ଯିହୋଶୂୟ 9:1 - ଓଡିଆ ବାଇବେଲ1 ଏଥିଉତ୍ତାରେ ଯର୍ଦ୍ଦନ ଏପାରସ୍ଥ ସମୁଦାୟ ରାଜାଗଣ, ଅର୍ଥାତ୍, ପର୍ବତ ଓ ତଳଭୂମି ନିବାସୀ ଓ ଲିବାନୋନ ସମ୍ମୁଖସ୍ଥ ମହାସମୁଦ୍ରର ସମସ୍ତ ତୀର ନିବାସୀ ହିତ୍ତୀୟ ଓ ଇମୋରୀୟ ଓ କିଣାନୀୟ ଓ ପରିଷୀୟ ଓ ହିବ୍ବୀୟ ଓ ଯିବୂଷୀୟ ରାଜାଗଣ ଏହି କଥା ଶୁଣିଲେ; Faic an caibideilପବିତ୍ର ବାଇବଲ (Re-edited) - (BSI)1 ଅନନ୍ତର ଯର୍ଦ୍ଦନ ଏପାରସ୍ଥ ସମୁଦାୟ ରାଜଗଣ, ଅର୍ଥାତ୍, ପର୍ବତ ଓ ତଳଭୂମି ନିବାସୀ ଓ ଲିବାନୋନ୍ ସମ୍ମୁଖସ୍ଥ ମହାସମୁଦ୍ରର ସମସ୍ତ ତୀର ନିବାସୀ ହିତ୍ତୀୟ ଓ ଇମୋରୀୟ ଓ କିଣାନୀୟ ଓ ପିରିଷୀୟ ଓ ହିବ୍ବୀୟ ଓ ଯିବୁଷୀୟ ରାଜଗଣୟ ଏହି କଥା ଶୁଣିଲେ; Faic an caibideilଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT1 ଏଥିଉତ୍ତାରେ ଯର୍ଦ୍ଦନ ଏପାରସ୍ଥ ସମୁଦାୟ ରାଜାଗଣ, ଅର୍ଥାତ୍, ପର୍ବତ ଓ ତଳଭୂମି ନିବାସୀ ଓ ଲିବାନୋନ ସମ୍ମୁଖସ୍ଥ ମହାସମୁଦ୍ରର ସମସ୍ତ ତୀର ନିବାସୀ ହିତ୍ତୀୟ ଓ ଇମୋରୀୟ ଓ କିଣାନୀୟ ଓ ପରିଷୀୟ ଓ ହିବ୍ବୀୟ ଓ ଯିବୂଷୀୟ ରାଜାଗଣ ଏହି କଥା ଶୁଣିଲେ; Faic an caibideilପବିତ୍ର ବାଇବଲ1 ଯର୍ଦ୍ଦନ ପଶ୍ଚିମ ପାରିସ୍ଥ ସମୁଦାୟ ରାଜଗଣ ଯେଉଁମାନେ ପର୍ବତ, ସମତଳଭୂମି ଓ ଭୂମଧ୍ୟସାଗରର ଉପକୂଳ ବର୍ତ୍ତୀ ଲିବାନୋନ୍ର ଦୂର ଅଞ୍ଚଳରେ ବାସ କରୁଥିଲେ, ଯେଉଁମାନେ ହିତ୍ତୀୟ, ଇମୋରୀୟ, କିଣାନୀୟ, ପିରିଷୀୟ, ହିବ୍ବୀୟ ଓ ଯିବୂଷୀୟ ରାଜଗଣ ବିଷୟରେ ଏହି କଥା ଶୁଣିଲେ। Faic an caibideil |
ପୁଣି ସଦାପ୍ରଭୁ ତୁମ୍ଭମାନଙ୍କୁ ଯେପରି ବିଶ୍ରାମ ଦେଇଅଛନ୍ତି, ସେପରି ତୁମ୍ଭମାନଙ୍କ ଭାଇମାନଙ୍କୁ ବିଶ୍ରାମ ଦେବା ଯାଏ, ମଧ୍ୟ ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱର ସେମାନଙ୍କୁ ଯେଉଁ ଦେଶ ଦେବାକୁ ଉଦ୍ୟତ ଅଛନ୍ତି, ତାହା ସେମାନେ ଅଧିକାର କରିବାଯାଏ ତୁମ୍ଭେମାନେ ସେମାନଙ୍କର ଉପକାର କରିବ; ତହିଁ ଉତ୍ତାରେ ଯର୍ଦ୍ଦନର ପୂର୍ବ ପାରିରେ ସୂର୍ଯ୍ୟୋଦୟ ଦିଗରେ ସଦାପ୍ରଭୁଙ୍କ ସେବକ ମୋଶା ତୁମ୍ଭମାନଙ୍କୁ ଯେଉଁ ଦେଶ ଦେଇଅଛନ୍ତି, ତୁମ୍ଭେମାନେ ଆପଣାମାନଙ୍କ ସେହି ଅଧିକୃତ ଦେଶକୁ ଫେରି ଆସି ତାହା ଅଧିକାର କରିବ।