ଗଣନା ପୁସ୍ତକ 12:2 - ଓଡିଆ ବାଇବେଲ2 ସେମାନେ କହିଲେ, “ସଦାପ୍ରଭୁ କି କେବଳ ମୋଶାଙ୍କ ସହିତ କଥା କହିଅଛନ୍ତି ? ସେ କି ଆମ୍ଭମାନଙ୍କ ସହିତ ମଧ୍ୟ କଥା କହି ନାହାନ୍ତି ? ମାତ୍ର ଏକଥା ସଦାପ୍ରଭୁ ଶୁଣିଲେ। Faic an caibideilପବିତ୍ର ବାଇବଲ (Re-edited) - (BSI)2 ସେମାନେ କହିଲେ, ସଦାପ୍ରଭୁ କି କେବଳ ମୋଶାଙ୍କ ସହିତ କଥା କହିଅଛନ୍ତି? ସେ କି ଆମ୍ଭମାନଙ୍କ ସହିତ ମଧ୍ୟ କଥା କହି ନାହାନ୍ତି? ମାତ୍ର ଏକଥା ସଦାପ୍ରଭୁ ଶୁଣିଲେ?। Faic an caibideilଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT2 ସେମାନେ କହିଲେ, “ସଦାପ୍ରଭୁ କି କେବଳ ମୋଶାଙ୍କ ସହିତ କଥା କହିଅଛନ୍ତି? ସେ କି ଆମ୍ଭମାନଙ୍କ ସହିତ ମଧ୍ୟ କଥା କହି ନାହାନ୍ତି?” ମାତ୍ର ଏ କଥା ସଦାପ୍ରଭୁ ଶୁଣିଲେ। Faic an caibideilପବିତ୍ର ବାଇବଲ2 ସେମାନେ କହିଲେ, “ସଦାପ୍ରଭୁ କ’ଣ ମୋଶାଙ୍କ ସହିତ କେବଳ କଥା କହିଅଛନ୍ତି? ସେ କ’ଣ ଆମ୍ଭମାନଙ୍କ ସହିତ କଥା କହି ନାହାନ୍ତି?” ମାତ୍ର ଏକଥା ସଦାପ୍ରଭୁ ଶୁଣିଲେ। Faic an caibideil |