Biblia Todo Logo
Bìoball air-loidhne

- Sanasan -




ଗଣନା ପୁସ୍ତକ 16:7 - ଓଡିଆ ବାଇବେଲ

7 ପୁଣି, କାଲି ତହିଁରେ ଅଗ୍ନି ଦିଅ, ସଦାପ୍ରଭୁଙ୍କ ସମ୍ମୁଖରେ ତହିଁ ଉପରେ ଧୂପ ଥୁଅ; ତହିଁରେ ସଦାପ୍ରଭୁ ଯେଉଁ ବ୍ୟକ୍ତିକୁ ମନୋନୀତ କରିବେ, ସେ ହିଁ ପବିତ୍ର ହେବ; ହେ ଲେବୀର ପୁତ୍ରମାନେ, ତୁମ୍ଭେମାନେ ଆପଣାମାନଙ୍କ ଉପରେ ବହୁତ ନେଲଣି।”

Faic an caibideil Dèan lethbhreac

ପବିତ୍ର ବାଇବଲ (Re-edited) - (BSI)

7 ପୁଣି କାଲି ତହିଁରେ ଅଗ୍ନି ଦିଅ, ସଦାପ୍ରଭୁଙ୍କ ସମ୍ମୁଖରେ ତହିଁ ଉପରେ ଧୂପ ଥୁଅ; ତହିଁରେ ସଦାପ୍ରଭୁ ଯେଉଁ ବ୍ୟକ୍ତିକି ମନୋନୀତ କରିବେ, ସେହି ପବିତ୍ର ହେବ; ହେ ଲେବୀର ପୁତ୍ରମାନେ, ତୁମ୍ଭେମାନେ ଆପଣାମାନଙ୍କ ଉପରେ ବହୁତ ନେଲଣି।

Faic an caibideil Dèan lethbhreac

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

7 ପୁଣି, କାଲି ତହିଁରେ ଅଗ୍ନି ଦିଅ, ସଦାପ୍ରଭୁଙ୍କ ସମ୍ମୁଖରେ ତହିଁ ଉପରେ ଧୂପ ଥୁଅ; ତହିଁରେ ସଦାପ୍ରଭୁ ଯେଉଁ ବ୍ୟକ୍ତିକୁ ମନୋନୀତ କରିବେ, ସେ ହିଁ ପବିତ୍ର ହେବ; ହେ ଲେବୀର ପୁତ୍ରମାନେ, ତୁମ୍ଭେମାନେ ଆପଣାମାନଙ୍କ ଉପରେ ବହୁତ ନେଲଣି।”

Faic an caibideil Dèan lethbhreac

ପବିତ୍ର ବାଇବଲ

7 କାଲି ତହିଁରେ ଅଗ୍ନି ଦିଅ। ସଦାପ୍ରଭୁଙ୍କ ସମ୍ମୁଖରେ ତହିଁ ଉପରେ ଧୂପ ଥୁଅ। ତହିଁରେ ସଦାପ୍ରଭୁ ଯେଉଁ ବ୍ୟକ୍ତିକୁ ମନୋନୀତ କରିବେ ସେ ହିଁ ପବିତ୍ର ହେବ। ହେ ଲେବୀର ପୁତ୍ରମାନେ, ତୁମ୍ଭେମାନେ ବହୁ ଦୂରକୁ ଗ୍ଭଲି ଯାଇଛ, ତୁମ୍ଭେମାନେ ଭ୍ରାନ୍ତିପୂର୍ଣ୍ଣ।”

Faic an caibideil Dèan lethbhreac




ଗଣନା ପୁସ୍ତକ 16:7
10 Iomraidhean Croise  

ଆହୁରି, ସେମାନେ ଛାଉଣିରେ ମୋଶାଙ୍କ ପ୍ରତି ଓ ସଦାପ୍ରଭୁଙ୍କର ସଦ୍‍ଭକ୍ତ ହାରୋଣଙ୍କ ପ୍ରତି ଈର୍ଷାଭାବ ବହିଲେ।


ଆଉ ସେମାନେ ମୋଶା ଓ ହାରୋଣଙ୍କ ବିରୁଦ୍ଧରେ ଏକତ୍ର ହୋଇ ସେମାନଙ୍କୁ କହିଲେ, “ତୁମ୍ଭେମାନେ ଆପଣାମାନଙ୍କ ଉପରେ ବହୁତ ନେଲଣି, ସମସ୍ତ ମଣ୍ଡଳୀର ପ୍ରତ୍ୟେକ ଜଣ ତ ପବିତ୍ର, ପୁଣି, ସଦାପ୍ରଭୁ ସେମାନଙ୍କ ମଧ୍ୟରେ ଅଛନ୍ତି, ତେବେ କାହିଁକି ତୁମ୍ଭେମାନେ ସଦାପ୍ରଭୁଙ୍କ ସମାଜ ଉପରେ ଆପଣାମାନଙ୍କୁ ଉନ୍ନତ କରୁଅଛ?”


ପୁଣି, ସେ କୋରହକୁ ଓ ତାହାର ଦଳସ୍ଥ ସମସ୍ତଙ୍କୁ କହିଲେ, “କିଏ ତାହାଙ୍କର ଲୋକ ଓ କିଏ ପବିତ୍ର, ଏହା ସଦାପ୍ରଭୁ କାଲି ଦେଖାଇବେ, ପୁଣି, ସେ ତାହାକୁ ଆପଣା ନିକଟକୁ ଆଣିବେ; ସେ ଯାହାକୁ ମନୋନୀତ କରିବେ, ତାହାକୁ ଆପଣା ନିକଟକୁ ଆଣିବେ।


ତେବେ ଏହା କର, ତୁମ୍ଭେମାନେ ଅଙ୍ଗାରଧାନୀ ନିଅ, କୋରହ ଓ ତାହାର ଦଳସ୍ଥ ସମସ୍ତେ;


ଆଉ ମୋଶା କୋରହକୁ କହିଲେ, “ହେ ଲେବୀର ସନ୍ତାନଗଣ, ତୁମ୍ଭେମାନେ ଟିକିଏ ଶୁଣ।


ଅର୍ଥାତ୍ ଆମ୍ଭେମାନେ ଯେପରି ତାହାଙ୍କ ସକ୍ଷାତରେ ପବିତ୍ର ଓ ଅନିନ୍ଦନୀୟ ହେଉ, ଏଥିପାଇଁ ସେ ଜଗତର ପତ୍ତନ ପୂର୍ବେ ତାହାଙ୍କଠାରେ ଆମ୍ଭମାନଙ୍କୁ ମନୋନୀତ କଲେ;


କିନ୍ତୁ, ହେ ପ୍ରଭୁଙ୍କ ପ୍ରିୟପାତ୍ର ଭାଇମାନେ, ତୁମ୍ଭମାନଙ୍କ ନିମନ୍ତେ ସବୁବେଳେ ଈଶ୍ୱରଙ୍କୁ ଧନ୍ୟବାଦ ଦେବା ଆମ୍ଭମାନଙ୍କର କର୍ତ୍ତବ୍ୟ, କାରଣ ଈଶ୍ୱର, ଆତ୍ମାଙ୍କ ପବିତ୍ରତା ଓ ସତ୍ୟରେ ବିଶ୍ୱାସ ଦ୍ୱାରା ପରିତ୍ରାଣ ପାଇବା ନିମନ୍ତେ ତୁମ୍ଭମାନଙ୍କୁ ପ୍ରଥମ ଫଳଭାବେ ବାଛି ଅଛନ୍ତି;


କିନ୍ତୁ ଯେ ତୁମ୍ଭମାନଙ୍କୁ ଅନ୍ଧକାରରୁ ଆପଣା ଆଶ୍ଚର୍ଯ୍ୟ ଆଲୋକ ମଧ୍ୟକୁ ଆହ୍ୱାନ କରିଅଛନ୍ତି, ତୁମ୍ଭେମାନେ ଯେପରି ତାହାଙ୍କ ଗୁଣ କୀର୍ତ୍ତନ କର, ଏଥି ନିମନ୍ତେ ତୁମ୍ଭେମାନେ ଏକ ମନୋନୀତ ବଂଶ, ରାଜକୀୟ ଯାଜକବର୍ଗ, ପବିତ୍ର ଜାତି ପୁଣି, ଈଶ୍ୱରଙ୍କ ନିଜସ୍ୱ ପ୍ରଜା ହୋଇଅଛ ।


Lean sinn:

Sanasan


Sanasan