଶରୁ ଏକ ଏକ ଜଣ, ଏରୂପେ ବାର ବଂଶରୁ ବାର ଜଣ ଗ୍ରହଣ କର।

Faic an caibideil Dèan lethbhreac

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

12 ଏନିମନ୍ତେ ତୁମ୍ଭେମାନେ ଇସ୍ରାଏଲର ଏକ ବଂଶରୁ ଏକ ଏକ ଜଣ, ଏରୂପେ ବାର ବଂଶରୁ ବାର ଜଣ ଗ୍ରହଣ କର।

Faic an caibideil Dèan lethbhreac

ପବିତ୍ର ବାଇବଲ

12 ବର୍ତ୍ତମାନ ତୁମ୍ଭେ ବାର ଜଣ ଲୋକଙ୍କୁ ବାଛ। ତୁମ୍ଭେମାନେ ଇସ୍ରାଏଲର ବାର ପରିବାରରୁ ଜଣ ଜଣ କରି ବାର ଜଣଙ୍କୁ ବାଛ।

Faic an caibideil Dèan lethbhreac




ଯିହୋଶୂୟ 3:12
5 Iomraidhean Croise  

ତୁମ୍ଭେମାନେ ଲୋକମାନଙ୍କର ଏକ ଏକ ବଂଶ ମଧ୍ୟରୁ ଏକ ଏକ ଜଣ, ଏରୂପେ ବାରଗୋଟି ଜଣ ଗ୍ରହଣ କରି


ଆହୁରି ଯେଉଁ ସ୍ଥାନରେ ନିୟମ-ସିନ୍ଦୁକବାହକ ଯାଜକଗଣର ଚରଣ ସ୍ଥଗିତ ଥିଲା, ଯର୍ଦ୍ଦନର ସେହି ସ୍ଥାନରେ ଯିହୋଶୂୟ ବାରଗୋଟି ପ୍ରସ୍ତର ସ୍ଥାପନ କଲେ; ସେସବୁ ଆଜି ପର୍ଯ୍ୟନ୍ତ ସେହି ସ୍ଥାନରେ ଅଛି।


ତେବେ ଯିହୋଶୂୟ ଇସ୍ରାଏଲ ସନ୍ତାନଗଣର ପ୍ରତ୍ୟେକ ବଂଶରୁ ଏକ ଏକ ଜଣ କରି ଯେଉଁ ବାର ଜଣ ନିରୂପଣ କରିଥିଲେ, ସେମାନଙ୍କୁ ଡାକିଲେ;


ସମଗ୍ର ଜଗତର ପ୍ରଭୁ ସଦାପ୍ରଭୁଙ୍କର ସିନ୍ଦୁକ-ବାହକ ଯାଜକମାନଙ୍କ ପଦତଳ ଯର୍ଦ୍ଦନ ଜଳରେ ପ୍ରବିଷ୍ଟ ହେବାମାତ୍ର ସେହି ଯର୍ଦ୍ଦନର ଜଳ, ଅର୍ଥାତ୍‍, ଉର୍ଦ୍ଧ୍ୱ ସ୍ଥାନରୁ ଯେଉଁ ଜଳ ବହି ଆସୁଅଛି, ତାହା କଟା ହେବ ଓ ତାହା ଏକ ରାଶି ହୋଇ ସ୍ଥଗିତ ହେବ।


“ଆମ୍ଭେ ଇସ୍ରାଏଲ-ସନ୍ତାନଗଣଙ୍କୁ ଯେଉଁ କିଣାନ ଦେଶ ଦେବା, ତାହା ଅନୁସନ୍ଧାନ କରିବାକୁ ତୁମ୍ଭେ ଲୋକ ପଠାଅ, ସେମାନଙ୍କର ପ୍ରତ୍ୟେକ ପିତୃବଂଶ ମଧ୍ୟରେ ଯେଉଁମାନେ ଅଧିପତି, ସେମାନଙ୍କୁ ପଠାଅ।”


Lean sinn:

Sanasan


Sanasan